ଖୋର୍ଦ୍ଧା

ସିଦ୍ଧେଶ୍ୱର ପାହାଡ଼ରେ ଦନ୍ତା

ବାରଙ୍ଗ,୩।୬(ଡି.ଏନ୍‌.ଏ.): ନରାଜ ସିଦ୍ଧେଶ୍ୱର ପାହାଡ଼ରେ ଏକ ବଣୁଆ ଦନ୍ତାହାତୀ ଦେଖିବାକୁ ମିଳିଛି। ଗୁରୁବାର ସକାଳେ ସ୍ଥାନୀୟ ଲୋକେ ଦନ୍ତାକୁ ଦେଖିବା ପରେ ଭଗିପୁର ବନଖଣ୍ଡକୁ ଖବର ଦେବାରୁ ବନଖଣ୍ଡ ଅଧିକାରୀ ଓ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ବଣୁଆ ଦନ୍ତାର...

ନନ୍ଦନକାନନରେ ପୁଣି ଏକ ଭାଲୁର ମୃତ୍ୟୁ

ବାରଙ୍ଗ,୧ା୬(ଡି.ଏନ୍‌.ଏ.): ନନ୍ଦନକାନନରେ ପୁଣି ଏକ ଭାଲୁର ମୃତ୍ୟୁ ଘଟିଛି। ଭାଲୁଟିକୁ ଗତ ୪ ତାରିଖରେ କୋରାପୁଟ ରେଞ୍ଜରୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ନନ୍ଦନକାନନ ଅଣାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାହାର ମୃତ୍ୟୁ ଘଟିଛି । ଭାଲୁ ମୃତ୍ୟୁ ପରେ ନନ୍ଦନକାନନରେ...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.): ପୂର୍ବତଟ ରେଳବାଇ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍‌ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ର ଏକ ବଗିରେ ସୋମବାର ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ନିଆଁକୁ ଆୟତ୍ତ...

ନନ୍ଦନକାନନରେ ଆଫ୍ରିକୀୟ ସିଂହୀର ମୃତ୍ୟୁ

ବାରଙ୍ଗ, ୨୮।୫(ଡି.ଏନ୍‌.ଏ.): ନନ୍ଦନକାନନରେ ଶନିବାର ଏକ ଆଫ୍ରିକୀୟ ସିଂହୀର ମୃତ୍ୟୁ ଘଟିଛି। ସିଂହୀଟି ଖୁଆଡ଼ ନମ୍ବର ୨୯ (ବି)ରେ ରହୁଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ଫଳରେ ବର୍ତ୍ତମାନ ନନ୍ଦନକାନନରେ ସିଂହୀ...

ଚିଲିକାରେ ଚାଲିବ ହାଉସ ବୋଟ୍‌ ‘ଗରୁଡ଼’

ବାଲୁଗଁା,୨୮ା୫(ଡି.ଏନ୍‌.ଏ.): ଚିଲିକାରେ ପର୍ଯ୍ୟଟକଙ୍କ ପାଇଁ ଜୁନ୍‌ ପହିଲାରୁ ଚାଲିବ ଅତ୍ୟାଧୁନିକ ପ୍ରଣାଳୀରେ ନିର୍ମିତ ହାଉସ୍‌ ବୋଟ୍‌ ‘ଗରୁଡ଼’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପର୍ଯ୍ୟଟନ ବିଭାଗର ଅନୁମୋଦନ ପରେ ବିକାଶ ଇକୋ ରିସୋର୍ସ ପକ୍ଷରୁ...

ନନ୍ଦନକାନନରେ ବହୁତଳ ପାର୍କିଂ ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ବାରଙ୍ଗ, ୨୮ା୫ (ଡି.ଏନ୍‌.ଏ): ନନ୍ଦନକାନନଠାରେ ତିନି ମହଲା ବିଶିଷ୍ଟ ବହୁତଳ କାର୍‌ ପାର୍କିଂ ସୁବିଧାର ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ଏହି ପାର୍କିଂ ସ୍ଥଳରେ ପ୍ରତ୍ୟେକ ମହଲା ୫୬୦୦ ବର୍ଗମିଟରର ଏବଂ...

ଚିଲିକା ମଝିରେ ପୁଣି ଅଟକିଲା ଡଙ୍ଗା

ପୁରୀ ଅଫିସ,୨୭ା୫: ଯାନ୍ତ୍ରିକ ତ୍ରୁଟି ଯୋଗୁ ଶୁକ୍ରବାର ସକାଳେ ଏକ ଦେଶୀ ଡଙ୍ଗା ଚିଲିକା ମଝିରେ ଅଟକିଛି। ଡଙ୍ଗାଟି ୪୦ ଜଣ ଯାତ୍ରୀଙ୍କୁ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାଉଥିଲା। କିଛି ବାଟ ଯିବା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା।...

ବିକାଶ ଅପେକ୍ଷାରେ ହଟକେଶ୍ୱର ପୀଠ

ଖୋର୍ଦ୍ଧା ଅଫିସ,୨୭ା୫: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ବାଘମାରୀ ନିକଟ ଅଟ୍ରି ଗ୍ରାମରେ ରହିଛି ଏକାଦଶ ରୁଦ୍ର ହଟକେଶ୍ୱରଙ୍କ ପୀଠ। ମନ୍ଦିର ନିର୍ମାଣ ଭାସ୍କର୍ଯ୍ୟ ଶୈଳୀ ଏହାର ପ୍ରାଚୀନତାର ପରିଚୟ ବହନ କରେ। ଏହି ପୀଠକୁ ସରକାରଙ୍କ ୫-ଟି...

ଏଥର ଜମିବ ବରୁଣେଇ ରଜ ମହୋତ୍ସବ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧାର ବରୁଣେଇ ପୀଠରେ ଚଳିତ ବର୍ଷ ଜମିବ ରଜ ମହୋତ୍ସବ। କରୋନା ସଂକ୍ରମଣ ହ୍ରାସ ପରେ ଚଳିତବର୍ଷ ମହୋତ୍ସବ ଆୟୋଜନ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଏବଂ ସାମାଜିକ ଅନୁଷ୍ଠାନ...

ଅଭିଯୁକ୍ତ ବୁଲୁଛନ୍ତି, ନିର୍ଦ୍ଦୋଷଙ୍କୁ ବାନ୍ଧୁଛି ପୋଲିସ

ଖୋର୍ଦ୍ଧା ଅଫିସ,୨୫।୫: ଏକ ହତ୍ୟା ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ବୁଲୁଥିବା ବେଳେ ପୋଲିସ ନିର୍ଦ୍ଦୋଷ ଓ ସାଧାରଣ ଲୋକଙ୍କୁ ବାନ୍ଧି ହଇରାଣ କରୁଛି। ଖୋର୍ଦ୍ଧା ସଦର ପୋଲିସ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି ବ୍ରଜମୋହନପୁର ଗ୍ରାମବାସୀ। ପ୍ରତିବାଦ କରିବାରୁ ମିଥ୍ୟା...

ବିନା କାଗଜପତ୍ରରେ ଚାଲିଛି ସଫାରି ବସ୍‌

ବାରଙ୍ଗ,୨୪।୫(ଡି.ଏନ୍‌.ଏ.):ନନ୍ଦନକାନନ କର୍ତ୍ତୃପକ୍ଷ ଅଧିକ ରାଜସ୍ବ ଆଶାରେ ପାର୍କିଂ, ସଫାରି, ବ୍ୟାଟେରିଚାଳିତ ଅଟୋ ଓ ବୋଟିଂକୁ ଘରୋଇକରଣ କରିଛନ୍ତି। ହେଲେ ଘରୋଇକରଣ ପରେ ସେଗୁଡ଼ିକ ଉପରେ କର୍ତ୍ତୃପକ୍ଷ ନଜର ଦେଇ ନ ଥିବା ଅଭିଯୋଗ ହୋଇଛି, ଯାହାର ଉଦାହରଣ ସଫାରିରେ ଚାଲିଥିବା...

କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ

ଖୋର୍ଦ୍ଧ ଅଫିସ,୨୩।୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସୋମବାର ବାଣପୁର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ତାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି ଶେଷହେବାରୁ କୋର୍ଟ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କ ପୁନଃ ଜାମିନ ଆବେଦନକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri