ଖୋର୍ଦ୍ଧା

ମାଠିଆ ଗଡୁଛି, ପାଣି ନାହିଁ

ଖୋର୍ଦ୍ଧା ଅଫିସ,୨୨।୪: ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଛି। ରାଜଧାନୀ ଭୁବନେଶ୍ୱର ସମେତ ଦଶରୁ ଊର୍ଦ୍ଧ୍ୱ ସହରର ତାପମାତ୍ରା ବଢି ଚାଲିଛି। ତାପମାତ୍ର ଦୈନିକ ୩୮ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ରହୁଛି। ଜିଲାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ…

କାମ କରୁନି ପଲିଥିନ କଟକଣା ନିୟମ

ଖୋର୍ଦ୍ଧା ଅଫିସ,୨୧ା୪: ପଲିଥିନ ପରିବେଶ ପାଇଁ ଚିନ୍ତାର କାରଣ ସାଜିଛି। ଭବିଷ୍ୟତରେ ଏହା ମାନବ ସମାଜ ପାଇଁ ଘାତକ ସାଜିବାକୁ ଯାଉଥିବା ଜାଣି ମଧ୍ୟ କେହି ସଚେତନ ହେବାକୁ ରାଜି ନୁହନ୍ତି। ଯେପରି ପ୍ଲାଷ୍ଟିକ ଏବଂ ପଲିଥିନ ଲୋକଙ୍କ ଜୀବନରେ ଏକ…

‘ସମସ୍ତ ଦିବ୍ୟାଙ୍ଗଙ୍କ ନିକଟରେ ସେବା ପହଞ୍ଚତ୍ବ’

ଖୋର୍ଦ୍ଧା ଅଫିସ,୨୦ା୪: ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଯୋଗାଣ ପାଇଁ ଓଡ଼ିଶା ସରକାର ଏବଂ ଶ୍ରୀ ଭଗବାନ ମହାବୀର ବିକଳାଙ୍ଗ ସହାୟତା ସମିତି (ବିଏମ୍‌ଭିଏସ୍‌ଏସ୍‌) ଜୟପୁରର ମିଳିତ ପ୍ରୟାସରେ ଖୋର୍ଦ୍ଧା ଗୁରୁଜଙ୍ଗଠାରେ ନବନିିର୍ମିତ ବିଜୁ ମହାବୀର ଜୟପୁଟ ଫୁଟ୍‌ ସେଣ୍ଟରକୁ ବୁଧବାର…

ଜନ ପ୍ରତିନିଧିଙ୍କ ନାଁ ନ ଥିବାରୁ ଫଳକ ଗାଏବ

ବାଳକାଟୀ/ବାଲିପାଟଣା,୨୦୯।୪(ଡି.ଏନ୍‌.ଏ.): ପୂର୍ତ୍ତ ବିଭାଗ ଡିଭିଜନ ୨ ପକ୍ଷରୁ ଉତ୍ତରାଠାରୁ ନିମାପଡ଼ା ରାସ୍ତାର ଚାରିଥାକିଆ ରାସ୍ତାର ବୁଧବାର ବାଳକାଟୀରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଥିଲା। ହେଲେ କାର୍ଯ୍ୟକ୍ରମର କିଛି ଘଣ୍ଟା ପୂର୍ବରୁ ଫଳକ ହଠାତ୍‌ ଉଦ୍‌ଘାଟନ ସ୍ଥଳରୁ ଗାଏବ ହୋଇଯାଇଥିଲା। ଖବରପାଇ ପୋଲିସ…

ଡରାଉଛି ଖରା, ଅସ୍ତବ୍ୟସ୍ତ ଜନଜୀବନ

ଖୋର୍ଦ୍ଧା ଅଫିସ,୧୮ା୪: ରାଜ୍ୟରେ ଏବେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରଭାବ ରହୁଥିବାରୁ ଜନ ଜୀବନ ଅସ୍ତବ୍ୟସ୍ତ ହେଲାଣି। ଖରା ସହ ଖୋର୍ଦ୍ଧା ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ସହରବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିନକୁ ଦିନ ତାପମାତ୍ରା…

ରେଲ୍‌ଓ୍ବେ ପକ୍ଷରୁ ଓଭରବ୍ରିଜ କାମ ଶେଷ ପର୍ଯ୍ୟାୟରେ

ଜଟଣୀ,୧୭ା୪(ଡି.ଏନ୍‌.ଏ.): ଜଟଣୀ ସୀତାରାମ ଛକସ୍ଥିତ ଆନ୍ଧ୍ର ବ୍ୟାଙ୍କଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ବେଳେ ରେଳ ପ୍ରଶାସନ ପକ୍ଷରୁ ରେଲ୍‌ଓ୍ବେ ଅଂଶର ଓଭରବ୍ରିଜ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ରେଲ୍‌ଓ୍ବେ ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ…

୫ବର୍ଷ ହେଲା ଚୁଆ ପାଣି ଉପରେ ଭରସା

ଖୋର୍ଦ୍ଧା ଅଫିସ,୧୭ା୪: ଗ୍ରାମାଞ୍ଚଳରେ ଟ୍ୟାପ୍‌ ଖୋଲିଲେ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟଜଳ। ଏଥିଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ତେବେ ସରକାରଙ୍କ ଏହି ନାରା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକରେ ପ୍ରହସନ ପାଲଟିଛି।…

ହାଇୱା ଧକ୍କାରେ ମହିଳା ମୃତ, ଗ୍ରାମରେ ଉତ୍ତେଜନା

ବାଣପୁର,୧୧।୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ଗ୍ରାମରେ ଏକ ମର୍ମନ୍ତୁଦ ଦୁଘଟଣା ଘଟିଛି। ହାଇୱା ଧକ୍କାରେ ମଙ୍ଗଳବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ମଙ୍ଗଳବାର ମହାନଦୀରୁ ବାଲି ନେଇ ଏକ ହାଇୱା ନୀଳାଦ୍ରିପ୍ରସାଦ ମେଡିକାଲ ପରିସରରେ…

ଆରମ୍ଭ ହେଲା ମା’ ଅଳେଁଇଙ୍କ ଦଣ୍ଡଯାତ୍ରା

ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା ବ୍ଲକ ଟାଙ୍ଗିଆପଡ଼ା ପଞ୍ଚାୟତ ଉଇଲ୍‌କିଶନ ନଗରର ଆରାଧ୍ୟା ଦେବୀ ମା’ ଅଳେଁଇଙ୍କ ପ୍ରସିଦ୍ଧ ଦଣ୍ଡଯାତ୍ରା ତଥା ଝାମୁଯାତ୍ରା ସୋମବାର ଠାରୁ ପାରମ୍ପରିକ ବିଧିବିଧାନପୂର୍ବକ ଆରମ୍ଭ ହୋଇଛି। କାହିଁ ଅନାଦି କାଳରୁ ଅଳେଁଇ ଠାକୁରାଣୀ ଏଠାରେ ବିଜେ କରିଛନ୍ତି।…

ପୂର୍ବ ଶତ୍ରୁତାରୁ କାଠଫାଳିଆରେ ପିଟି ମାରିଦେଲେ

ନିରାକାରପୁର,୧୦ା୪(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ନୂଆଗଡ଼ ପଞ୍ଚାୟତ ହରିପୁର ମାଝିସାହିର କୃଷ୍ଣଚନ୍ଦ୍ର ମାଝି ଓରଫ କୁଶିଆ(୪୫)। ଏନେଇ ମୃତକଙ୍କ…

ହାତୀ ଦଳିଦେବା ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…

ସୁଧୁରୁନି ସମସ୍ୟା, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୧୦ା୪: ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ୩ ବର୍ଷ ପରେ ଜନତା ସିଧାସଳଖ ପୌରାଧ୍ୟକ୍ଷ ଏବଂ କାଉନସିଲରମାନଙ୍କୁ ଭୋଟ ଦେଇ ନିର୍ବାଚିତ କରିଥିଲେ। ପ୍ରଶାସନ ପାଖରୁ କ୍ଷମତା ନିର୍ବାଚିତ ପ୍ରତିନିଧିଙ୍କ ହାତକୁ ଆସିଲା। ଫଳରେ ସହରବାସୀ ଆଶା କରିଥିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri