ଫୁଲ ତୋଳିବାକୁ ଯାଇଥିବା ବେଳେ ମହିଳାଙ୍କୁ ଦଳିଦେଲା ହାତୀ
ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…
ହଟୁନି ଅଳିଆ, ବଢୁଛି ଅସନ୍ତୋଷ
ଖୋର୍ଦ୍ଧା ଅଫିସ,୯।୪: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଶୀର୍ଷ ସ୍ଥାନ ହାସଲ ଲାଗି ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ସ୍ବଚ୍ଛ ଭାରତ ସୁସ୍ଥ ଭାରତ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ସ୍ବଚ୍ଛତାର ପୋଷ୍ଟର, ଓ୍ବାଲ୍ ପେଣ୍ଟିଂ କରାଯାଇଛି। ରାସ୍ତାରେ ଅଳିଆ…
ଭୁଲ୍ ଇଞ୍ଜେକ୍ସନ ନେଲା ଗ୍ରାମରକ୍ଷୀଙ୍କ ଜୀବନ
ବାଣପୁର୯।୪(ଡି.ଏନ୍.ଏ.): ଭୁଲ୍ ଇଞ୍ଜେକ୍ସନ ଯୋଗୁ ଜଣେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ହୋଇଥିବା ଶନିବାର ଅଭିଯୋଗ ହୋଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଧୀନ କୋଳଥଡ଼ିହ ଗ୍ରାମର ପାଣ୍ଡବ ନାୟକ (୫୪)। ସେ ବାଣପୁର ଥାନାରେ ଗ୍ରାମରକ୍ଷୀ ଭାବେ କାର୍ଯ୍ୟରତ ଥିଲେ।…
ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ
ବାଉଁଶୁଣୀ,୭।୪(ଡି.ଏନ୍.ଏ.): ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲା ବାଉଁଶୁଣୀ ଥାନା ତାଳେସରଡା ପଞ୍ଚାୟତ ପଲସପାଟ ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ପଲସପାଟ ଗ୍ରାମରେ ଚାରିଶମ୍ଭୁ ଦଣ୍ଡ ଯାତ୍ରା ଚାଲୁଥିବା…
ଖୋର୍ଦ୍ଧା ଜିଲା ଭାଜପା ସଭାପତିଙ୍କ ହୋଟେଲ ସିଲ୍
ଖୋର୍ଦ୍ଧା ଅଫିସ,୬ା୪: ଋଣ ଖିଲାପ ଅଭିଯୋଗରେ ବୁଧବାର ଖୋର୍ଦ୍ଧା ଜିଲା ଭାଜପା ସଭାପତି ରଶ୍ମିରଞ୍ଜନ ମହାପାତ୍ରଙ୍କ ମୁକୁନ୍ଦପ୍ରସାଦସ୍ଥିତ ସୂର୍ଯ୍ୟମୁଖୀ ହୋଟେଲକୁ ସିଲ୍ କରାଯାଇଛି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି) ଭୁବନେଶ୍ୱର ସର୍କଲ ଅଧିକାରୀ, ସ୍ଥାନୀୟ ଆସିଷ୍ଟାଣ୍ଟ କଲେକ୍ଟର ଶରତ ଚନ୍ଦ୍ର ଦେହୁରି ଓ…
ଅଟୋ ଓଲଟି ମୃତ୍ୟୁ ଘଟଣା: ଅଟୋ ମଡ଼ାଇ ମାରିଦେବା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ
ନିରାକାରପୁର,୫ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ତାଳପଡ଼ାଠାରେ ଏକ ମାଲ୍ବାହୀ ଅଟୋ ରାସ୍ତା ଉପରୁ ବିଲ ମଧ୍ୟକୁ ଖସିଯିବାରୁ ନିରାକାରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ରବୀନ୍ଦ୍ର ବେହେରା ଓରଫ ବୁଲୁ(୪୫)ଗୁରୁତର ହୋଇଥିଲେ। ଖବର ପାଇ ପରିବାର ଲୋକ ଓ କିଛି…
ତ୍ୱରାନ୍ବିତ ହେଉନି ସହରର ବିକାଶ
ଖୋର୍ଦ୍ଧା ଅଫିସ,୩ା୪: ଖୋର୍ଦ୍ଧା ଜିଲାକୁ ଇତିମଧ୍ୟରେ ୩୦ ବର୍ଷ ପୂରିଛି। ୧୯୯୩ ମସିହାରେ ଏହି ଜିଲା ଗଠନ ହୋଇଥିବାବେଳେ ୧୯୯୫ରେ ଖୋର୍ଦ୍ଧା ସ୩ରେ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ କରାଯାଇଥିଲା। ପାଇକ ବୀରଙ୍କ ମାଟି ଭାବେ ଖୋର୍ଦ୍ଧା ପରିଚିତ। ଭାରତୀୟ ସ୍ବାଧିନତା ସଂଗ୍ରାମରେ…
ମୁଗ ଅମଳ କରୁଥିଲେ: ବଜ୍ରପାତରେ ଜଳିଲେ ଯୁବତୀ
ବାଲିପାଟଣା ୩୧।୩(ଡି.ଏନ୍.ଏ.): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ବ୍ଲକ ରଘୁଆଗରଡ଼ା ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ରଶ୍ମୀତା ବେହେରା । ସୂଚନାଯୋଗ୍ୟ, ରଶ୍ମୀତା ବିଲରେ ମୁଗ ଅମଳ କରୁଥିବା ବେଳେ ହଠାତ ପ୍ରବଳ ବର୍ଷା…
ସମ୍ପର୍କ ଯୋଡ଼ିଛି, ନିବିଡ଼ତା ବଢ଼ାଇଛି
ଖୋର୍ଦ୍ଧା ଅଫିସ,୩୧ା୩: ଖୋର୍ଦ୍ଧା ଗୁରୁଜଙ୍ଗ ନନ୍ଦସାହିର ତ୍ରିଲୋଚନ ସାହୁ(୪୪)। ଗତ ୨୦ବର୍ଷ ହେବ ଖବରକାଗଜ ବିତରକଭାବେ କାମ କରୁଛନ୍ତି। ଦୁଇ ପୁଅ, ସ୍ତ୍ରୀ, ବାପା, ମା’ଙ୍କୁ ନେଇ ତାଙ୍କ ପରିବାର। ପ୍ରଥମେ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ସେହି ସମୟରେ ବରିଷ୍ଠ…
ନନ୍ଦନକାନନରୁ ମିଜୋରାମ ଗଲା ୨ ବାଘ
ବାରଙ୍ଗ,୨୮।୩(ଡି.ଏନ୍.ଏ.):ଦୀର୍ଘଦିନର ବ୍ୟବଧାନ ପରେ ନନ୍ଦନକାନନରେ ଆରମ୍ଭ ହୋଇଛି ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା। ଏହି ପ୍ରକ୍ରିୟାରେ ନନ୍ଦନକାନନରୁ ସୋମବାର ଅପରାହ୍ନରେ ଦୁଇ ସାଧାରଣ (ନାଲି) ବାଘ ମିଜୋରାମର ଆଇଜଲ ଚିଡିଆଖାନାକୁ ପଠାଯାଇଛି। କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନକ୍ରମେ ନନ୍ଦନକାନନ କର୍ତ୍ତୃପକ୍ଷ ଜନ୍ତୁ ଅଦଳବଦଳ…
ସ୍କନ୍ଦମାତା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା
ନିରାକାରପୁର,୨୬।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ବନଦୁର୍ଗାଙ୍କ ପୀଠରେ ଆୟୋଜିତ ନବଦିନାତ୍ମକ ବାସନ୍ତିକ ଦୁର୍ଗାପୂଜାର ପଞ୍ଚମ ଦିନରେ ମା’ ବନଗୁର୍ଗା ସ୍କନ୍ଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଉପଲକ୍ଷେ ସକାଳୁ ମଙ୍ଗଳ ଆଳତି, ବାଳ ଭୋଗ, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ…
ନନ୍ଦନକାନନରେ ଧଳା ମୟୂରର ମୃତ୍ୟୁ
ବାରଙ୍ଗ,୨୪।୩(ଡି.ଏନ୍.ଏ.)- ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗୁରୁବାର ଏକ କୋକିଶିଆଳିର ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଏକ ଧଳାମୟୂର ମୃତ୍ୟୁ କରିଛି। ପ୍ରାୟ ୫ ବର୍ଷର ଏହି ଧଳାମୟୂରଟି ଗତଦୁଇଦିନ ହେବ ଅସୁସ୍ଥ ହେବା ସହ ଛୋଟେଇ ଛୋଟେଇ ଚାଲୁଥିଲା। ସେ ରହୁଥିବା ପକ୍ଷୀଶାଳାର…
Archives


