ମହିଳାଙ୍କୁ ମୃତ ଭାବି ରାତିସାରା ଜଗି ରହିଲା ପୋଲିସ, ସକାଳୁ ଘଟିଲା ଅଜବ ଘଟଣା, ପୋଲିସ ଆଶ୍ଚର୍ଯ୍ୟ
ବୌଦ୍ଧ,୩୦।୧୦( ଅଜିତ କୁମାର ବାରିକ): ବୌଦ୍ଧ ଥାନାରେ ଗତ ବୁଧବାର ଦିନ ଏକ ଅଜବ ଘଟଣା ଘଟିଛି । ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରି ରାତି ସାରା ପୋଲିସ ଜୀବତ ମହିଳାଙ୍କୁ ମୃତ ଭାବି ଜଗିରହିଥିବା ଘଟଣା…
ଦେଢ଼ ମାସ ହେଲା ନିଖୋଜ ଥିଲେ, ନାଲସିଂ ପାହାଡ଼ରୁ ମିଳିଲା କଙ୍କାଳ; ପାଖରେ ପଡ଼ିଛି ବାଇକ, ମୋବାଇଲ…
ନିରାକାରପୁର,୨୯ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ବ୍ୟକ୍ତି ଗତ ଦେଢ଼ମାସ ହେଲା ଘରୁ ନିଖୋଜ ଥିବାବେଳେ ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ନାଲସିଂସ୍ଥିତ ଅଟଳା ପାହାଡ଼ ନିକଟ ଏକ ବୁଦାମୂଳରୁ ତାଙ୍କର କଙ୍କାଳ ମିଳିଛି। କଙ୍କାଳ ପାଖରୁ ୨ଟି ମୋବାଇଲ…
ପେଟ୍ରୋଲ୍ ପମ୍ପ ନିକଟରୁ ମୋବାଇଲ୍ ଛଡ଼େଇ ନେଉଥିଲେ ବାପ-ପୁଅ, ମାଡ଼ିବସିଲେ ଲୋକେ
ଭୁବନେଶ୍ୱର,୨୦।୧୦: ରାଜଧାନୀ ଭୁବନେଶ୍ୱରରେ ସୋମବାର ଜଣେ ବାପା ଓ ତାଙ୍କ ପୁଅଙ୍କୁ ମୋବାଇଲ୍ ଛଡାଇ ନେଉଥିବା ବେଳେ ମାଡି ବସିଛନ୍ତି ଲୋକେ। ନୂଆଗାଁ ପେଟ୍ରୋଲ୍ ପମ୍ପ ନିକଟରେ ଏହି ଘଟଣା ଘଟିଛି। ଅଜିତ୍ କୁମାର ରାୟ ନାମକ ଜଣେ ବ୍ୟକ୍ତି ବଜାରରେ…
ଗାଁ ରାସ୍ତାରେ ହାତୀ, ଲୋକେ ଭୟଭୀତ
ନିରାକାରପୁର,୧୫ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଏହି ହାତୀପଲ ଖାଦ୍ୟ ସନ୍ଧାନରେ ଆସି ଗାଁ ମୁହାଁ ହୋଇ କେତେବେଳେ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷର ଜୀବନ ଯାଉଛି।…
ଅଫିସରେ ଲାଞ୍ଚ ନେଉଥିଲେ ମହିଳା ଡାଟାଏଣ୍ଟ୍ରି ଅପରେଟର, ରେଡ୍ହ୍ୟାଣ୍ଡ୍ରେ ଧରିଲା ଭିଜିଲାନ୍ସ
ଖୋର୍ଦ୍ଧା,୧୫ା୧୦(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି। ଖୋର୍ଦ୍ଧା ଓ ଭିଜିଲାନ୍ସ ଟିମ୍…
ମନ୍ଦିର ହୁଣ୍ଡିବାକ୍ସକୁ ନେଇଗଲେ ମା’ପୁଅ, ତନାଘନା କରି ଘରେ ପହଞ୍ଚିଗଲା ପୋଲିସ, ଆଉ ତା’ପରେ…
ନିରାକାରପୁର, ୧୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଗତ ୧୧ ତାରିଖ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିରାକାରପୁରସ୍ଥିତ ସାଇ ମନ୍ଦିରରେ ଥିବା ଦୁଇଟି ହୁଣ୍ଡିବାକ୍ସକୁ ଚୋରି କରି ନେଇଥିବା ନେଇ ସାଇ ପରିବାର ପକ୍ଷରୁ ନିରାକାରପୁର ଥାନାରେ ଲିଖିତ ଅଭିଯୋଗ…
ଆଇନଜୀବୀଙ୍କ ସୁରକ୍ଷା, ଅଭିଯୁକ୍ତଙ୍କ ଗିରଫ ଦାବିରେ ଆନ୍ଦୋଳନ
ଖୋର୍ଦ୍ଧା,୮ା୧୦(ପ୍ରଭାତ ପାଣିଗ୍ରାହୀ): ବ୍ରହ୍ମପୁର ସହର ଜଣାଶୁଣା ଆଇନଜୀବୀ, ଭାଜପା ନେତା ତଥା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡା ଗୁଳିକାଣ୍ଡ ମାମଲା ରାଜ୍ୟ ଆଇନଜୀବୀ ପରିଷଦ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ପରିଷଦ ନିଷ୍ପତ୍ତି କ୍ରମେ ବୁଧବାର ରାଜ୍ୟ ବ୍ୟାପୀ…
ବର୍ଷାକୁ ଖାତିର୍ ନ କରି ପାଳନ କଲେ ଗାନ୍ଧୀଜୟନ୍ତୀ
ନିରାକାରପୁର, ୨।୧୦((ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ନିରାକାରପୁର ସାହି ଠାରେ ଗାନ୍ଧୀଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଗାନ୍ଧୀ ଜୟନ୍ତୀରେ ଗାନ୍ଧୀଶାନ୍ତି ପ୍ରତିଷ୍ଠାନର ସଭାପତି ଡ. ପୂର୍ଣଚନ୍ଦ୍ର ଦାଶଙ୍କ ସହିତ ଅନୁଷ୍ଠାନର ସଭ୍ୟ ଅଧ୍ୟାପକ…
ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଲେ ମା’ଉଗ୍ରତାରା: ଲକ୍ଷାଧିକ ଭକ୍ତଙ୍କ ସମାଗମ
ଖୋର୍ଦ୍ଧା,୧।୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ପ୍ରମୁଖ ଶକ୍ତିପୀଠ ମା’ଉଗ୍ରତାରା ପୀଠରେ ବିଜୟା ଦଶମୀ ଆଡମ୍ବରରେ ଉଦ୍ଯାପିତ ହୋଇଛି। ବିଜୟା ଦଶମୀରେ ରାଜରାଜେଶରୀ ବେଶରେ ଦର୍ଶନ ଦେଇଥିଲେ ମା’ଉଗ୍ରତାରା । ମା’ଙ୍କ ଦର୍ଶନ ଲାଗି। ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ପୂଜକ ଯୁଧୁଷ୍ଠୀର…
ଦୁର୍ଘଟଣାରେ ଏକାବେଳକେ ୪ ଜଣଙ୍କ ମୃତ୍ୟୁ
ଖୋର୍ଦ୍ଧା,୧।୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ୧୬ନମ୍ବର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୃଥକ ଦୃର୍ଘଟଣା ଜଣେ ଯୁବତୀଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ପିଏନ୍ କଲେଜ ରାଜପଥ ଉପରେ ମଧ୍ୟ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ବାଇକକୁ ଏକ…
ଗାଁର ଗୌରବ ଓସିଏସ୍ ପରୀକ୍ଷାରେ ସଫଳତା ପାଇଥିବା ୨ଜଣଙ୍କୁ ଭେଟିଲେ ସ୍ବୟଂ ସେବକ ସଙ୍ଘ
ନିରାକାରପୁର,୩୦।୯(ମାନସ ଚନ୍ଦ୍ର ପଟ୍ଟନାୟକ):ଓଡ଼ିଶା ସିଭିଲ ସର୍ଭିସ (ଓସିଏସ)ପରୀକ୍ଷାରେ ଖୋର୍ଦ୍ଧାଜିଲା ଟାଙ୍ଗିବ୍ଲକ ନୂଆଗଡ଼ ପଞ୍ଚାୟତ ଅଧୀନ ମେହେରାମ୍ପୁର ଗ୍ରାମର ଝିଅ ସୁଶ୍ରୀ ନଗମା ସାହିନ ୧୯୩ ରାଙ୍କରେ ରହି ସଫଳତା ହାସଲ କରିଛନ୍ତି। ସେ ୨୦୧୮ରୁ ଭୁବନେଶ୍ୱରସ୍ଥିତ ବେସିକ ସାଇନ୍ସ କଲେଜରୁ ପାସ…
ଫିଲ୍ମ ଷ୍ଟାଇଲରେ ବ୍ୟବସାୟୀ ସୁଶିଲଙ୍କୁ ପହରଣ: କଳାରାତିର ଲୋମଟାଙ୍କୁରା କଥା…
ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧା ଜିଲା ବାଲୁଗାଁର ଜଣାଶୁଣା ବ୍ୟବସାୟୀ ସୁଶିଲ ସୁବୁଦ୍ଧିଙ୍କୁ ଅପହରଣ କରି ୧କୋଟି ଟଙ୍କା ମାଗିବା ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଗୋଟେ କାର, ନଗଦ ୬ଲକ୍ଷ ୨୫ହଜାର ଟଙ୍କା, ମାରଣାସ୍ତ୍ର ସହ ମୋବାଇଲ ପୋଲିସ…
Archives


