ଖୋର୍ଦ୍ଧା

ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କଲା ସେସୁ

ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍‌ ଗ୍ରାହକମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ ପକ୍ଷରୁ ୩୯ଟି ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବ୍ୟବସାୟିକ ପ୍ରତିଷ୍ଠାନ...

୨୯. ୭୭ ଗ୍ରାମ ବ୍ରାଉନସୁଗାର, ୪ ବାଇକ୍‌ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ପୋଲିସ ଛଣଗିରିର ଦେଉଳି, ସିକୋ ବାଉତି ମନ୍ଦିର ସାହି ଉପରେ ବୁଧବାର ଚଢ଼ାଉ କରି ୨୯. ୭୭ ଗ୍ରାମ ବ୍ରାଉନସୁଗାର ଓ ୪ ବାଇକ୍‌ ଜବତ କରିଛନ୍ତି। ଏହି ଘଟଣାରେ ଗିରଫ...

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍‌ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା...

ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ ଆଦିବାସୀମାନଙ୍କୁ ପାଞ୍ଚ ଡେସିମିଲି ଜାଗା ଯୋଗାଇଦେବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲା।...

ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ

ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍‌ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍‌ ଦାମରେ ପାନୀୟ ଜଳ ମେଶିନ୍‌ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି...

ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି

ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ...

ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର...

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ୍‌ ମୂଲ୍ୟ ପ୍ରଦାନ ସହ ଖାଉଟିଙ୍କୁ ସଦ୍ୟ ଫଳ ପନିପରିବା ସୁଲଭ...

ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌ ଜଗୁଆଳି ନିଆଁ ଲାଗିଥିବା ଦେଖିବା ପରେ ନାଲି ପତାକା ଦେଖାଇ ଅଟକାଇବାକୁ ଚେଷ୍ଟା...

ଜଟଣୀରେ କଂସେଇଖାନା ନାହିଁ: ଅବାଧରେ ବାହାରେ ଚାଲିଛି ମାଂସକଟା

ଜଟଣୀ,୯ା୧(ଡି.ଏନ.ଏ.): ଜଟଣୀରେ କଂସେଇଖାନାଟିଏ ନାହିଁ। ନିୟମକୁ ଉଲ୍ଲଂଘନ କରି ବିଭିନ୍ନ ସ୍ଥାନରେ ଖୁଲମ୍‌ଖୁଲା ଛେଳି, ମେଣ୍ଢା, କୁକୁଡ଼ା କଟାଯାଇ ବ୍ୟବସାୟ ଚାଲିଛି। ପ୍ରଶାସନ ପକ୍ଷରୁ ଏହା ଉପରେ କୌଣସି ଅଙ୍କୁଶ ରହୁନାହିଁ। ଏପରି କି ଶିକ୍ଷାନୁଷ୍ଠାନ ଓ ଧର୍ମାନୁଷ୍ଠାନ ନିକଟରେ...

ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ସଭା

ଖୋର୍ଦ୍ଧା ଅଫିସ,୯ା୧: ଗଡମାଣତୀରର ରାମଚଣ୍ଡୀଙ୍କ ପୀଠରେ ଭାଜପାର ଦକ୍ଷିଣ ବେଗୁନିଆ ପକ୍ଷରୁ ନାଗରିକତ୍ୱ ସଂଶୋଧନ ବିଲ୍‌ ସପକ୍ଷରେ ମଣ୍ଡଳସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଯଜ୍ଞେଶ୍ୱର ସୁନ୍ଦରରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କୋ-ଅର୍ଡିନେଟର ରଘୁନାଥ ଷଡଙ୍ଗୀ ଯୋଗ ଦେଇ...

ବଢୁଛି ପଥର ଚୋରି

ଖୋର୍ଦ୍ଧା ଅଫିସ,୯ା୧: ଖୋର୍ଦ୍ଧା ସବ୍‌ଡିଭିଜନରେ ମାଙ୍କଡା, କଳାମୁଗୁନି ପଥର ଚୋରି ବଢ଼ିବାରେ ଲାଗିଛି। ତହସିଲ କର୍ତ୍ତୃପକ୍ଷ ଓ ପୋଲିସର ଚଢାଉ ପଥର ଚୋରିକୁ ରୋକିବାରେ ସକ୍ଷମ ହୋଇ ପାରୁନାହିଁ। ଲଘୁ ଖଣିଜ ଚୋରି ରୋକିବାକୁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ ନିର୍ଦ୍ଦେଶକୁ...

ଚନ୍ଦକାରେ ଭାରତବନ୍ଦକୁ ସମର୍ଥନ, ଆନ୍ଦୋଳନକାରୀଙ୍କ ରାସ୍ତାରୋକୋ

ବାରଙ୍ଗ,୮।୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ତରଫରୁ ଭାରତବନ୍ଦ ଡାକରାର ପ୍ରଭାବ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳି ନ ଥିବାବେଳେ ଚନ୍ଦକାରେ ଏହାର ପ୍ରଭାବ ଦେଖାଦେଇଛି। ଚନ୍ଦକା ବଜାରରେ ଆନ୍ଦୋଳନକାରୀମାନଙ୍କ ତରଫରୁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରାଯାଇଥିଲା। ସିପିଆଇଏମ୍‌ର...

ଖୋର୍ଦ୍ଧାରେ ବନ୍ଦ ସଫଳ

ଖୋର୍ଦ୍ଧା ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ବନ୍ଦ ପାଳନ ଡାକରା ଖୋର୍ଦ୍ଧାରେ ସଫଳ ହୋଇଛି। କଂଗ୍ରେସ,ସିପିଆଇଏମ୍‌, ଏସ୍‌ଆଇଟିୟୁ ସମେତ ବଭିନ୍ନ ଟ୍ରେଡ୍‌ ୟୁନିଅନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ କରାଯାଇଛି। ସେହିଭଳି...

ଦୃଷ୍ଟିବାଧିତ ଅନନ୍ତ କୁମାର ପାଇଲେ ଓଏଏସ୍‌: ଆତ୍ମବିଶ୍ୱାସ, ସକାରାତ୍ମକ ଚିନ୍ତାଧାରା ଦେଲା ସଫଳତା

ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍‌ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦ ଥିବାବେଳେ ଭିନ୍ନକ୍ଷମ ର଼୍ୟାଙ୍କରେ ପ୍ରଥମରେ ରହିଛନ୍ତି। ପୁଅକୁ ପାଠ ପଢ଼େଇବାକୁ ଘର ଛାଡିଥିବା...

ଚିଲିକାରେ ସରିଲା ପକ୍ଷୀ ଗଣନା: ଅନୁକୂଳ ପାଗ ଯୋଗୁ ପକ୍ଷୀଙ୍କ ସଂଖ୍ୟା ବଢ଼ିଛି

ବାଲୁଗାଁ,୬ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ରବିବାର ସମଗ୍ର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତବର୍ଷ ସମଗ୍ର ଚିଲିକାରେ ୧୧ଲକ୍ଷ ୫ହଜାର...

ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା

ବାରଙ୍ଗ,୫।୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ ଛାଡିବାର ଅଭିଯାନ ଆରମ୍ଭ କରିଛନ୍ତି। ଏ ନେଇ ଶନିବାର ଚତୁର୍ଥ ପର୍ଯ୍ୟାୟରେ ୭ଟି...

ଟ୍ରେନ୍‌ରେ ବନ୍ଧୁକ ଦେଖାଇ ଭୟଭୀତ କରିବା ଘଟଣା: ଅଭିଯୁକ୍ତ ଗିରଫ

ଜଟଣୀ, ୫।୧(ଡି.ଏନ.ଏ.): ବନ୍ଧୁକ ଦେଖାଇ ଅନ୍ୟ ଯାତ୍ରୀଙ୍କୁ ଭୟଭୀତ କରିବା ସହ ଟ୍ରେନ୍‌ ମଧ୍ୟରେ ଆତଙ୍କ ସୃଷ୍ଟି ଘଟଣାରେ ଖୋର୍ଦ୍ଧାରୋଡ ରେଲୱେ ପୋଲିସ ସୋମନାଥ ପାଢୀ(୩୮)ଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତଙ୍କ ଘର ସୁନ୍ଦରଗଡ ଜିଲା ରଘୁନାଥପାଲ୍ଲୀ ଥାନା...