ଖୋର୍ଦ୍ଧା

ଋଣଭାରରେ ଦମ୍ପତିଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨।୭(ପ୍ରଭାତ ପାଣିଗ୍ରାହୀ) : ପୁରୀ ଜିଲା କଣାସ ବ୍ଲକ ଅଁଳାଯୋଡିରେ ଘରୋଇ ଫାଇନାନ୍ସ କମ୍ପାନୀର ଦାଦାଗିରି । କମ୍ପାନୀ କର୍ମଚାରୀଙ୍କ ଦୌରାତ୍ମ, ଋଣ ଶୁଝିବା ପାଇଁ ମାନସିକ ଚାପରୁ ରବିବାର ଭୋର ସମୟରେ ବୃଦ୍ଧ ଦମ୍ପତିଙ୍କ ରଶି ଲଗାଇ ଆତ୍ମହତ୍ୟା…

ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ: ତାରାପ୍ରସାଦ ମାର୍ଥା ଶ୍ରେଷ୍ଠ ସ୍ନାତକ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ପଞ୍ଚଦଶତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର ବାର୍ଷିକ ପରୀକ୍ଷା ଫଳ-୨୦୨୩ ଶିକ୍ଷା ବର୍ଷ ନିମନ୍ତେ ଶୁକ୍ରବାର ମୈତ୍ରୀଭବନ ପରିସରରେ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରଙ୍କ ମୋଟ୍‌ ପାସ୍‌ ହାର ଶତକଡ଼ା ୮୭.୮ ପ୍ରତିଶତ ରହିଥିବା…

ଅବହେଳିତ ଶହୀଦ ସ୍ମୃତିସ୍ତମ୍ଭ

ଖୋର୍ଦ୍ଧା,୩୦ା୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଂସ୍କୃତି ଭବନ ପରିସରରେ ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶହୀଦ ସ୍ତମ୍ଭ ଉଦ୍‌ଘାଟନ କରିଥିଲେ। ଶହୀଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ନିର୍ମିତ ହୋଇଥିବା ସ୍ତମ୍ଭ ଚାରିପଟେ ଗଛଲତା ମାଡ଼ିଗଲାଣି। ଏକଦା ଏହି ସ୍ତମ୍ଭ ନିର୍ମାଣ…

ପାଇକ ସଂଗ୍ରହାଳୟରେ ପୁଣି ତାଲା

ଖୋର୍ଦ୍ଧା,୩୦ା୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପାଇକ ବୀରଙ୍କ ବୀରତ୍ୱ କାହାଣୀ ଏବଂ ସ୍ମୃତିକୁ ସାଉଁଟିବା ସକାଶେ ରାଜ୍ୟ ସରକାର ଖୋର୍ଦ୍ଧାରେ ଏକ ପାଇକ ସଂଗ୍ରହାଳୟ ନିର୍ମାଣ କରିଥିଲେ। ଲକ୍ଷ୍ୟ ଥିଲା ବିଟ୍ରିଶ ସହିତ ଲଢ଼େଇ କରି ବଳିଦାନ ଦେଇଥିବା ପାଇକଙ୍କ ବୀରତ୍ୱର…

ବୋଲଗଡ଼ର ସବୁ ମେଡିକାଲରେ ଡାକ୍ତର ନିଯୁକ୍ତ

ବୋଲଗଡ,୨୯।୬(ଦେବବ୍ରତ ହୋତା)ସ୍ଥାନୀୟ ବିଧାୟକଙ୍କ ପ୍ରତିଶ୍ରୁତି ମୁତାବକ ସୁଧୁରିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସ୍ବାସ୍ଥ୍ୟସେବା। ନୂଆ ଡାକ୍ତର ନିଯୁକ୍ତ ହେବା ସହ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯାଇଛି। ବୋଲଗଡ ବ୍ଲକ ଅନ୍ତର୍ଗତ ସମୁଦାୟ ୮ଟି…

ବାହୁଡା ଯାତ୍ରା ଭିଡ଼ରେ ଫସିଗଲା ଆମ୍ବୁଲାନ୍ସ

ନିରାକାରପୁର,୨୮।୬(ଡି.ଏନ୍‌.ଏ.): ବାହୁଡା ଯାତ୍ରା ଅବସରରେ ବୁଧବାର ଖୋର୍ଦ୍ଧା ଜିଲା ନିରାକାରପୁର ରେଳ ଫାଟକରେ ପ୍ରବଳ ଭିଡ଼ ଯୋଗୁ ରୋଗୀଙ୍କୁ ନେଇଯାଉଥିବା ଏକ ଆମ୍ବୁଲାନ୍ସ ପ୍ରାୟ ୧ ଘଣ୍ଟା ଗହଳି ଭିତରେ ଫସି ରହିଥିବା ଦେଖିବାକୁ ମିଳିଥିଲା। ସୂଚନା ଯୋଗ୍ୟ, ଦକ୍ଷିଣ ଓ…

ବଢୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ)/ବେଗୁନିଆ, ୨୬ା୬(ହରପ୍ରସନ୍ନ ପଣ୍ଡା): ଖୋର୍ଦ୍ଧା ଜିଲାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଓ ଖଣିରୁ ମାଙ୍କଡ଼ା ପଥର, ମୋରମ ଚୋରାଚାଲାଣ ବଢ଼ିଚାଲିଛି। ଏକାଧିକ ଖଣିକୁ ଶ୍ରୀମନ୍ଦିର ପ୍ରଶାସନର ଅନୁମୋଦନ ନ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବ୍ଲାଷ୍ଟିଂ ପାଇଁ ମଧ୍ୟ ଅନୁମତି…

ଚପଲ ଖୋଲିବାକୁ କହିବାରୁ ଆଟେଣ୍ଡାଣ୍ଟଙ୍କୁ ଅର୍ଦ୍ଧନଗ୍ନ ଘଟଣା: ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଖୋର୍ଦ୍ଧା,୨୬ା୬(ପ୍ରଭାତ ପାଣିଗ୍ରାହୀ): ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆର୍‌ଏମ୍‌)ଙ୍କ ସ୍ତ୍ରୀଙ୍କୁ ଚପଲ ଖୋଲିବାକୁ କହିବାରୁ ଝାଡ଼ଖଣ୍ଡ ଧାନବାଦ ମଣ୍ଡଳ ରେଲଓ୍ବେ ହସ୍ପିଟାଲ ଆଟେଣ୍ଡାଣ୍ଟ ବସନ୍ତ ଉପାଧ୍ୟାୟଙ୍କୁ ଅର୍ଦ୍ଧନଗ୍ନ କରାଯିବା ଘଟଣାରେ ମାନବିକ ଅଧିକାର ଉଲ୍ଲଂଘନ ହୋଇଛି। ଏନେଇ ପୁରୀର ମାନବ ଅଧିକାର କର୍ମୀ…

କୋଦୁଓବେରେଣୀ-ଭାପୁର ରାସ୍ତା ଶୋଚନୀୟ

ଖୋର୍ଦ୍ଧା,୨୪ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ କୋଦୁଓବେରେଣୀଠାରୁ ନୟାଗଡ଼ ଜିଲା ଭାପୁର (ବାଇପାସ୍‌)କୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପ୍ରାୟ ୧୦ କିମିର ଏହି ରାସ୍ତା ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ତେବେ…

କାମରେ ଆସୁନି ଜଳସେଚନ ପ୍ରକଳ୍ପ, ଚିନ୍ତାରେ ଚାଷୀ

ବେଗୁନିଆ,୨୩ା୬(ହର ପ୍ରସନ୍ନ ପଣ୍ଡା): ଆଉ ଦିନ କେଇଟା ପରେ ଜୁନ୍‌ ମାସ ସରିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ଖରିଫ୍‌ ଚାଷ କାର୍ଯ୍ୟ ଆଗେଇ ପାରୁନି। କଁା ଭଁା ଜମିରେ ଚାଷୀ ବିହନ ବୁଣି ଚାଷକାର୍ଯ୍ୟ ଆରମ୍ଭ…

ବଜ୍ରପାତରେ ମନ୍ଦିରର ନୀଳଚକ୍ର ଖସିପଡ଼ିଲା

ନିରାକାରପୁର,୨୩ା୬(ମାନସ ଚନ୍ଦ୍ର ପଟ୍ଟନାୟକ ): ମୌସୁମୀ ଛୁଇଁବା ପୂର୍ବରୁ ଗୁରୁବାର ପୂର୍ବାହ୍ନରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ହୋଇଛି। ତେବେ ବଜ୍ରପାତ ଘଟି ଖୋର୍ଦ୍ଧା ଜିଲା ନିରାକାରପୁର ନିକଟ ଗଡ଼ଖାରଦ ପାହାଡ଼ ଉପରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରର…

ଝିଅକୁ ଝୁରି ଜୀବନ ହାରିଲେ ବାପା

ନିରାକାରପୁର,୨୨।୬(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ପଦ୍ମପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବଡ଼ ଝିଅର ମୃତ୍ୟୁ ପରେ ଝିଅକୁ ଝୁରି ଶେଷରେ ବାପା ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?