ଖୋର୍ଦ୍ଧା

ବାଣ ଫୁଟି ୫ମୃତ ଘଟଣା: ଜିଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ

ଖୋର୍ଦ୍ଧା ଅଫିସ,୭।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଧୀନ ଭୂଷଣ୍ଡପୁରରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣରେ ସୋମବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜିଲା ପ୍ରଶାସନ…

ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ: ଅଭିଯୁକ୍ତ ଗିରଫ

ନିରାକାରପୁର,୭।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ଡିଆ ପଞ୍ଚାୟତ ଭୋଇସାହି ଗ୍ରାମରେ ସୋମବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ କରିବା ସହ ଜଣଙ୍କୁ ଉଠେଇ ନେଇ ଥାନାରେ ଅଟକ ରଖିଥିଲା। ମଙ୍ଗଳବାର ତାଙ୍କୁ…

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା ଲୁଟି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ, ଏକ ଧଳା କାରରେ କେତେକ ଦୁର୍ବୃତ୍ତ ଆସି…

ବାଣ ଭିଡ଼ାକୁ ନ ଥିଲା ଅନୁମତି: ଜିଲାପାଳ

ଖୋର୍ଦ୍ଧା ଅଫିସ, ୬।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଜେଟିରେ ସୋମବାର ଭୟଙ୍କର ବାଣ ବିସ୍ଫେରରଣ ଘଟିଛି। ତେବେ ସ୍ଥିତି ଅନୁଧ୍ୟାନ କରି ଜିଲାପାଳ କହିଛନ୍ତି, ବାଣ ଭିଡ଼ା ପାଇଁ କୌଣସି ଅନୁମତି ନେଇ ନ ଥିଲେ। ବିନା ଅନୁମତିରେ…

ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

ନିରାକାରପୁର,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ାଯାଉଥିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ୩ଜଣ ଗୁରୁତର ହୋଇଥିଲେ। ଏହି ଗୁରୁତରଙ୍କ ମଧ୍ୟରୁ ପୁଣି ଜଣଙ୍କର ଜୀବନ ଯାଇଛି।…

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୪ ଜଳିଗଲେ, ୪ ଗୁରୁତର

ଖୋର୍ଦ୍ଧା ଅଫିସ,୬ା୩: ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଟାଙ୍ଗୀ ପରେ ଭୁବନେଶ୍ବର ମେଡିକାଲକୁ ସ୍ଥାନାନ୍ତର…

ବାଣଫୁଟି ଯୁବକଙ୍କ ପାପୁଲି ଛିଡ଼ିଲା

ବାଲିପାଟଣା,୫।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲିପାଟଣାର ପ୍ରସିଦ୍ଧ ଦୋପଟି ମେଳଣର ଜମାଣ ବେଳେ ବାଣ ଫୁଟି ଜଣେ ଯୁବକଙ୍କ ହାତ ପାପୁଲି ଛିଡ଼ିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଆହତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ସୂଚନା…

ମନ ମୋହିଲା ପାଇକ ଆଖଡ଼ା

ବେଗୁନିଆ,୪।୩(ଡି.ଏନ୍‌.ଏ.): ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ ମଲ୍ଲୀପଦର ଗ୍ରାମରେ ଆୟୋଜିତ ଆମ ଗାଁ ମହୋତ୍ସବ ଶୁକ୍ରବାର ଦ୍ୱିତୀୟ ସନ୍ଧ୍ୟାରେ ପାଇକ ଆଖଡ଼ା ନୃତ୍ୟ ଦର୍ଶକମାନଙ୍କର ମନ ମୋହିଥିଲା। ମହୋତ୍ସବ କମିଟିର ସଭାପତି ବିଦ୍ୟାଧର ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ କ୍ୟାପଟେନ…

ମାସେ ହେବ ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା

ନିରାକାରପୁର,୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ସର୍କଲ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତସ୍ଥିତ ଚିତ୍ରକୂଟ ବିହାରରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ମାସେ ହେବ ପାନୀୟ ଜଳର ଉକତ୍ଟ ସମସ୍ୟା ଦେଖାଯାଉଛି। ପାଣି ନ ଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ନାନା ଅସୁବିଧାର…

ଜମିଜମା ସ୍ବତ୍ୱାଧିକାର ପରିବର୍ତ୍ତନ ଦାବି ତେଜିଲା

ଖୋର୍ଦ୍ଧା ଅଫିସ,୪।୩: ଏଖରାଜାତ ମାହାଲ ଜମିଜମା ସ୍ବତ୍ୱାଧିକାରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି, ପୁରୀ ପରିବର୍ତ୍ତେ ଓଡ଼ିଶା ସରକାର ଲେଖିବା ଦାବିରେ ଆଞ୍ଚଳିକ ଭିଟାମାଟି ବଞ୍ଚାଅ ସଂଗ୍ରାମ ସମିତି ଖୋର୍ଦ୍ଧାରେ ଆନ୍ଦୋଳନକୁ ଜୋର କରିଛି। ଶୁକ୍ରବାର ପୂର୍ବାହ୍ନରେ ପ୍ରାୟ ୫ହଜାରରୁ ଉର୍ଦ୍ଧ୍ୱ…

ବିଦ୍ୟାଳୟରେ ମଳ ତ୍ୟାଗ କରି ପାଇପ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ନିରାକାରପୁର,୨।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ବିଭାଗ ଅଧୀନ ଡିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କେତେକ ଦୃର୍ବୃତ୍ତ ସ୍କୁଲରେ ପଶି ମଳ ତ୍ୟାଗ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ସ୍କୁଲ ବନ୍ଦ ଥିବା ବେଳେ…

ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧ା୩: ଏବେଠାରୁ ତାପମାତ୍ରା ବଢ଼ିଲାଣି। ଗ୍ରୀଷ୍ମଜନିତ ଅଂଶୁଘାତ ଓ ଜଳକଷ୍ଟ ନିରାକରଣ ଲାଗି ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅଂଶୁଘାତ ମୁକାବିଲା ଏବଂ ଜଳ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri