ଖୋର୍ଦ୍ଧା

ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ପାଟବସ୍ତ୍ର ପ୍ରସ୍ତୁତି

ଖୋର୍ଦ୍ଧା ଅଫିସ,୧୨ା୫: ଜୁନ୍‌ ୨୦ରେ ଘୋଷଯାତ୍ରା। ଏଥିଲାଗି ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ଏପଟେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାର ବୁଣାକାର ପରିବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲାଗି ପାଟବସ୍ତ୍ର ଓ ସୂତାଲୁଗା ପ୍ରସ୍ତୁତିରେ…

ଭର୍ଚୁଆଲ ମୋଡ୍‌ରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୧୧ା୫: ଖୋର୍ଦ୍ଧା ଜିଲା ଜଟଣୀଠାରେ ଗୁରୁବାର ହୋମି ଭାବା କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଭର୍ଚୁଆଲ ମୋଡ୍‌ରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର…

ବିଲୁପ୍ତି ପଥେ ଐତିହ୍ୟ କୀର୍ତ୍ତିରାଜି

ଖୋର୍ଦ୍ଧା ଅଫିସ,୧୧ା୫:ଐତିହ୍ୟ ସହର ତଥା ପାଇକ ମାଟିଭାବେ ଖୋର୍ଦ୍ଧା ପରିଚିତ। ଇତିହାସରେ ଏହାର ସ୍ଥାନ ସ୍ବତନ୍ତ୍ର। ତେବେ ରାଜନୈତିକ ଇଚ୍ଛାଶକ୍ତିର ଅଭାବ କିମ୍ବା ଜିଲା ପ୍ରଶାସନର ଅବହେଳା ଯୋଗୁ ଏଠାରେ ରହିଥିବା ଐତିହ୍ୟ କୀର୍ତ୍ତିରାଜି, ପର୍ଯ୍ୟଟନସ୍ଥଳ ବିଲୁପ୍ତ ହେବାକୁ ବସିଛି। ପ୍ରଶାସନ…

କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ

ଖୋର୍ଦ୍ଧା ଅଫିସ,୧୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଏନ୍‌ଇଇଟିରେ କେତେଜଣ ଛାତ୍ରୀଛାତ୍ର ଡାକ୍ତରୀ ପାଠ ପଢୁଛନ୍ତି। ୨୦୨୦-୨୧ ବ୍ୟାଚରେ ବିନା ଏନ୍‌ଇଇଟିରେ ଦୁଇଜଣ ପାଠ ପଢୁଥିବା ବେଳେ ୨୦୧୬ରେ ଜଣେ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇ ଡିଗ୍ରୀ ହାସଲ କରିଛନ୍ତି। ସେହିପରି…

ଚିଲିକାକୁ ଉଜାଡ଼ୁଛି ଚିଙ୍ଗୁଡ଼ି ଲୋଭ

ଖୋର୍ଦ୍ଧା ଅଫିସ୍‌,୯।୫(ପ୍ରଭାତ ପାଣିଗ୍ରାହୀ): ଶୀତଋତୁରେ ବିଦେଶାଗତ ପକ୍ଷୀଙ୍କ ସମାଗମ ସାଙ୍ଗକୁ ଚିଲିକାର ନୈସର୍ଗିକ ପରିବେଶ ପର୍ଯ୍ୟଟକଙ୍କୁ ବିଭୋର କରିଥାଏ। ହେଲେ ଜବରଦଖଲ ଏବଂ ବେଆଇନ ଚିଙ୍ଗୁଡ଼ି ଘେରି ଯୋଗୁ ଏଠାକାର ଜୈବବିବିଧତା ଧୀରେ ଧୀରେ ନଷ୍ଟ ହେବାରେ ଲାଗିଛି। ୨୦୨୨ ଅକ୍ଟୋବରରେ…

ଗୋଳବାଇରେ ଦନ୍ତା ହାତୀ ଆତଙ୍କ

ନିରାକାରପୁର,୮।୫: (ଡିଏନ୍‌ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧିନରେ ଥିବା ଗୋଳବାଇ ଅଞ୍ଚଳରେ ଏକ ଦନ୍ତାହାତୀ ଦେଖାଯାଇଛି। ଉକ୍ତ ହାତୀଟି ନିଜ ଦଳରୁ ହଜି ଯାଇ ୨ ଦିନ ହେଲା ଖାଦ୍ୟ ଅନ୍ନେଷଣରେ ଆସି ଗାଁ ନିକଟରେ ଥିବା ଜଙ୍ଗଲରେ ରହୁଛି।…

ସଫେଇ ହେଉନି ଡ୍ରେନ୍‌, ରାସ୍ତାରେ ଜମୁଛି ପାଣି

ଜଟଣୀ,୮ା୫(ଡି.ଏନ୍‌.ଏ.): ଜଟଣୀ ପୌରାଞ୍ଚଳରେ ଡ୍ରେନ୍‌ ସଫେଇ ନ ହେବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସହରବାସୀ। ଅସରାଏ ବର୍ଷା ହେଲେ ସହରର ସାହିବସ୍ତିରୁ ଆରମ୍ଭକରି ମୁଖ୍ୟ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଗତ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ବର୍ଷା ହେବାରୁ…

ସରକାରୀ ନିୟମକୁ ଅଣଦେଖା, ଖରାରେ କାମ କରୁଛନ୍ତି ଶ୍ରମିକ

ନିରାକାରପୁର,୮ା୫(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାରଙ୍କ ଶ୍ରମ ନିୟମ ଅନୁଯାୟୀ ଏପ୍ରିଲ ପହିଲାରୁ ସମସ୍ତ ଶ୍ରମିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ତେବେ କେତେଜଣ ଅସାଧୁ ଠିକାଦାର ଏହି ନିୟମ…

ମାନ୍ୟତା ସତ୍ତ୍ୱେ ଅବହେଳିତ ‘ମଣ୍ଡନଗିରି’

ଖୋର୍ଦ୍ଧା ଅଫିସ,୮ା୫: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ସଂପୁର ଗ୍ରାମ ନିକଟରେ ରହିଛି ମୁଣ୍ଡିଆପଡ଼ା ବା ମଣ୍ଡନଗିରି ପାହାଡ଼। ପ୍ରାକୃତିକ ସବୁଜିମା ଭରା ପରିବେଶ ମଧ୍ୟରେ ଏହି ପାହାଡ଼ ଉପରେ ଶ୍ରୀରଘୁନାଥ ଜୀଉଙ୍କ ପୀଠ ଅବସ୍ଥିତ। ଏହା…

ରାଜପଥରେ ଓଲଟିଲା ଥଣ୍ଡା ବୋଝେଇ ଟ୍ରକ୍‌

ନିରାକାରପୁର,୭।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ଥଣ୍ଡା ବୋଝେଇ ଟ୍ରକ୍‌ ଓଲଟି ପଡିଥିଲା। ସୂଚନାଯୋଗ୍ୟ, ଥଣ୍ଡା ବୋଝେଇ ଟ୍ରକ୍‌ଟି ଖୋର୍ଦ୍ଧାରୁ ଟାଙ୍ଗୀ ଯାଉଥିବା ବେଳେ ବାଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।…

‘ସେଫ୍‌ ସିଟି ଡ୍ରାଇଭ’ ଅଭିଯାନକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର ,୭ା୫(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତ ଏକ ଲେଡିଜ୍‌ ହଷ୍ଟେଲରେ ଶୁକ୍ରବାର ରାତିରେ କେତେଜଣ ଅସାମାଜିକ ଯୁବକ ଧସେଇ ପଶିବା ସହ ଜଣେ ଯୁବତୀଙ୍କୁ ଆକ୍ରମଣ କରିବା ସହ ପଥର ମାଡ଼ କରିଥିଲେ। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ…

ସ୍ମାର୍ଟସିଟି ପ୍ରକଳ୍ପ ଅବଧି ବର୍ଷେ ବଢ଼ିଲା

ଭୁବନେଶ୍ୱର , ୭ା୫ (ବ୍ୟୁରୋ) ୨୦୧୫ରେ ‘୧୦୦ ସ୍ମାର୍ଟସିଟି ମିଶନ’ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ମିଶନରେ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଯଥା ଭୁବନେଶ୍ୱର ଏବଂ ରାଉରକେଲାକୁ ସାମିଲ କରାଯାଇ ବ୍ୟାପକ ଉନ୍ନତି କରାଯିବା ସହ ସ୍ମାର୍ଟସିଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?