ଖୋର୍ଦ୍ଧା

ବର୍ଷା ହେଲେ ବଢୁଛି ଅଣ୍ଡରପାସ୍‌ ସମସ୍ୟା

ଖୋର୍ଦ୍ଧା ଅଫିସ, ୭ା୫: ବହୁ ପ୍ରତୀକ୍ଷିତ ଜଟଣୀ ଓଭରବ୍ରିଜ୍‌ ନିର୍ମାଣ କାମ ସରୁ ନ ଥିବା ବେଳେ ସୀତାରାମ ଛକସ୍ଥିତ ରେଲଓ୍ବେ ଅଣ୍ଡରପାସ୍‌ରେ ବର୍ଷାପାଣି ଜମିରହୁଛି। ଏହି ଅଣ୍ଡରପାସ୍‌ ଖୋର୍ଦ୍ଧା ଓ ପିପିଲିକୁ ମୁଖ୍ୟରାସ୍ତା ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହେବା ସହ…

୫-ଟି ରୂପାନ୍ତରଣରେ ଝଲସିଲା ଜଙ୍କିଆ ଭଗବତ ଦେବ ବିଦ୍ୟାପୀଠ

ନିରାକାରପୁର,୬ା୫(ଡି.ଏନ୍‌.ଏ.): ଶନିବାର ଓଡ଼ିଶାରେ ୩୨୩ଟି ହାଇସ୍କୁଲର ୫-ଟି ରୂପାନ୍ତରଣରେ ସାମିଲ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୬୨ଟି ସ୍କୁଲ ଏହି ଯୋଜନାରେ ସାମିଲ ହୋଇ ଉଦ୍‌ଘାଟିତ ହୋଇଛି। ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଜଙ୍କିଆ ପଞ୍ଚାୟତ ଭଗବତ ଦେବ ବିଦ୍ୟାପୀଠ ମଧ୍ୟ ଆଜି…

ଟ୍ରେନ ବଗିରୁ ନବଜାତ ଶିଶୁ ଉଦ୍ଧାର

ଖୋର୍ଦ୍ଧା ଅଫିସ,୬।୫ : ଖୋର୍ଦ୍ଧାରୋଡ଼ ଷ୍ଟେଶନରୁ ଶନିବାର ଏକ ନବଜାତ ଶିଶୁ ପୁତ୍ରଙ୍କୁ ରେଳବାଇ ପୋଲିସ ଶନିବାର ଉଦ୍ଧାର କରିଛି। ବାଙ୍ଗାଲୋରରୁ ଭୁବନେଶ୍ବର ଆସୁଥିବା ସାଇପ୍ରଶାନ୍ତି ନିଳୟମ୍‌ ଟ୍ରେନର ଜେନେରାଲ ବଗିରୁ ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। କେହି ଜନ୍ମ ପରେ ଶିଶୁଙ୍କୁ…

ଘୋଷଯାତ୍ରା ପାଇଁ ପୁରୀ ପଠାଗଲା ଫାସିକାଠ

ଖୋର୍ଦ୍ଧା ଅଫିସ,୬।୫ : ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ଶ୍ରୀକ୍ଷେତ୍ର ଶ୍ରୀନଅର ନିକଟ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ରଥ ନିର୍ମାଣ ପାଇଁ ଖୋର୍ଦ୍ଧା ବନଖଣ୍ଡ ଅଧୀନ ବାଙ୍କୀ ବୈଦ୍ଧେଶ୍ବର ଜଙ୍ଗଲରୁ ୧୫ଖଣ୍ଡ ଫାସିକାଠ ଶନିବାର ଟ୍ରକ ଯୋଗେ ପଠାଯାଇଛି ।…

ଜେସିବିରେ କନ୍ୟାଘରକୁ ଆସିଲେ ବର

ଖଣ୍ଡପଡ଼ା,୩।୫(ସ୍ବ.ପ୍ର.): ଦିନଥିଲା ବିବାହ ପାଇଁ ବର କନ୍ୟାଘରକୁ ବରଯାତ୍ରୀ ନେଇ ଶଗଡ଼, ପାଲିଙ୍କି କିମ୍ବା ଘୋଡ଼ା ଗାଡ଼ିରେ ବସି ଆସୁଥିଲେ। ଏପରି କି ନଦୀକୂଳିଆ ଲୋକମାନେ ଡଙ୍ଗାରେ ବର ନେଇ ବିବାହ ପାଇଁ କନ୍ୟାଘରେ ପହଞ୍ଚୁଥିଲେ। ହେଲେ ଆଜିର ସଭ୍ୟ ସମାଜରେ…

ବ୍ଲାଷ୍ଟିଂ ଅନୁମତି ନାହିଁ, ବଢୁଛି ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୧ା୫: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚାଲାଣ ବଢିବାରେ ଲାଗିଛି। ପ୍ରଶାସନ ପକ୍ଷରୁ କେତେକ ପଥର ଖଣିକୁ ବ୍ଲାଷ୍ଟିଂ ଅନୁମତି ମିଳିନାହିଁ। ଏହାସତ୍ତ୍ୱେ କିପରି ବ୍ଲାଷ୍ଟିଂ ଚାଲିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି…

ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ

ଖୋର୍ଦ୍ଧା ଅଫିସ,୧ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ୨୦୨୦-୨୧ ବ୍ୟାଚ୍‌ରେ ବିନା ଏନ୍‌ଇଇଟିରେ ୨ଜଣ ଛାତ୍ରୀଛାତ୍ର ଆୟୁର୍ବେଦ ଡାକ୍ତରୀ ପାଠ ପଢ଼ୁଥିବା ନେଇ ଏକ ଖବର ଗତ ଜାନୁୟାରୀ ୧୦ତାରିଖ ଧରିତ୍ରୀରେ ପ୍ରକାଶ ପାଇଥିଲା। ଉକ୍ତ ଘଟଣାକୁ ୩ମାସ ବିତିଥିବାବେଳେ ଆୟୁଷ…

ଆଇଚର-ମୋ ବସ୍‌ ମୁହାଁମୁହିଁ: ୧୦ ଆହତ

ଖୋର୍ଦ୍ଧା ଅଫିସ,୩୦ା୪: ୧୬ନଂ ଜାତୀୟ ରାଜପଥ ପାଲଟିଛି ମରଣାଯନ୍ତା। ଶୁକ୍ରବାର ଗଡ଼ଖୋର୍ଦ୍ଧା ଛକରେ ଦୁଇ ଗାଡ଼ି ମୁହାମୁହିଁ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିଲେ। ସେହିପରି ରବିବାର ମଧ୍ୟାହ୍ନରେ ଏହି ରାଜପଥ ପିତାପଲ୍ଲୀ ଛକରେ ମୋ…

ପିଣ୍ଡି ଏକ ଦୁର୍ଗ ସଦୃଶ ରହିଥିଲା

ଖୋର୍ଦ୍ଧା ଅଫିସ,୩୦।୪: ପାଇକ ବିଦ୍ରୋହ ହେଉଛି ଓଡ଼ିଆ ଜାତିର ଅସ୍ମିତା, ଏ ମାଟିର ଗର୍ବ ଓ ଗୌରବ। ଭାରତ ସ୍ବାଧୀନତା ସଂଗ୍ରାମରେ ପାଇକ ବିଦ୍ରୋହ ଇତିହାସର ସ୍ବର୍ଣ୍ଣାକ୍ଷାରରେ ଲିପିବଦ୍ଧ ହୋଇ ରହିଛି। ଏହି ଐତିହାସିକ ସଂଗ୍ରାମ ପଛର ମହାନାୟକଙ୍କୁ ସମ୍ମାନ ଉଦ୍ଦେଶ୍ୟରେ…

ରାସ୍ତାରେ ୧୦୮ ଆମ୍ବୁଲାନ୍ସ ପଙ୍କଚର, ରୋଗୀ ହଇରାଣ

ଖୋର୍ଦ୍ଧା ଅଫିସ,୨୯।୪: ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ଲାଗି ସରକାର ଗୁରୁତ୍ୱ ଦେଉଛନ୍ତି। ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି କେନ୍ଦ୍ର ସରକାରଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ସହଭାଗିତାରେ ୧୦୮ ଆମ୍ବୁଲାନ୍ସ ସେବା ଚାଲିଛି। ରୋଗୀଙ୍କୁ ୨୪ ଘଣ୍ଟିଆ ସେବା ଯୋଗାଉଛି।…

ଜଣେ ମୃତ,୨ଗୁରୁତର

ଖୋର୍ଦ୍ଧା ଅଫିସ,୨୯।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକରେ ଗୁରୁବାର ମର୍ମ୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଡ଼ଖୋର୍ଦ୍ଧା ଛକ ରାଜପଥରେ ଲାଗିଥିବା ସିସିଟିଭି କ୍ୟାମେରା ସଜାଡିବା ଲାଗି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଗାଡ଼ିର ପଛପଟୁ ଧକ୍କା…

୧୫ ବର୍ଷରେ ଗଲାଣି ୧୭୩୫ ଜୀବନ

ଖୋର୍ଦ୍ଧା ଅଫିସ,୨୯।୪: ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିଚାଲିଛି। ବେପରୁଆ ଗାଡ଼ିଚାଳନା ଯୋଗୁ ଦୈନିକ ଦୁର୍ଘଟଣା ଘଟୁଛି। ସେଥିରୁ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ଘଟୁଥିବା ଜଣାପଡିଛି। ଖୋର୍ଦ୍ଧା ଜିଲା ଦେଇ ଯାଇଥିବା ଦୁଇ ଜାତୀୟ ରାଜପଥ ୫୭ ନମ୍ବର ଏବଂ ୧୬ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?