ଖୋର୍ଦ୍ଧା

ଗୋଚର ଜାଗା ଦଖଲ: ରାସ୍ତାରୋକୋ କଲେ ଗ୍ରାମବାସୀ

ବାରଙ୍ଗ,୨୦ା୧(ଡି.ଏନ୍‌.ଏ.): ବାରଙ୍ଗ-ଫକୀରପଡ଼ା ଗାଁ ମୁଣ୍ଡରେ ଫକୀରପଡ଼ା ଗ୍ରାମବାସୀଙ୍କ ପକ୍ଷରୁ ଶୁକ୍ରବାର ରାସ୍ତାରୋକୋ କରାଯାଇଛି। ଫକୀରପଡ଼ା ଗାଁ ମୁଣ୍ଡରେ ଥିବା ଗୋଚର ସରକାରୀ ଜାଗାରେ ଗାଁର ପିଲାମାନେ ଖେଳପଡ଼ିଆ ଭାବେ ବ୍ୟବହାର କରୁଥିଲେ। କିନ୍ତୁ ଜଣେ ବ୍ୟକ୍ତି ଏହି ଜାଗାକୁ ଦଖଲରେ ନେବାରୁ…

ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରାଜ ପଞ୍ଚାୟତର ନରାଜ ଅଙ୍ଗନଓ୍ବାଡି କେନ୍ଦ୍ରରେ ଗର୍ଭବତୀ ଓ ପ୍ରସ୍ତୁତି ମା’ମାନଙ୍କୁ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ନେଇ ନରାଜ ଗ୍ରାମର ତୁଷାରକାନ୍ତ ବେହେରା ସିଡିପିଓ ଓ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସହାୟତା ଅପେକ୍ଷାରେ ପବିତ୍ରଙ୍କ ପରିବାର

ନିରାକାରପୁର,୨୦ା୧(ଡି.ଏନ୍‌.ଏ.): ଦିନ ଥିଲା ରାଜନେତାଙ୍କଠାରୁ ଆରମ୍ଭ କରି ବଣିକ ସଂଘ ପର୍ଯ୍ୟନ୍ତ ସମସ୍ତଙ୍କ ପ୍ରିୟ ଥିଲେ ନିରାକାରପୁର ପଞ୍ଚାୟତର ପବିତ୍ର ମୋହନ ସାହୁ ଓରଫ ପବି। ତେବେ ସେ ମୁଖ କର୍କଟ ରୋଗରେ ପୀଡ଼ିତ ହେବା ପରେ ଯେପରି ସମସ୍ତଙ୍କ ପାଇଁ…

ଗୋରୁଙ୍କଠାରେ ବ୍ୟାପୁଛି ଚର୍ମବିଣ୍ଡି ରୋଗ

ଯାଆଁଳା ,୨୦ା୧(ଡି.ଏନ୍‌.ଏ.): ଜଟଣୀ ବ୍ଲକ ଅନ୍ତର୍ଗତ ଯାଆଁଳା ପଞ୍ଚାୟତରେ ଗୋରୁଙ୍କ ଠାରେ ଚର୍ମବିଣ୍ଡି ରୋଗ ବ୍ୟାପିବାରେ ଲାଗିଛି। ଏହାର ପ୍ରତିକାର ପାଇଁ ସ୍ଥାନୀୟ ପ୍ରାଣୀ ଚିକିତ୍ସା କେନ୍ଦ୍ର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ଟ୍ରେନ୍‌ ଅଟକ ରହି ହର୍ନ ମାରିବା ପରେ ପଡ଼ିଲା ଫାଟକ

ନିରାକାରପୁର,୧୯।୧(ଡି.ଏନ.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧିନରେ ଥିବା ନିରାକାରପୁର ଲେବୁଲ କ୍ରସିଂ ଉପରେ ଗୁରୁବାର ଏକ ବଡ ଧରଣର ଅଘଟଣରୁ ଲୋକେ ବର୍ତ୍ତିଯାଇଛନ୍ତି। ଗୁରୁବାର ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ମେମୋ ପାସେଞ୍ଜରଟି ନିରାକାରପୁର ଲେବୁଲ କ୍ରସିଂ ଫାଟକ ପାଖରେ ପହଞ୍ଚିଥିଲା।…

ଜଗଦ୍ଦେବଙ୍କ ପାଇଁ ଚିଲିକାର ମର୍ଯ୍ୟାଦା ହାନି ଘଟିଛି: ରଘୁନାଥ

ଖୋର୍ଦ୍ଧା ଅଫିସ,୧୭ା୧:ଚିଲିକା ନିର୍ବାଚନମଣ୍ଡଳୀରେ ବିଜେଡିର ଦୁଇ ନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ନେଇ ରାଜନୀତି ଜୋର ଧରିଛି। ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମକର ସଂକ୍ରାନ୍ତିରେ ଅଟ୍ରି ହଟ୍ଟକେଶ୍ୱରଙ୍କ ଦର୍ଶନ କରିବାକୁ ଆସିଥିବା ଅବସରରେ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ବିରୋଧରେ ବିଭିନ୍ନ…

ବାଣପୁର ଘଟଣା ପାଇଁ ଅନୁତପ୍ତ ନୁହେଁ: ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୧୫।୧: ଚିଲିକା ବିକାଶରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଧକ ସାଜିବା ସହ ଦୁର୍ନୀତିରେ ବୁଡିଛନ୍ତି ବୋଲି କିଛିଦିନ ପୂର୍ବେ ପୂର୍ବତନ ବିଧାୟକ ରଘୁନାଥ ସାହୁ ଅଭିଯୋଗ ଆଣିଥିଲେ। ଏପରି କି ଦଳୀୟ ନେତାଙ୍କ ବିରୋଧରେ ମଧ୍ୟ ଗଣମାଧ୍ୟମରେ କହିଥିଲେ। ଶନିବାର ଜଗଦ୍ଦେବ…

ଘନକୁହୁୁଡ଼ି ଯୋଗୁ ଚିଲିକାରେ ୫୦ରୁ ଊର୍ଦ୍ଧ୍ୱ ଡଙ୍ଗା ବାଟବଣା: ଚଳାଚଳ ବନ୍ଦ

ବାଲୁଗାଁ/କୃଷ୍ଣପ୍ରସାଦ,୧୪।୧(ଡି.ଏନ୍‌.ଏ): ଚିଲିକାରେ ଘନକୁହୁଡ଼ି ଯୋଗୁ ଶନିବାର ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀବାହୀ ଡଙ୍ଗା ବାଟବଣା ହୋଇଥିବା ଜଣାପଡିଛି। ପବିତ୍ର ମକର ସଂକ୍ରାନ୍ତି ଅବସରରେ କାଳିଜାଈରେ ମକର ମେଳା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଭୋରୁରୁ ଯାତ୍ରୀଙ୍କୁ ଧରି କାଳିଜାଈ ମନ୍ଦିର ଯାଉଥିବା…

ଡମପଡ଼ା-ଚନ୍ଦକା ବନ ବିଭାଗ ପକ୍ଷରୁ ପକ୍ଷୀ ଗଣନା: ୩୧ ପ୍ରଜାତିର ୧୯,୧୦୯ ବିଦେଶୀ ପକ୍ଷୀ ଚିହ୍ନଟ

ବାଙ୍କୀ,୧୨ା୧(ସ୍ବ.ପ୍ର.): ଡମପଡ଼ା, ଚନ୍ଦକା ବନ ବିଭାଗ ପକ୍ଷରୁ ବୁଧବାର ବାଙ୍କୀ-ଡମପଡ଼ା ରେଞ୍ଜର ଜାରିଆପାଟ, ପାଥପୁର, ଅରାଚଣ୍ଡୀ ପାଟ ଓ ମହାନଦୀ ଭଳି ୨୭ଟି ସ୍ଥାନରେ ପକ୍ଷୀ ଗଣନା କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟରେ ବନ ବିଭାଗ ପକ୍ଷରୁ ୧୨ଟି ୟୁନିଟ୍‌ରେ…

୪ ଛୁଆ ଜନ୍ମଦେଲା ସିଂହୀ ରେୱା

ବାରଙ୍ଗ,୧୧।୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ମଙ୍ଗଳବାର ସିଂହୀ ରେୱା ପ୍ରଥମଥର ମା’ ହୋଇଥିବା ବେଳେ ୪ଟି ଛୁଆକୁ ଜନ୍ମ ଦେଇଛି। ହେଲେ ଜନ୍ମଦେବାର କିଛି ସମୟ ମଧ୍ୟରେ ନବଜାତକ ଛୁଆଙ୍କୁ ମା’ସ୍ନେହରୁ ବଞ୍ଚତ୍ତ ହେବାକୁ ପଡିଛି। ମା’ ରେୱା ଜନ୍ମ ଦେଇଥିଲେ…

ଚିଲିକାରେ ଜଳଦସ୍ୟୁଙ୍କ ଆକ୍ରମଣ, ଲୁଟ

ବାଲୁଗାଁ,୯।୧(ଡି.ଏନ୍‌.ଏ.): ଚିିଲିକାରେ ଜଳଦସ୍ୟୁଙ୍କ ଆତଙ୍କ ଯୋଗୁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ବିଳମ୍ବିତ ରାତ୍ରିରେ ଚିଲିକାରେ ମାଛ ମାରୁଥିବା ବାଲୁଗାଁ ଅଞ୍ଚଳର ୪ଜଣ ମତ୍ସ୍ୟଜୀବୀଙ୍କୁ ୬ରୁ ୭ଜଣ ଜଳଦସ୍ୟୁ ଘେରିଯାଇ ମାଡ଼ମାରିବା ସହ ଡଙ୍ଗାରେ ଥିବା ମାଛ, ଲାଇଟ୍‌…

୨୮,୯୭୦ ପର୍ଯ୍ୟଟକ ନନ୍ଦନକାନନ ବୁଲିଲେ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ପାଗ ଭଲଥିବାରୁ ଚଳିତ ବର୍ଷ ଦ୍ବିତୀୟ ରବିବାରରେ ୨୮,୯୭୦ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଛନ୍ତି। ସେଥି ମଧ୍ୟରେ ଅଫ୍‌ଲାଇନରେ ୨୭୦୯ ଓ ଅନ୍‌ଲାଇନରେ ୧୮୧୯ ଜଣ ପର୍ଯ୍ୟଟକ ଟିକେଟ ସଂଗ୍ରହ କରିଥିଲାବେଳେ ୬୦ ଜଣ ଦିବ୍ୟାଙ୍ଗ ବିନା ଦେୟରେ ପ୍ରବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri