ଖୋର୍ଦ୍ଧା

ଉଦ୍ଧାର ନାବାଳିକା ବର୍ଷେ ପରେ ଫେରିଲେ ନାଗାଲାଣ୍ଡ

ଖୋର୍ଦ୍ଧା ଅଫିସ,୯ା୧: ବର୍ଷେ ତଳେ ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ନାବାଳିକା ଖୋର୍ଦ୍ଧା ଜିଲା ପ୍ରଶାସନର ସହଯୋଗକ୍ରମେ ନିଜ ରାଜ୍ୟ ନାଗାଲାଣ୍ଡକୁ ଫେରିଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତବର୍ଷ ଫେବୃୟାରୀ ୫ରେ ଭୁବନେଶ୍ୱର ରେଲୱେ ଷ୍ଟେଶନରେ ରେଲଓ୍ବେ ଚାଇଲ୍ଡ ଲାଇନ ନାଗାଲାଣ୍ଡର…

ନନ୍ଦନକାନନକୁ ଆସିଲା ଉଦ୍ଧାର ଗାଡ଼ଭାଲୁ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଢେଙ୍କାନାଳ ଡିଭିଜନ କପିଳାସ ରେଞ୍ଜରୁ ଉଦ୍ଧାର ମାଈ ଗାଡ଼ଭାଲୁ ରବିବାର ଅପରାହ୍ନରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଭାଲୁର ଦେହ ଓ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବାରୁ ସେ ଠିକରେ ଚାଲି ପାରୁନାହିଁ। ସେ ଅସୁସ୍ଥ ଥିବାରୁ କର୍ତ୍ତୃପକ୍ଷ ପ୍ରଥମେ…

ମଣ୍ଡିରେ କଟ୍‌ନିଛଟ୍‌ନିକୁ ବିରୋଧ

ଖୋର୍ଦ୍ଧା ଅଫିସ,୮।୧: ଖୋର୍ଦ୍ଧା ଜିଲାରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆରମ୍ଭରୁ ଧାନମଣ୍ଡିରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମିଲ୍‌ ମାଲିକଙ୍କ ମନମାନିରେ ଚାଲିଛି ମଣ୍ଡି। ଧାନର ମାନ ଏଫ୍‌ଏକ୍ୟୁ(ଉନ୍ନତ) ସତ୍ତ୍ୱେ ମିଲ୍‌ ମାଲିକମାନେ ୫ରୁ ୭କେଜି ପର୍ଯ୍ୟନ୍ତ ଧାନ କାଟୁଥିବା…

ଦ୍ୱିତୀୟଥର ମା’ହେଲା ଧଳା ବାଘୁଣୀ ରୂପା

ବାରଙ୍ଗ,୭।୧(ଡି.ଏନ୍‌.ଏ.): ନୂଆ ବର୍ଷର ପ୍ରଥମ ସପ୍ତାହ ନନ୍ଦନକାନନ ପାଇଁ ଖୁସି ଖବର ଆଣିଛି। ଧଳା ବାଘୁଣୀ ରୂପା ଶୁକ୍ରବାର ମା’ ହୋଇଛି। ନନ୍ଦନକାନନକୁ ନୂଆ ସଦସ୍ୟର ଆଗମନ ହୋଇଛି। ରୂପା ତା’ର ଦ୍ୱିତୀୟଗର୍ଭସ୍ଥ ସନ୍ତାନକୁ ଜନ୍ମଦେଇଛି। ବାଘୁଣୀ ରୂପା ଗର୍ଭଧାରଣ କରିଥିବାର…

ପାଣ୍ଡିଆବିଲିରେ ହାତୀ, ଲୋକେ ଭୟଭୀତ

ଜଟଣୀ,୬ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି। ହାତୀ ହାବୁଡ଼ରେ ପଡି ଲୋକଙ୍କ କେତେବେଳେ ଜୀବନ ଗଲାଣି ତ କେତେବେଳେ ଆହତ ହେଉଛନ୍ତି। ହାତୀ-ମଣିଷ ଲଢ଼େଇରେ ହାତୀଙ୍କ ମଧ୍ୟ ମୃତ୍ୟୁ…

ଚିଲିକାରେ ପକ୍ଷୀ ସଂଖ୍ୟା ୫ ପ୍ରତିଶତ ବୃଦ୍ଧି

ଖୋର୍ଦ୍ଧା ଅଫିସ୍‌/ବାଲୁଗାଁ,୫ା୧(ଡି.ଏନ୍‌.ଏ.): ବୁଧବାର ଚିଲିକାରେ ପକ୍ଷୀଗଣନା ଶେଷ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ର ମିଳିତ ଆନୁକୂଲ୍ୟରେ ପକ୍ଷୀ ଗଣନା କରାଯାଇଥିଲା। ବିଭାଗୀୟ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଚିଲିକାରେ ମୋଟ୍‌ ୧୮୪…

ଚିଲିକାରେ ପକ୍ଷୀଗଣନା ଆରମ୍ଭ

ବାଲୁଗାଁ,୪।୧(ଡି.ଏନ.ଏ.): ଚିଲିକାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ପକ୍ଷୀଗଣନା। ଏହା ମଧ୍ୟାହ୍ନ ୧୨ଟା ଯାଏ ଜାରି ରହିବ। ସୂଚନାଯୋଗ୍ୟ, ୨୧ଟି ଟିମ ଗଣନା କାର୍ଯ୍ୟରେ ସାମିଲ ହୋଇଥିବା ବେଳେ ମୋଟ ୧୦୫ଜଣ ତାଲିମ ଶିବିରରେ ପ୍ରଶିକ୍ଷଣ ନେଇଥିଲେ। ପ୍ରତ୍ୟେକ ଗଣନାକାରୀ ଦଳକୁ…

ଆଜି ଚିଲିକାରେ ପକ୍ଷୀଗଣନା

ବାଲୁଗଁା,୪ା୧(ଡି.ଏନ୍‌.ଏ.): ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଆନୁକୂଲ୍ୟରେ ବୁଧବାର ସମଗ୍ର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ମଙ୍ଗଳବାର ଚନ୍ଦ୍ରାପୁଟସ୍ଥିତ ସିଡିଏ ଗବେଷଣାକେନ୍ଦ୍ର ଗୃହରେ ଗଣନାକାରୀଙ୍କୁ ତାଲିମ…

ଆଜିଠୁ ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ

ଖୋର୍ଦ୍ଧା ଅଫିସ,୪ା୧: ସ୍ଥାନୀୟ ବକ୍ସି ଜଗବନ୍ଧୁ ଉଚ୍ଚ ବିଦ୍ୟାଳୟରେ ବୁଧବାର ଠାରୁ ୬ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ପ୍ରଶିକ୍ଷଣ ପରିଷଦ ଓ ଜିଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ୪୯ତମ ରାଜ୍ୟସ୍ତରୀୟ ବିଜ୍ଞାନ,…

ବୁଧବାର ଚିଲିକାରେ ପକ୍ଷୀ ଗଣନା

ବାଲୁଗାଁ,୩।୧(ଡି.ଏନ୍‌.ଏ.): ନିଳାମ୍ବୁ ଚିଲିକାରେ ବୁଧବାର ଶୀତକାଳୀନ ପକ୍ଷୀ ଗଣନା କରାଯିବ। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଜାରି ରହିବ। ଏ ନେଇ ମଙ୍ଗଳବାର ସିଡିଏ ପରିସରରେ ପକ୍ଷୀ ଗଣନାକାରୀଙ୍କୁ ତାଲିମ ଦିଆଯାଇଛି। ବାଲୁଗାଁ ବଡ଼କୁଳ ସ୍ଥିତ ଚିଲିକା…

ବିଦ୍ୟୁତ ଖୁଣ୍ଟରେ ଝୁଲୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ,୨।୧: ବିଦ୍ୟୁତ ଖୁଣ୍ଟିରେ ଝୁଲୁଛି ଯୁବକଙ୍କ ମୃତଦେହ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଜଂକିଆ ଥାନା ଅନ୍ତର୍ଗତ ଛଣଗିରି ଗ୍ରାମରେ। ସେଇ ଗ୍ରାମର ଯାତ୍ରା ପଡିଆରେ ଥିବା ୧୧କେଭି ବିଦ୍ୟୁତ ତାର ଲାଗି ଯୁବକଙ୍କ ଜୀବନ ଚାଲିଯାଇଛି।…

ହାତୀ ଆକ୍ରମଣରେ ଚାଲିଗଲା ଚାଷୀଙ୍କ ଜୀବନ, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ୍‌/ବେଗୁନିଆ,୨।୧(ଡି.ଏନ.ଏ):ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ ସିକୋ ଗାଁରେ ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଚାଷୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ସେହି ଗ୍ରାମର ରତ୍ନାକର ବେହେରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri