ଖୋର୍ଦ୍ଧା

ନନ୍ଦନକାନନ, ବଟାନିକାଲ ଗାର୍ଡେନ ବୁଲିଲେ ୪୫ ହଜାର ପର୍ଯ୍ୟଟକ

ବାରଙ୍ଗ,୨ା୧(ଡି.ଏନ୍‌.ଏ.):ନୂଆବର୍ଷରେ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ନନ୍ଦନକାନନକୁ ୪୧,୯୬୭ ଜଣ ପର୍ଯ୍ୟଟକ ଆସିଥିବା ବେଳେ ସେମାନଙ୍କ ମଧ୍ୟରୁ ଅଫ୍‌ଲାଇନରେ ୩୯,୪୬୨ ଜଣ ଓ ଅନ୍‌ଲାଇନରେ ୨,୪୮୬ ଜଣ ପର୍ଯ୍ୟଟକ ଟିକେଟ କାଟିଥିଲେ। ତନ୍ମଧ୍ୟରୁ ୧୯ ଦିବ୍ୟାଙ୍ଗ ପର୍ଯ୍ୟଟକଙ୍କୁ…

ତ୍ରିକୋଣୀୟ ପ୍ରେମରୁ ହତ୍ୟା

ବାରଙ୍ଗ,୧ା୧(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ବାରଙ୍ଗ ବଜାର ନିକଟରେ ଥିବା ଅର୍ଦ୍ଧର୍ନିମିତ କୋଠାଘରୁ ଜଣେ ଯୁବକଙ୍କ ମିଳିଥିବା ମୃତଦେହ ଘଟଣା ଉପରୁ ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ମୃତକଙ୍କ ପରିଚୟ ମିଳିଥିବା ବେଳେ ସେ ହେଲେ କେନ୍ଦୁଝର ଜିଲାର ନଣ୍ଡା। ଏଥିସହ…

ୟୁଟ୍ୟୁବରେ ଚିନ୍ମୟଙ୍କ ଶିକ୍ଷାଦାନ

ବେଗୁନିଆ,୩୦।୧୨(ଡି.ଏନ୍‌.ଏ): ସାମାଜିକ ଗଣମାଧ୍ୟମ ୟୁଟ୍ୟୁବ ଜରିଆରେ ମାଗଣାରେ ଶିକ୍ଷାଦାନ ଦେଇ ଗରିବ ଓ ଯୁବପିଢ଼ିଙ୍କ ଜ୍ଞାନ ବଢ଼ାଇବା ସହ ଚାକିରି ଆଶାୟୀ ଥିବା ଯୁବତୀଯୁବକଙ୍କୁ ଶିକ୍ଷା କ୍ଷେତ୍ରରେ ସହଯୋଗ କରୁଛନ୍ତି ଯୁବ ଏଜୁକେଟର ଚିନ୍ମୟ ମହାପାତ୍ର। ମାଗଣା ଶିକ୍ଷା ଦାନ ଦେବା…

ଆଜି ଓଡ଼ିଶା ଆସିବେ ନଡ୍ଡା

ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ…

୬ ବର୍ଷର ରେକର୍ଡ ଭାଙ୍ଗିଲା ନନ୍ଦନକାନନ

ବାରଙ୍ଗ,୨୬ା୧୨(ଡି.ଏନ୍‌.ଏ.):ବଡ଼ଦିନ ଅବସରରେ ନନ୍ଦନକାନନକୁ ବହୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା, ଯାହା ୬ ବର୍ଷର ରେକର୍ଡ ଭାଙ୍ଗିଛି। ରବିବାର ବଡ଼ଦିନ ପଡ଼ିଥିବାରୁ ସକାଳୁ ସକାଳୁ ନନ୍ଦନକାନନରେ ଭିଡ଼ ଆରମ୍ଭ ହୋଇଯାଇଥିଲା। ପର୍ଯ୍ୟଟକ ବିଭିନ୍ନ ପ୍ରାଣୀଙ୍କୁ ଦେଖିବା ସହ ବ୍ୟାଟେରିଚାଳିତ ଗାଡ଼ି, ଶିଶୁ ରେଳଗାଡ଼ି,…

ବଚସାକୁ ନେଇ ଯବାନଙ୍କ ଘରେ ବୋମାମାଡ଼

ଖୋର୍ଦ୍ଧା ଅଫିସ,୨୫ା୧୨: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ମଳିପଡ଼ା ଗ୍ରାମର ଜଣେ ଯବାନଙ୍କ ଘରେ ଶୁକ୍ରବାର ରାତିରେ ବୋମାମାଡ଼ ହୋଇଛି। ସାମାନ୍ୟ ବଚସାକୁ ନେଇ ୧୦ଜଣ ଯୁବକ ଯବାନ ଭାଗୀରଥି ପାହାଡସିଂଙ୍କ ଘରେ ବୋମାମାଡ଼ କରିବା ସହ ଆସବାବପତ୍ର ନଷ୍ଟ…

ଆବାସ ଯୋଜନାରୁ ବଞ୍ଚିତ ପୁଷ୍ପଲତା

ବୋଲଗଡ଼,୨୩ା୧୨(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଖଙ୍ଗୁରିଆ ଗ୍ରାମରେ ଆବାସ ଯୋଜନାରେ ଚଞ୍ଚକତା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଚାଳ ଛପର ଘରେ ପରିବାର ସହ ବାସ କରୁଥିବା ୩୭ଜଣ ବିପିଏଲ ହିତାଧିକାରୀଙ୍କ ନାମ ପୂର୍ବରୁ ଆବାସ ଯୋଜନା ତାଲିକାରେ ରହିଥିବା ବେଳେ ଚଳିତ…

ଚଢ଼ାଉ ସତ୍ତ୍ୱେ ବଢୁଛି ନିଶା କାରବାର

ଖୋର୍ଦ୍ଧା ଅଫିସ,୨୩ା୧୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିଚାଲିଛି। କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌, ଅବକାରୀ, ଅବକାରୀ ଗୁଇନ୍ଦା, ଫ୍ଲାଇଙ୍ଗ ସ୍କ୍ବାଡ୍‌ ଏବଂ ପୋଲିସର ବାରମ୍ବାର ଚଢ଼ାଉ ସତ୍ତ୍ୱେ ଏହି କାରବାର ଥମୁନାହିଁ। କୋଲକାତା, ବାଲେଶ୍ୱର ଓ ଜଳେଶ୍ୱରରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାରେ ବ୍ରାଉନସୁଗାର…

ପାଣି ବୋହି ପରିବାର ଚଳାଉଛନ୍ତି ମନମୋହନ

ଖୋର୍ଦ୍ଧା ଅଫିସ,୨୧ା୧୨: ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ସୁଦୃଢ଼ ହେବ। ଏଥିପାଇଁ ରାଜ୍ୟ ସରକାର ନିକଟରେ ଓଡ଼ିଶା କନକ୍ଲେଭ ଆୟୋଜନ କରିଥିଲେ। ତେବେ ରାଜ୍ୟରେ ଏମତି ବି ପରିବାର ଅଛନ୍ତି ଯେଉଁମାନେ ଦିନରାତି ପରିଶ୍ରମ କରି ଦୁଇଓଳି ଖାଇବା ପାଇଁ ଯୋଗାଡ଼ କରୁଛନ୍ତି।…

ବେଆଇନ ପାର୍କିଂ ଫି’ ଆଦାୟକୁ ନେଇ ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୧୮।୧୨: ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ହାବେଳି ପଡ଼ିଆରେ ନିଉ ଥିଙ୍କିଙ୍ଗ୍‌ ଫୋରମ୍‌ ପକ୍ଷରୁ ଖୋର୍ଦ୍ଧା ମହୋତ୍ସବ ଆୟୋଜନ କରାଯାଇଛି। ଦୁଇ ବର୍ଷ ପରେ ମହୋତ୍ସବ ଆୟୋଜନ ହୋଇଥିବାରୁ ଖୋର୍ଦ୍ଧା ସମେତ ଆଖପାଖ ଅଞ୍ଚଳରୁ ଶତାଧିକ ଲୋକଙ୍କ ସମାଗମ ହେଉଛି।…

ଉଠୁନି ଅଳିଆ, ବଢୁଛି ମଶାଙ୍କ ପ୍ରାଦୁର୍ଭାବ

ଖୋର୍ଦ୍ଧା ଅଫିସ,୧୮ା୧୨: ଖୋର୍ଦ୍ଧା ସହରର ମୁଖ୍ୟ ସ୍ଥାନଗୁଡ଼ିକୁ ବାଦ୍‌ ଦେଲେ ସାହି ଗଳିକନ୍ଦିରୁ ଅଳିଆ ହଟୁନି। ଖାଦ୍ୟ ଲାଳସାରେ ଗୋରୁଗାଈ, କୁକୁର ଅଳିଆକୁ ରାସ୍ତାରେ ଖେଳାଇ ଦେଉଛନ୍ତି। କୁଢ଼ କୁଢ଼ ଅଳିଆ ଆବର୍ଜନା ମଧ୍ୟରେ ପୂତିଗନ୍ଧମୟ ପରିବେଶ ମଧ୍ୟରେ ନାକ ଫାଟିପଡୁଛି।…

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍‌ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର ପକୃତ କାରଣ ଜଣାପଡି ନ ଥିବାବେଳେ ପାରିବାରିକ କଳହ ଯୋଗୁ ଏହି ଘଟଣା ଘଟିଥାଇପାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri