ଖୋର୍ଦ୍ଧା

ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ

ନିରାକାରପୁର,୧୫।୩(ଡି.ଏନ.ଏ.): ୧୦ ଦଫା ଦାବି ନେଇ ଡ୍ରାଇଭର ଏକତା ମହାମଞ୍ଚ ଓ ଅଲ ଓଡିଶା ପରିବହନ ଚାଳକ ସଙ୍ଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ୧୬ ନମ୍ବର ଜାତୀୟ ରାଜପଥର ବଡପୋଖରିଆ ଛକଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆରମ୍ଭ ହୋଇଛି। ଉଭୟ…

୧୦ ଦଫା ଦାବି ନେଇ ରାଜପଥ ଅବରୋଧ କଲେ ଡ୍ରାଇଭର ମହାସଂଘ

ଖୋର୍ଦ୍ଧାଅଫିସ,୧୫।୩ : ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଧିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। କୋଭିଡ୍‌ ଯୋଦ୍ଧା ମାନ୍ୟତା, ଦୁର୍ଘଟଣା ଜନିତ କ୍ଷତିପୂରଣ, ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ବୀମା, ପେନ୍‌ଶନ, ସଡ଼କଯାତ୍ରା ବେଳେ…

ଜାଲ ଟଣାକୁ କେନ୍ଦ୍ର କରି ୨ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୧୪ରୁ ଊର୍ଦ୍ଧ୍ୱ ଆହତ, ଉଭୟ ପକ୍ଷରୁ ଥାନାରେ ଏତଲା

ନିରାକାରପୁର,୮।୩(ଡି.ଏନ୍‌.ଏ.): ସାରା ଦେଶରେ ବୁଧବାର ବହୁ ଧୁମ୍‌ଧାମ୍‌ରେ ହୋଲି ପର୍ବ ପାଳନ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲାରେ ଏକ ଅଘଟଣ ଘଟିଛି। ମାଛ ଧରା ଜାଲକୁ କେନ୍ଦ୍ର କରି ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଉଭୟ ପକ୍ଷରୁ ୧୪ରୁ…

ବିପୁଳ ପରିମାଣରେ ଚୋରା ମଦ ଜବତ: ୬ଗିରଫ

ନିରାକାରପୁର,୮।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ବୁଧବାର ଗୋଡିପଡା, ଛଣାଗିରି ଓ ବଳପୁର ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣରେ ମଦ ଜବତ କରିଛି। ଏଥିସହ ଏହି ଘଟଣାରେ ପୋଲିସ ୬ଜଣଙ୍କୁ ଗିରଫ କରିଛି। ତେବେ ହୋଲି ପାଇଁ ପ୍ରଶାସନ…

୧୭ ସ୍ଥାନରେ ଚଢ଼ାଉ, ୬୨ କେଜି ବିସ୍ଫୋରକ ଜବତ

ଖୋର୍ଦ୍ଧା ଅଫିସ, ୭।୩ : ସୋମବାର ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଜିଲା ଜିଲାପାଳଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଜିଲାର ସମସ୍ତ ଥାନା ୧୭ଟି ସ୍ଥାନରେ ଚଢ଼ାଉ କରି…

ବାଣ ଫୁଟି ୫ମୃତ ଘଟଣା: ଜିଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ

ଖୋର୍ଦ୍ଧା ଅଫିସ,୭।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅଧୀନ ଭୂଷଣ୍ଡପୁରରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ପ୍ରସ୍ତୁତି ବେଳେ ବିସ୍ଫୋରଣରେ ସୋମବାର ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜିଲା ପ୍ରଶାସନ…

ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ: ଅଭିଯୁକ୍ତ ଗିରଫ

ନିରାକାରପୁର,୭।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ଡିଆ ପଞ୍ଚାୟତ ଭୋଇସାହି ଗ୍ରାମରେ ସୋମବାର ରାତିରେ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ସାମଗ୍ରୀ ଜବତ କରିବା ସହ ଜଣଙ୍କୁ ଉଠେଇ ନେଇ ଥାନାରେ ଅଟକ ରଖିଥିଲା। ମଙ୍ଗଳବାର ତାଙ୍କୁ…

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା ଲୁଟି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ, ଏକ ଧଳା କାରରେ କେତେକ ଦୁର୍ବୃତ୍ତ ଆସି…

ବାଣ ଭିଡ଼ାକୁ ନ ଥିଲା ଅନୁମତି: ଜିଲାପାଳ

ଖୋର୍ଦ୍ଧା ଅଫିସ, ୬।୩: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଜେଟିରେ ସୋମବାର ଭୟଙ୍କର ବାଣ ବିସ୍ଫେରରଣ ଘଟିଛି। ତେବେ ସ୍ଥିତି ଅନୁଧ୍ୟାନ କରି ଜିଲାପାଳ କହିଛନ୍ତି, ବାଣ ଭିଡ଼ା ପାଇଁ କୌଣସି ଅନୁମତି ନେଇ ନ ଥିଲେ। ବିନା ଅନୁମତିରେ…

ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

ନିରାକାରପୁର,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ାଯାଉଥିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ୩ଜଣ ଗୁରୁତର ହୋଇଥିଲେ। ଏହି ଗୁରୁତରଙ୍କ ମଧ୍ୟରୁ ପୁଣି ଜଣଙ୍କର ଜୀବନ ଯାଇଛି।…

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୪ ଜଳିଗଲେ, ୪ ଗୁରୁତର

ଖୋର୍ଦ୍ଧା ଅଫିସ,୬ା୩: ଟାଙ୍ଗୀ ଥାନା ଭୂଷଣ୍ଡପୁର ଜେଟିରେ ଦୋଳ ଉତ୍ସବ ପାଇଁ ସୋମବାର ବାଣ ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ଟାଙ୍ଗୀ ପରେ ଭୁବନେଶ୍ବର ମେଡିକାଲକୁ ସ୍ଥାନାନ୍ତର…

ବାଣଫୁଟି ଯୁବକଙ୍କ ପାପୁଲି ଛିଡ଼ିଲା

ବାଲିପାଟଣା,୫।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲିପାଟଣାର ପ୍ରସିଦ୍ଧ ଦୋପଟି ମେଳଣର ଜମାଣ ବେଳେ ବାଣ ଫୁଟି ଜଣେ ଯୁବକଙ୍କ ହାତ ପାପୁଲି ଛିଡ଼ିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଆହତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?