ଖୋର୍ଦ୍ଧା

ଚିଲିକାରେ ୭ ଲକ୍ଷ ବିଦେଶୀ ପକ୍ଷୀ

ବାଲୁଗାଁ, ୧୮ା୧୨(ଡି.ଏନ୍‌.ଏ.): ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୁଦୂର ବରଫାବୃତ୍ତ ରାଷ୍ଟ୍ରାଞ୍ଚଳରୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ ଆଗମନ ବଢ଼ିବାରେ ଲାଗିଛି। ୧୫ ତାରିଖ(ଗୁରୁବାର) ସୁଦ୍ଧା ସମଗ୍ର ଚିଲିକାରେ ୧୦୬ ପ୍ରଜାତିର ୭ ଲକ୍ଷ ୭ ହଜାର…

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୧୭ା୧୨: ଷୋହଳ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା ଦେବାରୁ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉଲ୍ଲାସ ଚନ୍ଦ୍ର ସାହୁ(୫୩)…

ବେଲପାହାଡ଼ରୁ ଉଦ୍ଧାର ହିମାଳୟ ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୧୦।୧୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଡିଭିଜନ ବେଲପାହାଡ଼ ରେଞ୍ଜ୍‌ରୁ ଉଦ୍ଧାର ହୋଇଥିବା ହିମାଳୟ ଶାଗୁଣା ଶୁକ୍ରବାର ରାତିରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଶାଗୁଣାର ଲିଙ୍ଗ ଚିହ୍ନଟ ହୋଇ ନ ଥିବାବେଳେ ଏହାର ବୟସ ୨ ବର୍ଷ ହେବ। ଏହାର ରଙ୍ଗ ଧଳା ହୋଇଥିବା…

ଉଧେଇ ପାରୁନାହାନ୍ତି ବହୁ ପ୍ରାଣୀ

ଲିଙ୍ଗରାଜ ରାଉତ ବାରଙ୍ଗ, ୧୦।୧୨: ବିଶ୍ୱସ୍ତରୀୟ ହେବ ପ୍ରାଣୀଉଦ୍ୟାନ ନନ୍ଦନକାନନ। ବଦଳିବ ଏହାର ଚେହେରା। ବୃଦ୍ଧି ପାଇବ ବନ୍ୟପ୍ରାଣୀଙ୍କ ସଂଖ୍ୟା। ନୂଆ ନୂଆ ପ୍ରଜାତିକୁ ଦେଖିବେ ପର୍ଯ୍ୟଟକ। ଏଥିପାଇଁ ଦେଶବିଦେଶରୁ ଅଣାଯାଉଛି ପଶୁପକ୍ଷୀ। ଏପରି କି ବଂଶାନୁକ୍ରମିକ ଓ ରକ୍ତସମ୍ପର୍କ ମିଳନରେ…

ଚିଲିକାରେ ଫସିଲା ଡଙ୍ଗା: ୮ ପର୍ଯ୍ୟଟକ ଉଦ୍ଧାର

ବାଲୁଗଁା,୮ା୧୨(ଡି.ଏନ୍‌.ଏ.): କାଳିଜାଈ ଦର୍ଶନ ସାରି ୮ଜଣ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବା ଏକ ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଗୁରୁବାର ଦୀର୍ଘ ସମୟ ଧରି ଚିଲିକାରେ ଫସି ରହିଥିଲା। ଖବରପାଇ ବଡ଼କୂଳ ପାନ୍ଥନିବାସ ପରିଚାଳକ ସବ୍ୟସାଚ୍ଚୀ କର ଅନ୍ୟ ଏକ ବୋଟ୍‌ରେ…

ଚିଲିକାରୁ ୧୦୫ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗଁା,୯ା୧୨(ଡି.ଏନ୍‌.ଏ.):ଚିଲିକାକୁ ଘେରି ମୁକ୍ତ କରିବା ପାଇଁ ହାଇକୋର୍ଟ ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଚିଲିକା ତହସିଲଦାର ପ୍ରଦୀପ କୁମାର ସାହୁ ଓ ଜିଲା ମତ୍ସ୍ୟ ବିଭାଗ…

ପାଚେରି ଡେଇଁ ବାହାରକୁ ଆସିଲା ସିଂହ ଛୁଆ

ବାରଙ୍ଗ,୮।୧୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବିବାଦର ପିଛା ଛାଡୁ ନ ଥିବାବେଳେ ଏବେ ପୁଣି ଏକ ନୂଆ ବିବାଦରେ ଛନ୍ଦି ହୋଇଯାଇଛି। ବୁଧବାର ଲାଳନପାଳନ କେନ୍ଦ୍ରରେ ରହି ବଢୁଥିବା ସିଂହ ଛୁଆ କାମିନୀ ପାଇଁ ଜନ୍ତୁ ବିଭାଗର ଚିନ୍ତା ବଢ଼ିଯାଇଛି। ଲାଳନପାଳନ…

ବରୁଣେଇରେ ପାଇକ ସମାବେଶ

ଖୋର୍ଦ୍ଧା ଅଫିସ,୮ା୧୨: ପୁଣି ପାଇକ ମାଟିରେ ତେଜିଲା ଆନ୍ଦୋଳନ। ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା, ପାଇକ ରେଜିମେଣ୍ଟ ଗଠନ, ପାଇକବୀରଙ୍କୁ ପେନସନ୍‌ ବ୍ୟବସ୍ଥା, ସ୍ମାରକୀ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ନିମନ୍ତେ ଦାବି ଜୋର୍‌ ହୋଇଛି। ବୁଧବାର ବରୁଣେଇ ପାହାଡ଼…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାସଭବନ ସମେତ ୭ ସ୍ଥାନରେ ଚଢାଉ ଜାରି

ଖୋର୍ଦ୍ଧା ଅଫିସ,୬।୧୨: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ମଙ୍ଗଳବାର ଚଢାଉ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଖୋର୍ଦ୍ଧା ସ୍ଥିତ…

ଉଦ୍ଧାର ଶାଗୁଣା ନନ୍ଦନକାନନ ଆସିଲା

ବାରଙ୍ଗ,୨।୧୨ (ଡି.ଏନ୍‌.ଏ.): ଯାଜପୁର ଜିଲା ମହାକାଳପଡା ଗ୍ରାମର ଏକ କୁକୁଡା ଘରୁ ଉଦ୍ଧାର ହୋଇଥିବା ଭାରତୀୟ (ଲମ୍ବାଥଣ୍ଟିଆ) ଶାଗୁଣା ଗୁରୁବାର ସାରେ ନନ୍ଦନକାନନକୁ ଆସିଛି। ଶାଗୁଣାଟିର ଲିଙ୍ଗ ଚିହ୍ନଟ ହୋଇପାରି ନ ଥିବାବେଳେ ସେ ତରୁଣ ବୟସ୍କ ବୋଲି ଜଣାପଡିଛି। କିଛିଦିନ…

ଆଜି ବିଶ୍ୱ ଏଡ୍‌ସ ଦିବସ: ୨୦ବର୍ଷରେ ୩୬୯୫ ପଜିଟିଭ, ୨୪୨ ମୃତ

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ଜିଲାରେ ଏଡ୍‌ସ ନିରାକରଣ ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲେ ମଧ୍ୟ ପଜିଟିଭ ହାର ବୃଦ୍ଧି ପାଇବାରେ ଲାଗିଛି। ତଥ୍ୟ ଅନୁଯାୟୀ, ଗତ ୨୦୦୨ରୁ ୨୦୨୨ ଅକ୍ଟୋବର ସୁଦ୍ଧା ୨୦ବର୍ଷ ମଧ୍ୟରେ ଏଡ୍‌ସ ସଚେତନତା ଦିଗରେ ୧୩ଲକ୍ଷ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବତୀ, ଚାଲିଗଲା ଜୀବନ

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ତାପଙ୍ଗ ଷ୍ଟେଶନରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଷ୍ଟେଶନରେ ଠିଆ ହୋଇଥିବା ଏକ ମାଲ୍‌ବାହୀ ଟ୍ରେନ୍‌ ଉପରେ ଚଢ଼ି ଜଣେ ଯୁବତୀ ସେଲ୍‌ଫି ନେଉଥିବା ବେଳେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri