ଟ୍ରକ୍ ପଛରେ ପିଟି ହେଲା କାର୍, ୪ ଜଣଙ୍କ ଜୀବନ ଗଲା
ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ବଡ଼ପୋଖରୀଆ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏନ୍ଏଚ୍-୧୬ରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ କାର୍ ପିଟି ହେବାରୁ ଘଟଣାସ୍ଥଳରେ ୪ଜଣଙ୍କ ଜୀବନ ଯାଇଛି। କାର୍ରେ ଥିବା ୨ଜଣ…
ବିଳମ୍ବିତ ରାତିରେ ବ୍ୟାଙ୍କ୍ରୁ ଚୋରି
ଖୋର୍ଦ୍ଧା ଅଫିସ,୩୦।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଗୁରୁଜଙ୍ଗ ସ୍ଥିତ ୟୁକୋ ବ୍ୟାଙ୍କ୍ ପାଇକ ତିଗିରିଆ ଶାଖାରେ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁବୃର୍ତ୍ତ ଉପର ଛାତ ଆଜବେଷ୍ଟସ ଭାଙ୍ଗି ବ୍ୟାଙ୍କ୍ ଭିତରେ ପଶି ଚୋରି କରିଥିବା ଜଣାପଡିଛି। ତେବେ ବ୍ୟାଙ୍କ୍ରୁ…
ମୁକୁଳା ଡ୍ରେନ୍ ପାଇଁ ବଢୁଛି ଦୁର୍ଘଟଣା
ନିରାକାରପୁର,୨୯।୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ବଜାରର ବର୍ଷା ପାଣି ନିଷ୍କାସନ ପାଇଁ ଗେଟ ବଜାର ରେଳବାଇ ଫାଟକ ନିକଟରୁ ନରେନ୍ଦ୍ରପୁର ପର୍ଯ୍ୟନ୍ତ ଏକ ଡ୍ରେନ୍ ନିର୍ମାଣ କରାଯାଇଛି। ଅନେକ ସ୍ଥାନରେ ଡ୍ରେନ ଉପରେ ସ୍ଲାବ୍ ନ ଥିବାରୁ ଦୈନିକ ଛୋଟବଡ଼…
ଖୋର୍ଦ୍ଧା ତହସିଲଦାର, ଆର୍ଆଇଙ୍କ ବିରୋଧରେ ମାମଲା ରୁଜୁ
ଖୋର୍ଦ୍ଧା ଅଫିସ,୨୮ା୧୧: ଖୋର୍ଦ୍ଧା ରାଜସ୍ବ ନିରୀକ୍ଷକ (ଆର୍ଆଇ) କାର୍ଯ୍ୟାଳୟ ନିକଟସ୍ଥ ଏକ ସେବାକେନ୍ଦ୍ରକୁ ଭାଙ୍ଗି ଦେବା ନେଇ ଗୁରୁଜଙ୍ଗର ରଣଜିତ ମହାପାତ୍ର ଗତ ଅକ୍ଟୋବର ୩ରେ ଖୋର୍ଦ୍ଧା ତହସିଲଦାର ଏବଂ ଆର୍ଆଇଙ୍କ ବିରୋଧରେ ଆଦର୍ଶ ଥାନାରେ ଏତଲା ଦେଇଥିଲେ। ମାତ୍ର ଥାନାରେ…
ପରିଚୟ ଖୋଜୁଛି ଐତିହ୍ୟ ସହର ଖୋର୍ଦ୍ଧା
ଖୋର୍ଦ୍ଧା ଅଫିସ,୨୭ା୧୧: ଲାଲ୍ମାଟିର ଗଡ଼ ଭାବେ ପରିଚିତ ଖୋର୍ଦ୍ଧାରୁ ଭାରତ ସ୍ବାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଇଂରେଜଙ୍କ ବିରୋଧରେ ପାଇକ ବୀରଙ୍କ ସଂଗ୍ରାମ ତଥା ବୀରତ୍ୱର ଗାଥାକୁ ନେଇ ଏହି ମାଟି ଗୌରବାନ୍ବିତ। ଭାରତୀୟ ଇତିହାସରେ ଖୋର୍ଦ୍ଧାର ନାମ…
ପରୀକ୍ଷା ଚାଲିଥିବା ସମୟରେ ଖସିଲା ଫ୍ୟାନ୍, ଛାତ୍ରୀ ଆହତ
ନିରାକାରପୁର,୨୫ା୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ହାଇସ୍କୁଲରେ ଫ୍ୟାନ୍ ଖସିପଡ଼ିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। କ୍ଷେତ୍ରବାସୀ ହାଇସ୍କୁଲର ଛାତ୍ରୀଛାତ୍ର ରାମେଶ୍ୱର ହାଇସ୍କୁଲରେ ଶୁକ୍ରବାର ଗଣିତ ସମ୍ମେଟିଭ୍ ପରୀକ୍ଷା ଦେଉଥିବା ସମୟରେ ଛାତ୍ରୀ ମୋନାଲିସା ମହାନ୍ତିଙ୍କ ଉପରେ ଫ୍ୟାନ୍ଟି ଖସି ପଡ଼ିଥିଲା। ଫଳରେ…
ଜିଲାପାଳ ଦେଉଛନ୍ତି ନିର୍ଯାତନା
ଖୋର୍ଦ୍ଧା ଅଫିସ,୨୫ା୧୧:ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ତାଙ୍କ ବ୍ୟକ୍ତିଗତ ସହାୟକ (ପିଏ) ହେମନ୍ତ ଭୋଇଙ୍କୁ ମାନସିକ ନିର୍ଯାତନା ଦେଉଥିବା ଗୁରୁବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ଏପରିକି ଜିଲାପାଳ ତାଙ୍କୁ ଜାତିଆଣ ଆକ୍ଷେପ କରିବା ସହ ବାସଭବନରେ ନିଜସ୍ବ କାମରେ…
ରାଷ୍ଟ୍ରପତିଙ୍କୁ ଜେଜେମା’ ସମ୍ବୋଧନ କରି ଚିଠି
ଖୋର୍ଦ୍ଧା ଅଫିସ,୨୩ା୧୧: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଓଡ଼ିଶାର ସୁଖ୍ୟାତି ବଢ଼ିଛି। ସେ ପିଲାଙ୍କୁ ଭଲ ପାଉଥିବା ତାଙ୍କ ପ୍ରଥମ ଓଡ଼ିଶା ଗସ୍ତ ଅବସରରେ ପ୍ରମାଣିତ ହୋଇଛି। ଖୋର୍ଦ୍ଧା ବିଡିଏ କଲୋନୀର ବାସିନ୍ଦା ତଥା ପାନବରଜସ୍ଥିତ ଏକ…
୪ ଛୁଆ ଜନ୍ମଦେଲା ସିଂହୀ ବିଜ୍ଲୀ
ବାରଙ୍ଗ,୨୩।୧୧(ଡି.ଏନ୍.ଏ.): ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। ଧୀରେ ଧୀରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସମୟରେ ନନ୍ଦନକାନନର ସିଂହୀ ବିଜଲୀ ପର୍ଯ୍ୟଟକଙ୍କୁ ଭେଟି ଦେଇଛି। ଏସୀୟ ସିଂହୀ ବିଜଲୀ ମଙ୍ଗଳବାର ତା’ର ତୃତୀୟ ଗର୍ଭରୁ ୪ଟି ଶାବକଙ୍କୁ ଜନ୍ମ…
ରାଜଧାନୀ ଉପକଣ୍ଠରେ ହତ୍ୟା
ବାରଙ୍ଗ/ଯାଁଳା,୨୩।୧୧(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ ହେଲେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପଞ୍ଚପଲ୍ଲୀ ପଞ୍ଚାୟତ ବ୍ରହ୍ମକୁଣ୍ଡଳ ଗଁାର ବଂଶୀଧର ଜେନା। କିନ୍ତୁ…
କାର ଭିତରୁ ୨୨ ଲକ୍ଷ ଟଙ୍କା ଜବତ: ଅଭିଯୁକ୍ତ ଫେରାର
ଖୋର୍ଦ୍ଧା ଅଫିସ,୨୨।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଛି। ଜବତ କାର( ନଂ ଓଡି୦୨ସିବି-୪୨୪୨)ର ମୂଲ୍ୟ ପ୍ରାୟ ୧୮ଲକ୍ଷ ଟଙ୍କା ହେବ। ତେବେ ପୋଲିସକୁ ଚକମା…
ବଦଳିବ ଭଗବତୀ, ଉଗ୍ରତାରା ପୀଠ ରୂପରେଖ
ଖୋର୍ଦ୍ଧା ଅଫିସ/ବାଣପୁର/ଗମ୍ଭାରୀମୁଣ୍ଡା/ନିରାକାରପୁର,୨୨ା୧୧(ଡି.ଏନ୍.ଏ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ କରିଛନ୍ତି। ମା’ଙ୍କ ନିକଟରେ ସେ ପୂଜାର୍ଚ୍ଚନା ସହ ଏହି ଦୁଇଟି ପୀଠର ଭିତ୍ତିଭୂମି…
Archives


