ଖୋର୍ଦ୍ଧା

ଆଜି କେସିସିବି ଉପାଧ୍ୟକ୍ଷା ଲାଗି ନାମାଙ୍କନ ଦାଖଲ

ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ ଦାଖଲ ରହିଛି। ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଅପରାହ୍ନ…

ବାଘ ପାଇଁ ବନ ବିଭାଗ ନାକେଦମ୍‌

ଖୋର୍ଦ୍ଧା ଅଫିସ,୧୯ା୧୧: ଖୋର୍ଦ୍ଧା ବନାଞ୍ଚଳରେ ବାଘ ବୁଲୁଥିବା ନେଇ ଖବର ପ୍ରଚାରିତ ହେବା ପରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଶରଧାପୁର, ଜରିପୁଟ, ତୋଟାପଡା, ବେରୁଅଁ ଆଦି ଜଙ୍ଗଲରେ…

ଛଟେଇ ପ୍ରତ୍ୟାହାର ନ ହେଲେ ୨୨ରୁ ଅନିର୍ଦ୍ଦିଷ୍ଟ ଧାରଣା

ଖୋର୍ଦ୍ଧା ଅଫିସ,୧୮ା୧୧: ରାଜଧାନୀ ଭୁବନେଶ୍ୱରରେ ଘରୋଇ ରାଷ୍ଟ୍ରଦ୍ୟୋଗ ଅଧୀନରେ ଦୀର୍ଘ ୧୪ବର୍ଷ ଧରି ଟେକ୍ନିସିଆନ ଭାବେ କାର୍ଯ୍ୟରତ କର୍ମଚାରୀଙ୍କୁ ଛଟେଇ ପ୍ରତିବାଦରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ସହଅନୁବନ୍ଧିତ ଅଲ ଓଡ଼ିଶା ଭାରତୀ ଇନଫାଟେଲ୍‌ ଟେକ୍‌ନିସିଆନ୍‌ ୟୁନିୟନ ପକ୍ଷରୁ ଆସନ୍ତା ୨୧ ଓ…

ମାଟି ତଳୁ ମିଳିଲା ମଣିଷର ହାତ

ଖୋର୍ଦ୍ଧା ଅଫିସ,୧୭ା୧୧: ସଦର ଥାନା ଅନ୍ତର୍ଗତ ଦୁର୍ଗାପୁର ପଞ୍ଚାୟତ ବେଙ୍ଗିଟାଙ୍ଗି ଆମ୍ବ ତୋଟାରେ ମାଟି ଭିତରୁ ଏକ ମଣିଷର ହାତ ଦେଖିବାକୁ ମିଳିଛି। ବୁଧବାର ଏହି ଘଟଣା ଜଣାପଡ଼ିବା ପରେ ପୋଲିସ ଟିମ୍‌ ପହଞ୍ଚି ଚାରିପଟ ଦୌଡ଼ି ଟାଣି ସିଲ୍‌ କରିଥିଲା।…

ଅବହେଳିତ ଅବସ୍ଥାରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି

ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର ଅନ୍ୟତମ କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ନେତୃ୍‌ତ୍ୱରେ ୧୮୧୭ରେ ଖୋର୍ଦ୍ଧା ମାଟିରୁ ଦିନେ ଇଂରେଜମାନଙ୍କ ବିରୋଧରେ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୨ା୧୧: ଖୋର୍ଦ୍ଧା ସଦର ଥାନା ଅଧୀନ ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ରନାଥ ବଳିୟାରସିଂ (୭୦)। ଖବରପାଇ ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର…

ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୧ା୧୧: ଖୋର୍ଦ୍ଧା ସଦର ଥାନା ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ ହୋଇଛି। ରାଜନୈତିକ ଶତ୍ରୁତା ଓ ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ହତ୍ୟା କରାଯାଇଛି। ମୃତକ ହେଲେ ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ର ବଳିଆରସିଂହ। ସଂଘବଦ୍ଧ…

ବିଲରେ ବିଦେଶାଗତ ପକ୍ଷୀ

ନିରାକାରପୁର,୧୧ା୧୧(ଡି.ଏନ୍‌.ଏ.): ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଖାଦ୍ୟ ଅନ୍ବେଷଣରେ ପକ୍ଷୀମାନେ ଖୋର୍ଦ୍ଧା ଜିଲା ଡିଆ ଏବଂ ଏହାର ଆଖପାଖ ପଞ୍ଚାୟତ ଅଞ୍ଚଳର ବିଲ ଗହିରରେ ବୁଲୁଥିବା ଦେଖିବାକୁ ମିଳିଛି। ପକ୍ଷୀଙ୍କୁ ଦେଖିବା ପାଇଁ…

ଝାରତରଭାକୁ ପରୀକ୍ଷାମୂଳକ ଭାବେ ରେଳ ଚାଲିଲା

ସୋନପୁର/ତରଭା,୧୧।୧୧(ନି.ପ୍ର./ଡି.ଏନ.ଏ.): ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଅନ୍ତର୍ଗତ ବିଛୁପାଲିରୁ ଝାରତରଭା ଷ୍ଟେଶନ ମଧ୍ୟରେ ୧୦ କିଲୋମିଟର ନୂଆ ରେଳ ଲାଇନର ଗୁରୁବାର ସିଆର୍‌ଏସ୍‌ ଯାଞ୍ଚ ହୋଇଛି। ଦକ୍ଷିଣ ପୂର୍ବ ସର୍କଲର ରେଳ ନିରାପତ୍ତା ଆୟୁକ୍ତ(ସିଆର୍‌ଏସ୍‌) ଏ.ଏମ୍‌.ଚୌଧୁରୀ ଅପରାହ୍ନରେ ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ବିଛୁପାଲି-ଝାରତରଭା…

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା : ୨ ମୃତ, ୪ ଆହତ

ଖୋର୍ଦ୍ଧା ଅଫିସ,୯।୧୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଭୂଇଁପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଏବଂ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ…

ଶ୍ରୀମନ୍ଦିର ପ୍ରଶାସନକୁ ୧୨କୋଟି ଜରିମାନା

ଖୋର୍ଦ୍ଧା ଅଫିସ,୯ା୧୧: ଖୋର୍ଦ୍ଧାରେ ବେଆଇନ ଭାବେ ପଥର ଖଣିରୁ ଲଘୁ ଖଣିଜ ଉତ୍ତୋଳନ ଚାଲିଛି। ଶ୍ରୀଜଗନ୍ନାଥଙ୍କ ଜମିରେ ଥିବା ଏକାଧିକ ପଥର ଖଣିରୁ ବେଆଇନଭାବେ ବ୍ୟାପକ ପଥର ଉତ୍ତୋଳନ କରାଯାଉଛି, ଯାହାକି ପରିବେଶ ଉପରେ ଗଭୀର ପ୍ରଭାବ ପକାଇବା ସହ ସରକାର…

ବୋତଲରେ ୨.୫ ଇଞ୍ଚର ବୋଇତ

ଖୋର୍ଦ୍ଧା ଅଫିସ,୮ା୧୧: ଉତ୍କଳୀୟ ସଂସ୍କୃତିରେ ବୋଇତ ବନ୍ଦାଣ ଉତ୍ସବର ବିଶେଷ ମହତ୍ତ୍ୱ ରହିଛି। ସବୁଠି ଏହାକୁ ଆନନ୍ଦର ସହ ପାଳନ କରାଯାଏ। ଆ କା ମା ବୈ ମନ୍ତ୍ରଧ୍ୱନିରେ ଗଗନପବନ ମୁଖରିତ ହୋଇଥାଏ। ସକାଳେ ଶ୍ରଦ୍ଧାଳୁମାନେ ପରିବାର ସହ ନଦୀ, ପୋଖରୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri