ଖୋର୍ଦ୍ଧା

କଲେଜ ବସ୍‌ ଚାଳକଙ୍କୁ ହତ୍ୟା ପରେ ଜାଳିଦେଲେ

ଖୋର୍ଦ୍ଧା ଅଫିସ,୧୫ା୧୦: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅନ୍ତର୍ଗତ ବରୁଣେଇସ୍ଥିତ ଏକ ଘରୋଇ କଲେଜରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ଶ୍ୟାମଘନପୁର ଅଞ୍ଚଳର ରାମକୃଷ୍ଣ…

ହିନ୍ଦୁ, ମୁସଲମାନ ମିଶି କରନ୍ତି ଆରାଧନା

ଖୋର୍ଦ୍ଧା ଅଫିସ,୧୩ା୧୦: ଖୋର୍ଦ୍ଧାରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ଆରଧନା। ପୂଜାମଣ୍ଡପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆକର୍ଷଣୀୟ ସାଜସଜ୍ଜା, ତୋରଣ, ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ପୁରୁଣା ବସଷ୍ଟାଣ୍ଡରେ ନବଜ୍ୟୋତି ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ମା’ ଧନଦାତ୍ରୀଙ୍କ ପୂଜା କରାଯାଉଛି। ୫୦ବର୍ଷ…

ପରିତ୍ୟକ୍ତ ଅବସ୍ଥାରେ ସରଳାପଦର ପୁଷ୍କରିଣୀ

ବାଲୁଗାଁ,୧୩।୧୦(ଡି.ଏନ୍‌.ଏ.): ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୧ନଂ. ୱାର୍ଡ଼ ସରଳାପଦର ଗ୍ରାମ ସଂଲଗ୍ନ ତଥା ୫ନଂ ଜାତୀୟ ରାଜପଥ ପାର୍ଶ୍ୱ ରହିଥିବା ବହୁ ପୁରାତନ ପୁଷ୍କରିଣୀଟି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୁଷ୍କରିଣୀର ଚତୁଃପାର୍ଶ୍ୱରେ ବିଭିନ୍ନ ଅନାବନା ଗଛ ଉଠିଯାଇଥିବା ବେଳେ…

କଠିନ ପରିଶ୍ରମର ମୂଲ୍ୟ ପାଇଛି : ସବିତା

ଖୋର୍ଦ୍ଧା ଅଫିସ,୧୩ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା-୨୦୨୦ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ନନ୍ଦପୁର ଗ୍ରାମର ସବିତା ଦଳେଇ ୨୭୩ ର଼୍ୟାଙ୍କରେ ରହିଛନ୍ତି। ସବିତାଙ୍କ ପିତା ଗଣେଶ…

‘ଗଣପର୍ବରେ ପରିଣତ ହୋଇଛି ବାଙ୍କୀ ମହୋତ୍ସବ’

ବାଙ୍କୀ, ୧୨।୧୦ (ସ୍ବ.ପ୍ର): ବାଙ୍କୀ ମହୋତ୍ସବ ଏକ ଗଣପର୍ବରେ ପରିଣତ ହୋଇଛି। ଏହି ଅଞ୍ଚଳର ମହାପୁରୁଷମାନଙ୍କ ସ୍ମୃତିରେ ପୂଜ୍ୟପୂଜାର ଆୟୋଜନ ନିଶ୍ଚିତ ପ୍ରଶଂସନୀୟ। ଏହି ମହୋତ୍ସବ ଆମର ସଂସ୍କୃତି ଓ ଐତିହ୍ୟ ଧାରାକୁ ଅଧିକ ଗତିଶୀଳ କରିବା ସହ ଲୋକଙ୍କ ମଧ୍ୟରେ…

ଦୁର୍ନୀତି ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟ ଦୁର୍ନୀତିରେ ବୁଡିଛି। କାର୍ଯ୍ୟାଳୟରେ ଦଲାଲ ସକ୍ରିୟ ରହିଛନ୍ତି। କାର୍ଯ୍ୟାଳୟର କେତେଜଣ ଅସାଧୁ କର୍ମଚାରୀ ଏବଂ ଦଲାଲଙ୍କ ମଧୁଚନ୍ଦ୍ରିକାରେ ଚାଲିଛି କାର୍ଯ୍ୟ। ଫଳରେ ଜମିଜମା ପଟ୍ଟା, ଅନ୍ୟାନ୍ୟ କାମରେ ଆସୁଥିବା ଲୋକେ ନାହିଁ ନ ଥିବା…

ଭାଉଜଙ୍କୁ ହତ୍ୟା କଲେ ଦିଅର

ଖୋର୍ଦ୍ଧା ଅଫିସ,୧୦ା୧୦: ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଅଶାନ୍ତିରୁ ଦିଅର ହାତରେ ଭାଉଜଙ୍କ ଜୀବନ ଯାଇଛି। ତେବେ ଆକ୍ରମଣକାରୀ ଫେରାର ଅଛନ୍ତି। ମୃତକ ହେଲେ ମିନାକ୍ଷୀ ରାଉତରାୟ। ପୋଲିସ ଘଟଣାର ତଦନ୍ତ ଆରମ୍ଭ…

୭ ହାଇୱେ ଲୁଟେରା ଗିରଫ

ଖୋର୍ଦ୍ଧା ଅଫିସ,୧୦ା୧୦: ଦୀର୍ଘଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ୧୬ନମ୍ବର ଜାତୀୟ ରାଜପଥରେ ଲୁଟପାଟ ଓ ଡକାୟତି କରୁଥିବା ଏକ ହାଇୱେ ଲୁଟେରା ଗ୍ୟାଙ୍ଗ ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି। ଶନିବାର ବିଳମ୍ବିତ ରାତିରେ ତୋଟାପଡ଼ା ଖୋର୍ଦ୍ଧା ଟାଉନ ଷ୍ଟେଶନ…

ଫାଇଲ ଖୋଲିବାକୁ ଅଧିକାରୀ ଅନିଚ୍ଛୁକ

ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଆଦର୍ଶ (ଟାଉନ) ଥାନା ଅଧୀନ ଗୁରୁଜଙ୍ଗରେ ୨୦୨୧ ଅକ୍ଟୋବର ୯ ତାରିଖ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ସ୍ବାମୀ ଫେରାର ହୋଇଯାଇଥିଲେ। ଏହି…

ହଜିଯାଉଛି ଶୈଶବ

ଖୋର୍ଦ୍ଧା ଅଫିସ,୧୦ା୧୦: ଶିଶୁଙ୍କ ବିକାଶରେ ଶିଶୁ ଶ୍ରମିକ ପ୍ରଥା ଏକ ବଡ ବାଧକ। ଯଦି ଶିଶୁ ଶିକ୍ଷାଲାଭ ସମୟରେ କୌଣସି କାର୍ଯ୍ୟରେ ନିଯୁକ୍ତ ରହିଥାଏ, ତାହାକୁ ଏକ ଅପରାଧ ଭାବେ ଧରି ନିଆଯିବ। ତେଣୁ ଶିଶୁ ଶ୍ରମିକ ପ୍ରଥାକୁ ବିଲୋପ ପାଇଁ…

ଠେଙ୍ଗାପାଳି କରି ଚୋର ଜଗୁଛନ୍ତି ଗ୍ରାମବାସୀ

ବୋଲଗଡ଼,୯।୧୦(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ବୋଲଗଡ଼ ଏବଂ ବେଗୁନିଆ ଥାନା ଅଞ୍ଚଳରେ ଚୋରି ବୃଦ୍ଧି ପାଇବାରେ ଲାଗିଛି। ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ଧଳାପଥର ଫାଣ୍ଡି ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମରେ ଚୋରି ବଢ଼ିଚାଲିଥିବାରୁ ଗ୍ରାମବାସୀ ଠେଙ୍ଗାପାଳି କରି ଗ୍ରାମ ଜଗୁଥିବା ଦେଖିବାକୁ…

ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦେବି: ପ୍ରସନ୍ନ

ଖୋର୍ଦ୍ଧା ଅଫିସ/ବାଣପୁର,୯।୧୦ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ଅଲାଇଢ଼ିହ ଗ୍ରାମର ଦୃଷ୍ଟିବାଧିତ ପ୍ରସନ୍ନ କୁମାର ପଣ୍ଡା ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ ପରୀକ୍ଷା(ଓସିଏସ୍‌)ରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri