ହାତିଆସୁଣୀ ପୀଠର ଉନ୍ନତୀକରଣ କରାଯାଉ
ବୋଲଗଡ଼, ୯।୧୦(ଡି.ଏନ୍.ଏ.):ରା.େଜ୍ୟ ସରକାର ବିଭିନ୍ନ ପୀଠର ପୁନରୁଦ୍ଧାର ଏବଂ ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍ ଅନ୍ତର୍ଗତ ସାଗରଗଁା ଗ୍ରାମରେ ଥିବା ହାତିଆସୁଣୀ ପୀଠ ଅବହେଳିତ ଅବସ୍ଥାରେ ରହିଛି,…
ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ
ରାୟପୁର,୮।୧୦: ବେଶ୍ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ ବିଶିଷ୍ଟ କୁଶ ପୁତ୍ତଳିକାରେ ଅଗ୍ନି ସଂଯୋଗ କରାଯାଏ। କିନ୍ତୁ ଚଳିତବର୍ଷ ଛତିଶଗଡ଼ର ଧାମତରିରେ ଏହି…
ସାର, କୀଟନାଶକ ଦରରେ ନିୟନ୍ତ୍ରଣ ନାହିଁ
ବେଗୁନିଆ,୭ା୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ରାସାୟନିକ ସାର ଓ କୀଟନାଶକ ଚଢ଼ା ଦରରେ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ସରକାରୀ ଧାର୍ଯ୍ୟ ଦର ଠାରୁ ରସାୟନିକ ସାର ବସ୍ତା ପ୍ରତି ୫୦ରୁ ୨୦୦ଟଙ୍କା ପର୍ଯ୍ୟନ୍ତ ଅଧିକ ମୂଲ୍ୟରେ ବିକ୍ରି…
ମାଲ୍ ପରିବହନରେ ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳ ଶୀର୍ଷରେ
ଜଟଣୀ,୭ା୧୦(ଡି.ଏନ୍.ଏ.): ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳ ୨୦୨୨ ସେପ୍ଟେମ୍ବରରେ ଭାରତୀୟ ରେଳ ମଧ୍ୟରେ ମାଲ୍ ପରିବହନରେ ଶୀର୍ଷ ସ୍ଥାନ ହାସଲ କରିଛି। ଚଳିତ ଆର୍ଥିକ ବର୍ଷରେ ଦ୍ୱିତୀୟ ଥର ପାଇଁ ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳ ଶୀର୍ଷ ସ୍ଥାନ ହାସଲ କରିଛି। ସେପ୍ଟେମ୍ବରରେ ଏହି…
ଶୀତ ପାଇଁ ନନ୍ଦନକାନନ ସମୟ ବଦଳିଲା
ବାରଙ୍ଗ,୧।୧୦(ଡି.ଏନ୍.ଏ.)- ଶୀତ ଋତୁ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନର ସମୟ ପରିିବର୍ତ୍ତନ ହୋଇଛି। ଏଣିକି ପର୍ଯ୍ୟଟକଙ୍କ ଲାଗି ସକାଳ ୮ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲା ରହିବ ଉଭୟ ଉଦ୍ୟାନ। ଅକ୍ଟୋବର ପହିଲାଠାରୁ ମାର୍ଚ୍ଚ ୩୧ତାରିଖ…
ଚିଲିକା ବିଧାୟକଙ୍କ ମାମଲା ଖୋର୍ଦ୍ଧା କୋର୍ଟକୁ ସ୍ଥାନାନ୍ତର
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ସମ୍ମୁଖରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ମାମଲା ବାଣପୁର ଜେଏମ୍ଏଫ୍ସି କୋର୍ଟରେ ବିଚାରାଧୀନ ରହିଥିବା ବେଳେ ଗୁରୁବାର ଏହାର ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ…
ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ସତ୍ତ୍ୱେ ବିକାଶ ହେଉନି
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ କ୍ଷେତ୍ର ଅବହେଳିତ ଅବସ୍ଥାରେ ରହିଛି। ପର୍ଯ୍ୟଟନର ମାନ୍ୟତା ସତ୍ତ୍ୱେ ଭିତ୍ତିଭୂମି ଅଭାବରୁ ଅସ୍ତିତ୍ୱ ହଜିବାକୁ ବସିଛି। ରାଜନୈତିକ ଇଚ୍ଛାଶକ୍ତିର ଅଭାବ, ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ପର୍ଯ୍ୟଟନକ୍ଷେତ୍ରଗୁଡିକ ବିପର୍ଯ୍ୟସ୍ତ ଅବସ୍ଥାରେ…
ଧାନ ଫସଲରେ ପୋକ, ଚିନ୍ତାରେ ଚାଷୀ
ବେଗୁନିଆ,୨୮।୯(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ହୋଇଥିବା ଧାନ ଫସଲରେ ରୋଗ ଓ ପୋକଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ଏଥିଯୋଗୁ କ୍ଷେତରେ ହେକ୍ଟର ହେକ୍ଟର ଧାନ ଫସଲ ଉଜୁଡି ଯିବାକୁ ବସିଛି। ଫଳରେ ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ଅନ୍ୟପକ୍ଷରେ…
ବର୍ଷକରେ ୧୩.୫ ଟନ୍ ଗୋ’ମାଂସ ଜବତ
ଖୋର୍ଦ୍ଧା ଅଫିସ,୨୬ା୯: ଗୋ ଚାଲାଣ ପରେ ଏବେ ଗୋ’ମାଂସ ଚାଲାଣ ବଢ଼ିବାରେ ଲାଗିଛି। ଭୁବନେଶ୍ୱର-ଚେନ୍ନାଇ ୧୬ ଏବଂ ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥରେ ଦୈନିକ ଏକାଧିକ କଣ୍ଟେନରରେ ଗୋରୁଙ୍କୁ ବାହାର ରାଜ୍ୟ ଦେଇ ବାଂଲାଦେଶ ଚାଲାଣ କରାଯାଉଛି। ଖୋର୍ଦ୍ଧାରେ ଏକ…
ଆୟକର ଅଧିକାରୀ ଗିରଫ: ୫ ଲକ୍ଷ ଲାଞ୍ଚ ନେଇ ପଡ଼ିଥିଲେ ଧରା
ଖୋର୍ଦ୍ଧା ଅଫିସ,୨୫।୯: ଜଣେ ସୁନା ଦୋକାନୀଙ୍କଠାରୁ ୫ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଶନିବାର ଖୋର୍ଦ୍ଧା ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁ ସିବିଆଇ ହାତରେ ଧରାପଡିଥିଲେ। ରବିବାର ତାଙ୍କୁ ଗିରଫ କରାଯାଇ କୋର୍ଟରେ ହାଜର କରାଯିବ ବୋଲି ସିବିଆଇ, ନୂଆଦିଲ୍ଲୀ…
ସରୁନି ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ
ଜଟଣୀ,୨୫।୯(ଡି.ଏନ୍.ଏ.): ଶିକ୍ଷାର ବିକାଶ ସହିତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ସୁଦୃଢ କରିବା ପାଇଁ ସରକାର ଅନେକ ଯୋଜନା କରୁଛନ୍ତି। ତେବେ ଅନେକ ସମୟରେ ବିଭାଗୀୟ ଅଧିକାରୀ ଅବହେଳା ଓ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏଥିରେ ବ୍ୟତିକ୍ରମ ହୋଇଥାଏ। ଜଟଣୀ ପୌରାଞ୍ଚଳର କୁଦିଆରୀ ଏବଂ…
ଆୟକର ଅଧିକାରୀଙ୍କ ଘରେ ସିବିଆଇ ରେଡ୍
ଖୋର୍ଦ୍ଧା ଅଫିସ ,୨୪।୯: ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ପକ୍ଷରୁ ଶନିବାର ଚଢ଼ାଉ ହୋଇଛି। ସୁମନ ଖୋର୍ଦ୍ଧାର ଏକ ଜୁଏଲାରୀ ମାଲିକଙ୍କ ଠାରୁ ୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ୱର ସିବିଆଇ ଟିମ୍ ତାଙ୍କୁ…
Archives


