୫୦ ଦୋକାନ ଭାଙ୍ଗିଲା ବିଡିଏ
ଫୁଲନଖରା,୨୩।୯(ଡି.ଏନ.ଏ): ବିଏମ୍ସି ୪ ନମ୍ବର ୱାର୍ଡସ୍ଥିତ ନଖରା ମୌଜାର ଫୁଲନଖରା ଡିଷ୍ଟ୍ରିବୁଟାରୀ କେନାଲ ପାର୍ଶ୍ୱ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଜାଗାରେ ବେଆଇନ ଭାବେ ଗଢି ଉଠିଥିବା ଦୋକାନଗୁଡ଼ିକ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପ୍ରକିୟାରେ ବିଡିଏ ଏନଫୋର୍ସମେଣ୍ଟ…
ନିଷେଧ ସତ୍ତ୍ୱେ ବଢୁଛି ବେଆଇନ ଘେରି
ଖୋର୍ଦ୍ଧା ଅଫିସ,୨୩ା୯: ଏସିଆ ମହାଦେଶର ବୃହତ୍ ହ୍ରଦ ଚିଲିକାର ମୁହାଣ ଦିନକୁ ଦିନ ପୋତି ହେବାରେ ଲାଗିଛି। ଫଳରେ ଏହାର ପରିସୀମା ସଙ୍କୁଚିତ ମଧ୍ୟ ହେବାରେ ଲାଗିଛି। ଚିଙ୍ଗୁଡି ଚାଷ ପାଇଁ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଛି ହେକ୍ଟର ହେକ୍ଟର…
ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର: ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ
ଖୋର୍ଦ୍ଧା ଅଫିସ,୨୨ା୯: ଖୋର୍ଦ୍ଧାରେ ଦିନକୁ ଦିନ ବଢ଼ିଚାଲିଛି ବ୍ରାଉନସୁଗାର କାରବାର। ବାରମ୍ବାର ଚଢ଼ାଉ ସତ୍ତ୍ୱେ ଥମିବାର ନାଁ ଧରୁନି। ଯେତିକି ଧରା ହେଉଛି, ସେତିକି ବଢୁଛି। ବ୍ରାଉନସୁଗାର ମାଫିଆଙ୍କ ଚରାଭୂଇଁ ପାଲଟିଛି ଖୋର୍ଦ୍ଧା ସହର। ଗୁରୁବାର ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ…
କୋଭିଡ୍ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ଆସିବ ସ୍ବତନ୍ତ୍ର ନୀତି
ଖୋର୍ଦ୍ଧା ଅଫିସ,୨୧ା୯: ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ, ଫୁଡ୍ପାର୍କ,…
ବନ୍ଧୁକ ଦେଖାଇ ବଟି ମାଗୁଛନ୍ତି ଯୁବକ
ଖୋର୍ଦ୍ଧା ଅଫିସ,୧୯ା୯:ଖୋର୍ଦ୍ଧା ସଦର ଥାନା ଅଧୀନ ଗ୍ରାମାଞ୍ଚଳରେ ନିଶା ଓ ଚୋରା ବନ୍ଧୁକ କାରବାର ଚାଲିଛି। ଅସାମାଜିକ ଯୁବକମାନେ ବନ୍ଧୁକ ଧରି ବୁଲୁଛନ୍ତି। ଦିନଦ୍ୱିପ୍ରହରରେ ଲୋକଙ୍କୁ ବନ୍ଧୁକ ଦେଖାଇ ଡରାଇ ଧମକାଇ ବଟି ଆଦାୟ କରୁଛନ୍ତି। ଏଭଳି ଏକ ଭିଡିଓ ଏବେ…
୧୮୧୭ ପାଇକ ବିଦ୍ରୋହ ଗବେଷଣା ଜରୁରୀ
ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା କଳିଙ୍ଗ ପାଇକ ସଙ୍ଗଠନ ଆନୁକୂଲ୍ୟରେ ଭାରତ ସ୍ବାଧୀନତା ସଂଗ୍ରାମରେ ନବ ଉନ୍ମେଷ-ପାଇକ ବିଦ୍ରୋହ ଶୀର୍ଷକ ଆଲୋଚନାଚକ୍ର ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଉପଦେଷ୍ଟା ଶିକ୍ଷାବିତ୍ ଭୀମସେନ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି…
ସିସିଟିଭି ଜଗିବ ପୂଜାମଣ୍ଡପ
ଖୋର୍ଦ୍ଧା ଅଫିସ,୧୮।୯: ଆଉ ଦିନ କେଇଟା ପରେ ଧରାପୃଷ୍ଠରେ ପୂଜା ପାଇବେ ଜଗତ୍ଜନନୀ ମା’ଦୁର୍ଗା ଓ ଧନଲକ୍ଷ୍ମୀ। ଦୁଇବର୍ଷ ପରେ ବିନା କଟକଣାରେ ମା’ଙ୍କ ପୂଜାର୍ଚ୍ଚନା ସହ ସମୂହ ଭସାଣି ଅନୁଷ୍ଠିତ ହେବ। ଫଳରେ ଖୋର୍ଦ୍ଧାରେ ପ୍ରବଳ ଜନସମାଗମ ହେବା ସମ୍ଭାବନା…
ଗଳା କାଟି ପଥରରେ ଛେଚିଦେଲେ
ଖୋର୍ଦ୍ଧା ଅଫିସ, ୧୭।୯: ଖୋର୍ଦ୍ଧାରେ ଜଣେ ଯୁବକଙ୍କୁ ଗଳା କାଟିବା ପରେ ପଥରରେ ଛେଚି ବୀଭତ୍ସ ହତ୍ୟା କରାଯାଇଛି । ଶନିବାର ଜଟଣୀ ଥାନା ମିଲ୍ପୋଖରୀ ନିକଟରୁ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଗଜପତି ନଗର ଅଞ୍ଚଳର ଜି.ଈଶ୍ବର…
ବାଲିଗୁଡ଼ାରୁ ଭୁବନେଶ୍ୱର ଆସୁଥିଲା ଗଞ୍ଜେଇ
ଖୋର୍ଦ୍ଧା ଅଫିସ,୧୭ା୯: ବ୍ରାଉନ୍ସୁଗାର ପରେ ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି। ବ୍ରାଉନ୍ସୁଗାର କାରବାର ଉପରେ ଏସ୍ଟିଏଫ୍ ପକ୍ଷରୁ ବାରମ୍ବାର ଚଢ଼ାଉ ଯୋଗୁ ମାଫିଆମାନଙ୍କ ନଜର ଏବେ ଗଞ୍ଜେଇ ଉପରେ ରହିଛି। କନ୍ଧମାଳରୁ ଭୁବନେଶ୍ୱରକୁ ଜାତୀୟ ରାଜପଥ ଦେଇ ଗଞ୍ଜେଇ ଚୋରାଚାଲାଣ ଚାଲିଛି।…
୩୧ ମଣ୍ଡପରେ ପୂଜାପାଇବେ ଗଜଲକ୍ଷ୍ମୀ
ଖୋର୍ଦ୍ଧା ଅଫିସ,୧୬ା୯: ଦୁଇ ବର୍ଷ ପରେ ବିନା କଟକଣାରେ ହେବ ଗଜଲକ୍ଷ୍ମୀ ପୂଜା। ଓଡ଼ିଶାର ଢେଙ୍କାନାଳ ପରେ ଖୋର୍ଦ୍ଧା ସହରରେ ଆଡ଼ମ୍ବରରେ ପାଳିତ ହୋଇଥାଏ ଗଜଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା। ଏଥିଲାଗି ସମସ୍ତ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶାନ୍ତିଶୃଙ୍ଖଳାର ସହ…
ଓଭରବ୍ରିଜ୍ ନିର୍ମାଣ ବିଳମ୍ବ ନେଇ ଅସନ୍ତୋଷ
ନିରାକାରପୁର,୧୬।୯(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ନୂଆ ଜଗନ୍ନାଥ ସଡ଼କ ଉପରେ ଏକ ଓଭରବ୍ରିଜ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପୂର୍ତ୍ତ ବିଭାଗ ଓ ରେଲଓ୍ବେ ଅଧିକାରୀ ସ୍ଥିତି ଦେଖିବା ସହ ନକ୍ସା ପ୍ରସ୍ତୁତ କରିସାରିଲେଣି। ଏପରିକି ସେଠାରେ ମୋରମ…
ଖରିଫ ଧାନକିଣାରେ ହେରଫେର: ଚାଷୀଙ୍କ ୬ କୋଟି ଟଙ୍କା ଆତ୍ମସାତ୍
ଖୋର୍ଦ୍ଧା ଅଫିସ,୧୫ା୯: ୨୦୨୧-୨୨ ବର୍ଷ ଲାଗି ଖରିଫ ଧାନକିଣାର ଶେଷ ଦିବସ ମାର୍ଚ୍ଚ ୩୧ତାରିଖ ରହିଥିଲା। ଏହାର ୬ଦିନ ପୂର୍ବରୁ ଅର୍ଥାତ ମାର୍ଚ୍ଚ ୨୫ରେ ପ୍ରଶାସନ ଧାନକିଣା ସାରିଦେଲା। ୧୩ ଲକ୍ଷ ୫୨ ହଜାର ୮୪୧ କୁଇଣ୍ଟାଲ ଧାନ ସଂଗ୍ରହ ଲାଗି…
Archives


