ଖୋର୍ଦ୍ଧା

ରାଷ୍ଟ୍ରପତିଙ୍କୁ ଜେଜେମା’ ସମ୍ବୋଧନ କରି ଚିଠି

ଖୋର୍ଦ୍ଧା ଅଫିସ,୨୩ା୧୧: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଓଡ଼ିଶାର ସୁଖ୍ୟାତି ବଢ଼ିଛି। ସେ ପିଲାଙ୍କୁ ଭଲ ପାଉଥିବା ତାଙ୍କ ପ୍ରଥମ ଓଡ଼ିଶା ଗସ୍ତ ଅବସରରେ ପ୍ରମାଣିତ ହୋଇଛି। ଖୋର୍ଦ୍ଧା ବିଡିଏ କଲୋନୀର ବାସିନ୍ଦା ତଥା ପାନବରଜସ୍ଥିତ ଏକ…

୪ ଛୁଆ ଜନ୍ମଦେଲା ସିଂହୀ ବିଜ୍‌ଲୀ

ବାରଙ୍ଗ,୨୩।୧୧(ଡି.ଏନ୍‌.ଏ.): ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। ଧୀରେ ଧୀରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସମୟରେ ନନ୍ଦନକାନନର ସିଂହୀ ବିଜଲୀ ପର୍ଯ୍ୟଟକଙ୍କୁ ଭେଟି ଦେଇଛି। ଏସୀୟ ସିଂହୀ ବିଜଲୀ ମଙ୍ଗଳବାର ତା’ର ତୃତୀୟ ଗର୍ଭରୁ ୪ଟି ଶାବକଙ୍କୁ ଜନ୍ମ…

ରାଜଧାନୀ ଉପକଣ୍ଠରେ ହତ୍ୟା

ବାରଙ୍ଗ/ଯାଁଳା,୨୩।୧୧(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ ହେଲେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପଞ୍ଚପଲ୍ଲୀ ପଞ୍ଚାୟତ ବ୍ରହ୍ମକୁଣ୍ଡଳ ଗଁାର ବଂଶୀଧର ଜେନା। କିନ୍ତୁ…

କାର ଭିତରୁ ୨୨ ଲକ୍ଷ ଟଙ୍କା ଜବତ: ଅଭିଯୁକ୍ତ ଫେରାର

ଖୋର୍ଦ୍ଧା ଅଫିସ,୨୨।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଛି। ଜବତ କାର( ନଂ ଓଡି୦୨ସିବି-୪୨୪୨)ର ମୂଲ୍ୟ ପ୍ରାୟ ୧୮ଲକ୍ଷ ଟଙ୍କା ହେବ। ତେବେ ପୋଲିସକୁ ଚକମା…

ବଦଳିବ ଭଗବତୀ, ଉଗ୍ରତାରା ପୀଠ ରୂପରେଖ

ଖୋର୍ଦ୍ଧା ଅଫିସ/ବାଣପୁର/ଗମ୍ଭାରୀମୁଣ୍ଡା/ନିରାକାରପୁର,୨୨ା୧୧(ଡି.ଏନ୍‌.ଏ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ କରିଛନ୍ତି। ମା’ଙ୍କ ନିକଟରେ ସେ ପୂଜାର୍ଚ୍ଚନା ସହ ଏହି ଦୁଇଟି ପୀଠର ଭିତ୍ତିଭୂମି…

ଆଜି କେସିସିବି ଉପାଧ୍ୟକ୍ଷା ଲାଗି ନାମାଙ୍କନ ଦାଖଲ

ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ ଦାଖଲ ରହିଛି। ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଅପରାହ୍ନ…

ବାଘ ପାଇଁ ବନ ବିଭାଗ ନାକେଦମ୍‌

ଖୋର୍ଦ୍ଧା ଅଫିସ,୧୯ା୧୧: ଖୋର୍ଦ୍ଧା ବନାଞ୍ଚଳରେ ବାଘ ବୁଲୁଥିବା ନେଇ ଖବର ପ୍ରଚାରିତ ହେବା ପରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଶରଧାପୁର, ଜରିପୁଟ, ତୋଟାପଡା, ବେରୁଅଁ ଆଦି ଜଙ୍ଗଲରେ…

ଛଟେଇ ପ୍ରତ୍ୟାହାର ନ ହେଲେ ୨୨ରୁ ଅନିର୍ଦ୍ଦିଷ୍ଟ ଧାରଣା

ଖୋର୍ଦ୍ଧା ଅଫିସ,୧୮ା୧୧: ରାଜଧାନୀ ଭୁବନେଶ୍ୱରରେ ଘରୋଇ ରାଷ୍ଟ୍ରଦ୍ୟୋଗ ଅଧୀନରେ ଦୀର୍ଘ ୧୪ବର୍ଷ ଧରି ଟେକ୍ନିସିଆନ ଭାବେ କାର୍ଯ୍ୟରତ କର୍ମଚାରୀଙ୍କୁ ଛଟେଇ ପ୍ରତିବାଦରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ସହଅନୁବନ୍ଧିତ ଅଲ ଓଡ଼ିଶା ଭାରତୀ ଇନଫାଟେଲ୍‌ ଟେକ୍‌ନିସିଆନ୍‌ ୟୁନିୟନ ପକ୍ଷରୁ ଆସନ୍ତା ୨୧ ଓ…

ମାଟି ତଳୁ ମିଳିଲା ମଣିଷର ହାତ

ଖୋର୍ଦ୍ଧା ଅଫିସ,୧୭ା୧୧: ସଦର ଥାନା ଅନ୍ତର୍ଗତ ଦୁର୍ଗାପୁର ପଞ୍ଚାୟତ ବେଙ୍ଗିଟାଙ୍ଗି ଆମ୍ବ ତୋଟାରେ ମାଟି ଭିତରୁ ଏକ ମଣିଷର ହାତ ଦେଖିବାକୁ ମିଳିଛି। ବୁଧବାର ଏହି ଘଟଣା ଜଣାପଡ଼ିବା ପରେ ପୋଲିସ ଟିମ୍‌ ପହଞ୍ଚି ଚାରିପଟ ଦୌଡ଼ି ଟାଣି ସିଲ୍‌ କରିଥିଲା।…

ଅବହେଳିତ ଅବସ୍ଥାରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି

ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର ଅନ୍ୟତମ କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ନେତୃ୍‌ତ୍ୱରେ ୧୮୧୭ରେ ଖୋର୍ଦ୍ଧା ମାଟିରୁ ଦିନେ ଇଂରେଜମାନଙ୍କ ବିରୋଧରେ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୨ା୧୧: ଖୋର୍ଦ୍ଧା ସଦର ଥାନା ଅଧୀନ ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ରନାଥ ବଳିୟାରସିଂ (୭୦)। ଖବରପାଇ ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର…

ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୧ା୧୧: ଖୋର୍ଦ୍ଧା ସଦର ଥାନା ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ ହୋଇଛି। ରାଜନୈତିକ ଶତ୍ରୁତା ଓ ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ହତ୍ୟା କରାଯାଇଛି। ମୃତକ ହେଲେ ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ର ବଳିଆରସିଂହ। ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?