ଖୋର୍ଦ୍ଧା

ବୋଲଗଡ଼ ରୋଡ୍‌ ହେବ ମାଣିକାଗୋଡ଼ା ରେଳ ଷ୍ଟେଶନ

ବୋଲଗଡ଼,୨ା୯(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲାର ବୋଲଗଡ଼ ରୋଡ୍‌ ରେଳ ଷ୍ଟେଶନର ନାମ ପରିବର୍ତ୍ତନ କରାଯାଇ ମାଣିକାଗୋଡ଼ା ହେବ। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଚିଠି ମାଧ୍ୟମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଜଣାଇଛନ୍ତି। ଏହି ସୂଚନା ଗୁରୁବାର ଏମ୍‌ପିଙ୍କ ବୋଲଗଡ଼ ପ୍ରତିନିଧି ରଘୁନାଥ…

ପାଣିରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ନିରାକାରପୁର,୧ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଚାନେଗିରି ପଞ୍ଚାୟତ ରମାବିଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କ ଅଢ଼େଇ ବର୍ଷର ଝିଅ ରାଣୀ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି, ରାଣୀ…

ସମସ୍ୟାକୁ ଅଣଦେଖା କରୁଛି ପୌର ପ୍ରଶାସନ

ଖୋର୍ଦ୍ଧା ଅଫିସ,୩୧ା୮: ବୁଧବାର ଖୋର୍ଦ୍ଧା ପୌର ପ୍ରଶାସନ ପାଳିବ ୬୩ତମ ସ୍ବାୟତ୍ତ ଶାସନ ଦିବସ। ଦୀପ ତଳ ଅନ୍ଧାର ଭଳି ରାଜଧାନୀ ଜିଲା ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ପରିମଳ, ବିପର୍ଯ୍ୟସ୍ତ ଡ୍ରେନେଜ ଓ ରାସ୍ତାକଡ଼ କ୍ୟାବିନ ସହରର ମୁଖ୍ୟ…

ବ୍ରିଜ୍‌ରେ ସ୍କୁଟି ରଖି ଚାଲିଯିବାରୁ ଅଡୁଆ

ବାରଙ୍ଗ,୩୧।୮(ଡି.ଏନ.ଏ.): ଗତ କିଛିଦିନ ଧରି କଟକ ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ଆତ୍ମହତ୍ୟା ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏଭଳି ସମୟରେ ମଙ୍ଗଳବାର ଭୋରୁ ଉକ୍ତ ବ୍ରିଜ୍‌ ଉପରେ ଏକ ସ୍କୁଟି ଓ ଚପଲ ରହିଥିଲା। ଏହା ଦୀର୍ଘ ସମୟ ପର୍ଯ୍ୟନ୍ତ…

ଗାଁରେ ପହଞ୍ଚିଲା ମହିଳା ଏସ୍‌ଆଇଙ୍କ ମୃତଦେହ: ବିଭିନ୍ନ ଦାବିରେ ରାସ୍ତାରୋକୋ କଲେ ଗ୍ରାମବାସୀ

ନିରାକାରପୁର,୨୯ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଥିଲେ। ତେବେ ସୋମବାର ତାଙ୍କ ମୃତଦେହ ନିଜ ଗ୍ରାମ ଖୋର୍ଦ୍ଧା ଜିଲା ନିରାକାରପୁରରେ ପହଞ୍ଚିବା ପରେ ସ୍ଥାନୀୟ କଲେଜ ଛକଠାରେ ମୃତଦେହ ରଖି ରାସ୍ତାରୋକୋ…

ଶୋଭାପାଇବ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ

ଜଟଣୀ,୨୯ା୮(ଡି.ଏନ୍‌.ଏ.): ଆଉ ଦିନକ ପରେ ଗଣେଶ ପୂଜା। ଏ ନେଇ ଉତ୍ସବ ମୁଖର ପୁରପଲ୍ଲୀ। ଦୁଇବର୍ଷ ପରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। ଏହି ପରିପ୍ରେକ୍ଷୀରେ…

ପ୍ରତିଶ୍ରୁତିରେ ଅଟକିଛି ଲେଖନପୁର ଆଡ଼ିବନ୍ଧ ନିର୍ମାଣ

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ବ୍ଲକରେ ବନ୍ୟା ତାଣ୍ଡବ ରଚିଥିଲା। ପାଣି ଛାଡ଼ିବା ପରେ ଏବେ ସ୍ଥିତି ସ୍ବାଭାବିକ ହୋଇଛି। ବନ୍ୟାପାଣି ଘେରରେ ଥିବା ବିପନ୍ନ ପରିବାରଙ୍କ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗ୍ରାମବାସୀ ବନ୍ୟାକଷ୍ଟକୁ ଭୁଲି ନିଜ କାମରେ ଲାଗିଲେଣି। ତେବେ…

୧୮ ମାସରେ ସରିବ ନିର୍ମାଣ କାର୍ଯ୍ୟ

ଜଟଣୀ,୨୮।୮(ଡି.ଏନ୍‌.ଏ.):ଜଟଣୀସ୍ଥିତ ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ନାଇଜର) କ୍ୟାମ୍ପସ୍‌ ପରିସରରେ ହେବାକୁ ଥିବା ଟାଟା ମେମୋରିଆଲ କ୍ୟାନ୍‌ସର ମେଡିକାଲ ନିର୍ମାଣ ବିଷୟରେ ଶନିବାର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ନିର୍ମାଣକୁ…

୩ ଦିନ କ୍ଷୟକ୍ଷତି ଆକଳନ କରିବ ଟିମ୍‌

ଖୋର୍ଦ୍ଧା ଅଫିସ,୨୮।୮: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାର ଅନେକ ଗଁା ଜଳମଗ୍ନ ହୋଇଥିବା ବେଳେ ଶତାଧିକ ଗ୍ରାମବାସୀ ପ୍ରଭାବିତ ହୋଇଥିଲେ। ଏକର ଏକର ଚାଷଜମିରେ ବନ୍ୟାପାଣି ମାଡ଼ି ଫସଲ ନଷ୍ଟ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ଓଡ଼ିଶାର ସ୍ଥିତି ଅନୁଧ୍ୟାନ…

ସଜେଇ ହେଲାଣି ପୂଜାମଣ୍ଡପ

ଜଟଣୀ,୨୮।୮(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ଗଣେଶ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଦୁଇ ବର୍ଷ ପରେ ବିନା କରୋନା କଟକଣାରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ…

ଚୋରି ସମ୍ପର୍କରେ ନ ମାନିବାରୁ ପିଟି ମାରିଦେଇଥିଲେ

ଖୋର୍ଦ୍ଧା ଅଫିସ,୨୭ା୮: ଖୋର୍ଦ୍ଧା ଟାଉନ ଥାନା ଅଧୀନ ପୁବୁସାହିର ବାସୁଦେବ ପ୍ରଧାନ ହତ୍ୟାକାଣ୍ଡ ମାମଲାରେ ଶନିବାର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଧୀନ ପୁବୁସାହି କପିଳେଶ୍ୱରପୁରର ମୁଖ୍ୟ ଅଭିଯୁକ୍ତ ରବି…

ମୁଖ୍ୟ ଆକର୍ଷଣ ସାଜିବ ୩୫ କିଲୋ ଲଡୁ

ଜଟଣୀ,୨୬।୮(ଡି.ଏନ୍‌.ଏ.):ଆଉ ଦିନ କେଇଟା ପରେ ଗଣେଶ ପୂଜା। ଏହି ପୂଜା ପାଳନକୁ ନେଇ ଖୋର୍ଦ୍ଧାର ଜଟଣୀ ସହର ଚଳଚଞ୍ଚଳ ହୋଇପଡ଼ିଛି। ଦୁଇ ବର୍ଷର ବ୍ୟବଧାନ ପରେ ଭକ୍ତଙ୍କ ଗହଣରେ ପୂଜା ହେଉଥିବାରୁ ଏକାଠି ହେବେ ଭକ୍ତ ଏବଂ ଭଗବାନ। ସହରର କୋଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri