ଚିଲିକାରେ ଫସିଲା ଡଙ୍ଗା: ୮ ପର୍ଯ୍ୟଟକ ଉଦ୍ଧାର
ବାଲୁଗଁା,୮ା୧୨(ଡି.ଏନ୍.ଏ.): କାଳିଜାଈ ଦର୍ଶନ ସାରି ୮ଜଣ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବା ଏକ ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଗୁରୁବାର ଦୀର୍ଘ ସମୟ ଧରି ଚିଲିକାରେ ଫସି ରହିଥିଲା। ଖବରପାଇ ବଡ଼କୂଳ ପାନ୍ଥନିବାସ ପରିଚାଳକ ସବ୍ୟସାଚ୍ଚୀ କର ଅନ୍ୟ ଏକ ବୋଟ୍ରେ…
ଚିଲିକାରୁ ୧୦୫ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗଁା,୯ା୧୨(ଡି.ଏନ୍.ଏ.):ଚିଲିକାକୁ ଘେରି ମୁକ୍ତ କରିବା ପାଇଁ ହାଇକୋର୍ଟ ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଚିଲିକା ତହସିଲଦାର ପ୍ରଦୀପ କୁମାର ସାହୁ ଓ ଜିଲା ମତ୍ସ୍ୟ ବିଭାଗ…
ପାଚେରି ଡେଇଁ ବାହାରକୁ ଆସିଲା ସିଂହ ଛୁଆ
ବାରଙ୍ଗ,୮।୧୨(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବିବାଦର ପିଛା ଛାଡୁ ନ ଥିବାବେଳେ ଏବେ ପୁଣି ଏକ ନୂଆ ବିବାଦରେ ଛନ୍ଦି ହୋଇଯାଇଛି। ବୁଧବାର ଲାଳନପାଳନ କେନ୍ଦ୍ରରେ ରହି ବଢୁଥିବା ସିଂହ ଛୁଆ କାମିନୀ ପାଇଁ ଜନ୍ତୁ ବିଭାଗର ଚିନ୍ତା ବଢ଼ିଯାଇଛି। ଲାଳନପାଳନ…
ବରୁଣେଇରେ ପାଇକ ସମାବେଶ
ଖୋର୍ଦ୍ଧା ଅଫିସ,୮ା୧୨: ପୁଣି ପାଇକ ମାଟିରେ ତେଜିଲା ଆନ୍ଦୋଳନ। ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା, ପାଇକ ରେଜିମେଣ୍ଟ ଗଠନ, ପାଇକବୀରଙ୍କୁ ପେନସନ୍ ବ୍ୟବସ୍ଥା, ସ୍ମାରକୀ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ନିମନ୍ତେ ଦାବି ଜୋର୍ ହୋଇଛି। ବୁଧବାର ବରୁଣେଇ ପାହାଡ଼…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାସଭବନ ସମେତ ୭ ସ୍ଥାନରେ ଚଢାଉ ଜାରି
ଖୋର୍ଦ୍ଧା ଅଫିସ,୬।୧୨: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ମଙ୍ଗଳବାର ଚଢାଉ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ଖୋର୍ଦ୍ଧା ସ୍ଥିତ…
ଉଦ୍ଧାର ଶାଗୁଣା ନନ୍ଦନକାନନ ଆସିଲା
ବାରଙ୍ଗ,୨।୧୨ (ଡି.ଏନ୍.ଏ.): ଯାଜପୁର ଜିଲା ମହାକାଳପଡା ଗ୍ରାମର ଏକ କୁକୁଡା ଘରୁ ଉଦ୍ଧାର ହୋଇଥିବା ଭାରତୀୟ (ଲମ୍ବାଥଣ୍ଟିଆ) ଶାଗୁଣା ଗୁରୁବାର ସାରେ ନନ୍ଦନକାନନକୁ ଆସିଛି। ଶାଗୁଣାଟିର ଲିଙ୍ଗ ଚିହ୍ନଟ ହୋଇପାରି ନ ଥିବାବେଳେ ସେ ତରୁଣ ବୟସ୍କ ବୋଲି ଜଣାପଡିଛି। କିଛିଦିନ…
ଆଜି ବିଶ୍ୱ ଏଡ୍ସ ଦିବସ: ୨୦ବର୍ଷରେ ୩୬୯୫ ପଜିଟିଭ, ୨୪୨ ମୃତ
ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ଜିଲାରେ ଏଡ୍ସ ନିରାକରଣ ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲେ ମଧ୍ୟ ପଜିଟିଭ ହାର ବୃଦ୍ଧି ପାଇବାରେ ଲାଗିଛି। ତଥ୍ୟ ଅନୁଯାୟୀ, ଗତ ୨୦୦୨ରୁ ୨୦୨୨ ଅକ୍ଟୋବର ସୁଦ୍ଧା ୨୦ବର୍ଷ ମଧ୍ୟରେ ଏଡ୍ସ ସଚେତନତା ଦିଗରେ ୧୩ଲକ୍ଷ…
ଟ୍ରେନ୍ ଉପରେ ଚଢ଼ି ସେଲ୍ଫି ନେଉଥିଲେ ଯୁବତୀ, ଚାଲିଗଲା ଜୀବନ
ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ତାପଙ୍ଗ ଷ୍ଟେଶନରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଷ୍ଟେଶନରେ ଠିଆ ହୋଇଥିବା ଏକ ମାଲ୍ବାହୀ ଟ୍ରେନ୍ ଉପରେ ଚଢ଼ି ଜଣେ ଯୁବତୀ ସେଲ୍ଫି ନେଉଥିବା ବେଳେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଥିଲେ। ସଙ୍ଗେ ସଙ୍ଗେ…
ଟ୍ରକ୍ ପଛରେ ପିଟି ହେଲା କାର୍, ୪ ଜଣଙ୍କ ଜୀବନ ଗଲା
ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ବଡ଼ପୋଖରୀଆ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏନ୍ଏଚ୍-୧୬ରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ କାର୍ ପିଟି ହେବାରୁ ଘଟଣାସ୍ଥଳରେ ୪ଜଣଙ୍କ ଜୀବନ ଯାଇଛି। କାର୍ରେ ଥିବା ୨ଜଣ…
ବିଳମ୍ବିତ ରାତିରେ ବ୍ୟାଙ୍କ୍ରୁ ଚୋରି
ଖୋର୍ଦ୍ଧା ଅଫିସ,୩୦।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଗୁରୁଜଙ୍ଗ ସ୍ଥିତ ୟୁକୋ ବ୍ୟାଙ୍କ୍ ପାଇକ ତିଗିରିଆ ଶାଖାରେ ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁବୃର୍ତ୍ତ ଉପର ଛାତ ଆଜବେଷ୍ଟସ ଭାଙ୍ଗି ବ୍ୟାଙ୍କ୍ ଭିତରେ ପଶି ଚୋରି କରିଥିବା ଜଣାପଡିଛି। ତେବେ ବ୍ୟାଙ୍କ୍ରୁ…
ମୁକୁଳା ଡ୍ରେନ୍ ପାଇଁ ବଢୁଛି ଦୁର୍ଘଟଣା
ନିରାକାରପୁର,୨୯।୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ବଜାରର ବର୍ଷା ପାଣି ନିଷ୍କାସନ ପାଇଁ ଗେଟ ବଜାର ରେଳବାଇ ଫାଟକ ନିକଟରୁ ନରେନ୍ଦ୍ରପୁର ପର୍ଯ୍ୟନ୍ତ ଏକ ଡ୍ରେନ୍ ନିର୍ମାଣ କରାଯାଇଛି। ଅନେକ ସ୍ଥାନରେ ଡ୍ରେନ ଉପରେ ସ୍ଲାବ୍ ନ ଥିବାରୁ ଦୈନିକ ଛୋଟବଡ଼…
ଖୋର୍ଦ୍ଧା ତହସିଲଦାର, ଆର୍ଆଇଙ୍କ ବିରୋଧରେ ମାମଲା ରୁଜୁ
ଖୋର୍ଦ୍ଧା ଅଫିସ,୨୮ା୧୧: ଖୋର୍ଦ୍ଧା ରାଜସ୍ବ ନିରୀକ୍ଷକ (ଆର୍ଆଇ) କାର୍ଯ୍ୟାଳୟ ନିକଟସ୍ଥ ଏକ ସେବାକେନ୍ଦ୍ରକୁ ଭାଙ୍ଗି ଦେବା ନେଇ ଗୁରୁଜଙ୍ଗର ରଣଜିତ ମହାପାତ୍ର ଗତ ଅକ୍ଟୋବର ୩ରେ ଖୋର୍ଦ୍ଧା ତହସିଲଦାର ଏବଂ ଆର୍ଆଇଙ୍କ ବିରୋଧରେ ଆଦର୍ଶ ଥାନାରେ ଏତଲା ଦେଇଥିଲେ। ମାତ୍ର ଥାନାରେ…

