ଖୋର୍ଦ୍ଧା

ନନ୍ଦନକାନନରେ ହାତୀ ପ୍ରେମା ଅସୁସ୍ଥ , ଚାଲିଛି ଚିକିତ୍ସା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ହାତୀ ପ୍ରେମା ଅସୁସ୍ଥ ହୋଇପଡିଛି। ଏବେ ତାର ଚିକିତ୍ସା ଚାଲିଛି। ବାର୍ଦ୍ଧକ୍ୟ ଜନିତ କାରଣ ଯୋଗୁ ହାତୀଟି ଅସୁସ୍ଥ ହୋଇପଡିଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ତେବେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ପାଇଁ ହାତୀ ଖୁଆଡ଼…

ସୁଧୁରୁନି ଟ୍ରାଫିକ ସମସ୍ୟା, ଲୋକେ ହଇରାଣ

ଖୋର୍ଦ୍ଧା ଅଫିସ,୨୭ା୧୦: ଖୋର୍ଦ୍ଧା ସହରରେ ଟ୍ରାଫିକ ସମସ୍ୟା ସୁଧୁରୁନି। ସହରର ଜନସଂଖ୍ୟା ବୃଦ୍ଧି ସହ ଯାନବାହନ ସଂଖ୍ୟା ମଧ୍ୟ ବଢିଚାଲିଛି। ଉଠାଦୋକାନୀ, ଜବରଦଖଲ, ରାସ୍ତାକୁ ଲାଗିରହିଥିବା ବ୍ୟବସାୟିକ ପ୍ରତିଷ୍ଠାନ ଯୋଗୁ ରାସ୍ତା ସଙ୍କୁଚିତ ହେବାରେ ଲାଗିଛି। ପୁଣି ରାସ୍ତାର ଉଭୟ ପାର୍ଶ୍ୱରେ…

ପୋଲିସ ଚାପରେ ସ୍କୁଲ ଖୋଲିଲା, ପିଲା ଆସିଲେନି

ନିରାକାରପୁର,୨୭।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପୋଖରିଆ ପଞ୍ଚାୟତରେ ଥିବା ବୋଡଙ୍ଗରାପାଟଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ୨ ଦଫା ଦାବି ନେଇ ଅଭିଭାବକ ଓ ଗ୍ରାମବାସୀ ସ୍କୁଲ ଫାଟକରେ ୩ଥର ତାଲା ପକାଇଥିଲେ। ଏହାପରେ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ…

କୁକୁର ଏକାଦଶାହ ପାଳିଲେ ମାଲିକ

ଖୋର୍ଦ୍ଧା ଅଫିସ,୨୭ା୧୦: ସମାଜର ମଣିଷ ଜାତିରେ କେହି ମୃତ ହେଲେ ଦଶାହ, ଏକାଦଶାହ ହୋଇଥାଏ। ଏଥିରେ ପରିବାରର ସମସ୍ତ ସଦସ୍ୟ ଏକାଠି ହୋଇ ମୃତବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସ୍ମୃତି ଉଦ୍ଦେଶ୍ୟରେ ରନ୍ଧା ହୋଇ ଖାଦ୍ୟ ଅର୍ପଣ କରାଯାଇଥାଏ। ହେଲେ ଏକ…

ପଥରରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ଖୋର୍ଦ୍ଧା ଅଫିସ,୨୭ା୧୦: ଭକ୍ତର ଆରାଧନାରେ ଖୁସି ହୋଇ ଭଗବାନ ବିଭିନ୍ନ ରୂପରେ ପ୍ରକଟ ହୋଇଥାନ୍ତି। ଏଭଳି ଏକ ଅଲୌକିକ ଘଟଣା ବୋଲଗଡ଼ ବ୍ଲକର ବାଙ୍କେଇ ନିକଟ ହାଟବସ୍ତ ଗ୍ରାମରେ ଦେଖିବାକୁ ମିଳିଛି। ଏହି ଗ୍ରାମର ଶ୍ରୀସ୍ବପ୍ନେଶ୍ୱର ମନ୍ଦିର ପରିସର ଚଉଁରା ମୂଳେ…

ପଟିଆମାଳ ଜଙ୍ଗଲରୁ ଦନ୍ତାର ମୃତଦେହ ଠାବ

ଟାଙ୍ଗୀ(ଖୋର୍ଦ୍ଧା)/ନିରାକାରପୁର,: ୨୬ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ରେଞ୍ଜ୍‌ ଅଧୀନ ପଟିଆମାଳ ଜଙ୍ଗଲରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗର ଏକ ଟିମ୍‌ ଓ ପ୍ରାଣୀ ଚିକିତ୍ସକ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀର ବ୍ୟବଚ୍ଛେଦ ପରେ ଉକ୍ତ…

ଆସିଲେଣି ୬୫ ପ୍ରଜାତିର ୧୯,୧୫୭ ପକ୍ଷୀ

ବାଲୁଗଁା,୨୪ା୧୦(ଡି.ଏନ୍‌.ଏ.):କିଛିଦିନ ହେବ ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଶୀତ ଅନୁଭୂତ ହୋଇଛି। ଫଳରେ ଚିଲିକାକୁ ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ହେବାରେ ଲାଗିଛି। ରବିବାର ସୁଦ୍ଧା ଚିଲିକାକୁ ୬୫ ପ୍ରଜାତିର ୧୯,୧୫୭ ପକ୍ଷୀଙ୍କ ଆଗମନ ହୋଇଥିବା ବାଲୁଗଁା ବନ୍ୟପ୍ରାଣୀ…

୨୯.୯୧% ଶ୍ରମିକ ପାଇଛନ୍ତି କର୍ମନିଯୁକ୍ତି

ଖୋର୍ଦ୍ଧା ଅଫିସ,୨୨ା୧୦: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ରେ ଶ୍ରମିକଙ୍କୁ କାମ ଦେବା ପାଇଁ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ହେଲେ ପ୍ରଶାସନର ଅବହେଳା ଯୋଗୁ ୨୦୨୨-୨୩ ଆର୍ଥିକ ବର୍ଷରେ ଆଖିଦୃଶିଆ ସଫଳତା ମିଳି…

୪ ଭଉଣୀଭାଇଙ୍କ ସମେତ ୬ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୧୦: ବ୍ରାଉନସୁଗାର କାରବାରର ହବ୍‌ ପାଲଟିଛି ଖୋର୍ଦ୍ଧା ସହର। କୋଲକାତା, ବାଲେଶ୍ୱର, ଜଳେଶ୍ୱର ଆଦି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାକୁ ଆସୁଛି। ଏଠାରୁ ପଡ଼ୋଶୀ ଜିଲା ସହିତ ବିଭିନ୍ନ ଗ୍ରାମାଞ୍ଚଳକୁ ପଠାଯାଉଛି। ଏସ୍‌ଟିଏଫ୍‌, ପୋଲିସ ଏବଂ ଅବକାରୀ ପକ୍ଷରୁ…

ବେଆଇନ ବାଣ ପ୍ରସ୍ତୁତି ଉପରେ ଅଙ୍କୁଶ ନାହିଁ

ବେଗୁନିଆ,୨୧ା୧୦(ଡି.ଏନ୍‌.ଏ.) ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି। ଏଥିପାଇଁ ଚଳଚଞ୍ଚଳ ଗଁା ଠୁ ସହର। ଅନ୍ୟପଟେ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଓ ବ୍ଲକ ଅଞ୍ଚଳର ଅନେକ ସ୍ଥାନରେ ବେଆଇନ ଭାବେ ବାଣ ପ୍ରସ୍ତୁତି ଚାଲିଛି। ପ୍ରସ୍ତୁତକାରୀ ଏବଂ…

ମାଟିରେ ମିଶିଲା ମାଫିଆଙ୍କ ଘର

ଖୋର୍ଦ୍ଧା ଅଫିସ,୧୯ା୧୦: ଖୋର୍ଦ୍ଧାରେ ଡ୍ରଗ୍ସ କାରବାର ମୂଳପୋଛ କରିବାକୁ ପ୍ରଶାସନ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ସହରର ତିନୋଟି ସ୍ଥାନରେ ୩ ଡ୍ରଗ୍ସ ମାଫିଆଙ୍କ ଘର ଭାଙ୍ଗିଛି ପ୍ରଶାସନ। ସହରର ଡମ ସାହି, ଭାଲିଆବାଡି, ଗୁରୁଜଙ୍ଗ ତିନୋଟି ସ୍ଥାନରେ ଜେସିବି ସାହାଯ୍ୟରେ…

ନନ୍ଦନକାନନ: ବୋଟିଂ ଟେଣ୍ଡରରେ ଫିକ୍ସିଂ ଅଭିଯୋଗ

ବାରଙ୍ଗ,୧୯।୧୦(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ନନ୍ଦନକାନନ ପୁଣି ବିବାଦ ଘେରକୁ ଟାଣି ହୋଇଯାଇଛି। ଏଥର ପର୍ଯ୍ୟଟକଙ୍କୁ ନେଇ ବିବାଦ ନୁହେଁ ଖୋଦ୍‌ ନନ୍ଦନକାନନ ଉପନିର୍ଦ୍ଦେଶକ ଓ ଜଣେ କିରାଣିଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆସିଛି। ଟେଣ୍ଡର ଫିକ୍ସିଂ ଭଳି ଅଭିଯୋଗ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?