ବନ୍ୟାପାଣିରେ ପହଁରି ଅଟ୍ରି ଗଲେ ବିଧାୟକ
ଖୋର୍ଦ୍ଧା ଅଫିସ,୧୯ା୮:ମହାନଦୀର ଜଳସ୍ତର ବଢ଼ିବା ଯୋଗୁ ଏହାର ଶାଖା ନଦୀ ରଣନଦୀରେ ବନ୍ୟାଜଳ ପ୍ରଭାବିତ ହେଉଛି। ଫଳରେ ଖୋର୍ଦ୍ଧା ଜିଲା ଅଟ୍ରି ସ୍ଥିତ ଉଷ୍ଣ ପ୍ରସ୍ରବଣରେ ୫ରୁ ୬ ଫୁଟର ବନ୍ୟାପାଣି ଲହଡି ମାରୁଛି। ଉଷ୍ମ ପ୍ରସ୍ରବଣ ସମ୍ପୂର୍ଣ୍ଣ ଭାବେ ବୁଡି…
ବୁଡ଼ିଲା ଅଟ୍ରି ଉଷ୍ଣ ପ୍ରସ୍ରବଣ: ୫୭ ନଂ. ଏନ୍ଏଚ୍ରେ ଯୋଗାଯୋଗ ବିଚ୍ଛିନ୍ନ
ଖୋର୍ଦ୍ଧା ଅଫିସ,୧୮ା୮: ମହାନଦୀରେ ଜଳସ୍ତର ବଢୁଛି। ଫଳରେ ଶାଖା ନଦୀ ରାଜୁଆ ଓ ଦୟାର ଜଳସ୍ତର ବୃଦ୍ଧି ପାଇ ବିପଦସଙ୍କେତ ଉପରେ ରହିଛି। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ-ସାରୁଅ ରାସ୍ତାରେ ୪ଫୁଟ ଉଚ୍ଚର ବନ୍ୟାପାଣି ପ୍ରବାହିତ ହେଉଛି। ଏଥିଯୋଗୁ…
ବୁଢ଼ାପଡ଼ା ସୋମନାଥ ମନ୍ଦିରରେ ପାଣି
ଜଟଣୀ,୧୮।୮(ଡି.ଏନ୍.ଏ.): ଜଟଣୀ ବ୍ଲକ ଅଧୀନ ରଥିପୁର ପଞ୍ଚାୟତ ଅଧୀନ ବୁଢାପଡା ଗ୍ରାମରେ ଥିବା ଶୈବପୀଠ ବଡ଼ ସୋମନାଥଙ୍କ ମନ୍ଦିରରେ ବନ୍ୟା ପାଣି ପଶିଯାଇଛି। ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ବନ୍ଧର କିଛି ଗେଟ ଖୋଲାଯାଇଛି। ଫଳରେ ବିଭିନ୍ନ ତଳିଆ ଅଞ୍ଚଳରେ…
ଖୋର୍ଦ୍ଧା: ୩ ପଞ୍ଚାୟତର ୧୦ ଗାଁ ଜଳବନ୍ଦୀ
ଖୋର୍ଦ୍ଧା ଅଫିସ,୧୮ା୮: ହୀରାକୁଦରୁ ବନ୍ୟାଜଳ ଛଡ଼ାଯିବା ପରେ ମହାନଦୀର ଶାଖା ନଦୀ ରାଜୁଆ, ମଲାଗୁଣୀ ଓ ଦୟାର ଜଳସ୍ତର ବୃଦ୍ଧି ପାଇଛି। ଖୋର୍ଦ୍ଧା ବ୍ଲକ ଓରବରସିଂ, ନରଣଗଡ଼ ଓ ବ୍ରଜମୋହନପୁର ପଞ୍ଚାୟତର ୧୦ଟି ଗ୍ରାମ ଜଳବନ୍ଦୀ ହୋଇଛି। ଓରବରସିଂ ପଞ୍ଚାୟତର ଓରବରସିଂ,…
୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ, ଡଙ୍ଗା ଜାଳିଦେଲେ ଦୁର୍ବୃତ୍ତ
ନିରାକାରପୁର,୧୮ା୮(ଡି.ଏନ୍.ଏ.): କାଳୁପଡ଼ା ଘାଟ ଅନ୍ତର୍ଗତ ଜରିପଡ଼ା ଜଗନ୍ନାଥପୁର ଘାଟରେ ଗୁରୁବାର ଡଙ୍ଗା ଏବଂ ଜାଲ ପୋଡ଼ିଦେଇଛନ୍ତି କେହି ଦୁର୍ବୃତ୍ତ। ଫଳରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜାଲ ଏବଂ ଡଙ୍ଗା ନଷ୍ଟ ହୋଇଛି। ଘଟଣାସ୍ଥଳରେ ପୋଲିସ କିମ୍ବା ନିଆଁକୁ ଆୟତ୍ତ କରିବା…
ବିକାଶ ପଥରେ ଓଡ଼ିଶା: କ୍ରୀଡ଼ାମନ୍ତ୍ରୀ
ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ସ୍ବାଧୀନତା ଦିବସ ବିଜେବି ହାଇସ୍କୁଲ ପଡିଆରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଯୁବ ଓ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି…
ସଂଗ୍ରାମୀଙ୍କ ଗାଁ ଅବହେଳିତ
ଖୋର୍ଦ୍ଧା ଅଫିସ,୧୫।୮: ‘ତୁମେ ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’ ସୁଭାଷ ବୋଷଙ୍କ ଏହି ଡାକରାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଚମ୍ପାଇଲୋ ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ସଂଗ୍ରାମୀ ଆଜାଦ୍ ହିନ୍ଦ୍ ଫୌଜରେ ସାମିଲ ହୋଇଥିଲେ। ସେମାନେ ବ୍ରିଟିଶ ବିରୋଧରେ…
ପାହାଡ଼ ତଳ ଖାଦାନ ନିକଟରୁ ମୃତଦେହ ଜବତ, କେହି ମାରି ଟାଙ୍ଗିଥିବା ସନ୍ଦେହ
ନିରାକାରପୁର,୧୪।୮(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନିରାକାରପୁର ପଞ୍ଚାୟତ ରାଉଲହଜ ଚିତ୍ରକୂଟ ପାହାଡ଼ ପାଦଦେଶରେ ଥିବା ଏକ ପଥର ଖଣିରୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ଏକ ଘଛ ଡାଳରୁ ମୃତଦେହ ପୋଲିସ ଜବତ କରି…
ରାସ୍ତା ବୁଡ଼ିଲା, ଘରେ ପଶିଲା ପାଣି
ଖୋର୍ଦ୍ଧା ଅଫିସ,୧୪ ।୮: ଖୋର୍ଦ୍ଧା ସହରର ବିପର୍ଯ୍ୟସ୍ତ ଡ୍ରେନେଜ୍ ବ୍ୟବସ୍ଥା ସ୍ଥାନୀୟ ଲୋକଙ୍କ ପାଇଁ ସମସ୍ୟା ବଢ଼ାଉଛି। ଅଧିକାଂଶ ଡ୍ରେନ୍ ପୋତି ହୋଇଥିବା ବେଳେ ଅନେକ ସ୍ଥାନରେ ଜବରଦଖଲରେ ରହିଛି। ଲଘୁଚାପଜନିତ ବର୍ଷା ଯୋଗୁ ନୟାଗଡ଼ ରାସ୍ତା, ନୂଆ ବସ୍ଷ୍ଟାଣ୍ଡ ରୋଡ୍,…
ରାସ୍ତାରେ ଖାଲଖମା, ବଢୁଛି ଦୁର୍ଘଟଣା
ଖୋର୍ଦ୍ଧା ଅଫିସ,୧୨ା୮: ସରକାର ଲୋକଙ୍କ ଗମନାଗମନର ସୁବିଧା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ କେତେଜଣ ବିଭାଗୀୟ କର୍ମଚାରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ରାସ୍ତା କାର୍ଯ୍ୟ ନିମ୍ନମାନର କରାଯାଉଛି। ପରବର୍ତ୍ତୀ ସମୟରେ ରାସ୍ତାରେ ଖାଲଖମା ସୃଷ୍ଟି ହେବା ସହ…
ବାଇକ୍ ଲୁଟେରା ଗ୍ୟାଙ୍ଗ୍ ଧରାପଡ଼ିଲା
ଭୁବନେଶ୍ୱର(ବ୍ୟୁରୋ)/ଜଟଣୀ, ୧୨ା୮ (ଡି.ଏନ୍.ଏ.): ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍ତାଇ ଓ ଲୁଟ୍ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍ ପୋଲିସ। ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍, ଟଙ୍କା ଆଦି…
ଭିଜିଲାନ୍ସ ଜାଲରେ ଅଚ୍ୟୁତପୁର ଆର୍ଆଇ
ନିରାକାରପୁର,୬।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଚ୍ୟୁତପୁର ଆର୍ଆଇ ଗୌରାଙ୍ଗ ଶବର ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଦେଉଳି ଗ୍ରାମର ଜଣେ ଯୁବକଙ୍କଠାରୁ ପଟ୍ଟା କରାଇ ଦେବାକୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଯୁବକ ଜଣକ ଏ ନେଇ…
Archives


