ଖୋର୍ଦ୍ଧା

ଅବହେଳିତ ଅବସ୍ଥାରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି

ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର ଅନ୍ୟତମ କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ନେତୃ୍‌ତ୍ୱରେ ୧୮୧୭ରେ ଖୋର୍ଦ୍ଧା ମାଟିରୁ ଦିନେ ଇଂରେଜମାନଙ୍କ ବିରୋଧରେ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୨ା୧୧: ଖୋର୍ଦ୍ଧା ସଦର ଥାନା ଅଧୀନ ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ରନାଥ ବଳିୟାରସିଂ (୭୦)। ଖବରପାଇ ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର…

ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୧ା୧୧: ଖୋର୍ଦ୍ଧା ସଦର ଥାନା ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ ହୋଇଛି। ରାଜନୈତିକ ଶତ୍ରୁତା ଓ ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ହତ୍ୟା କରାଯାଇଛି। ମୃତକ ହେଲେ ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ର ବଳିଆରସିଂହ। ସଂଘବଦ୍ଧ…

ବିଲରେ ବିଦେଶାଗତ ପକ୍ଷୀ

ନିରାକାରପୁର,୧୧ା୧୧(ଡି.ଏନ୍‌.ଏ.): ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଖାଦ୍ୟ ଅନ୍ବେଷଣରେ ପକ୍ଷୀମାନେ ଖୋର୍ଦ୍ଧା ଜିଲା ଡିଆ ଏବଂ ଏହାର ଆଖପାଖ ପଞ୍ଚାୟତ ଅଞ୍ଚଳର ବିଲ ଗହିରରେ ବୁଲୁଥିବା ଦେଖିବାକୁ ମିଳିଛି। ପକ୍ଷୀଙ୍କୁ ଦେଖିବା ପାଇଁ…

ଝାରତରଭାକୁ ପରୀକ୍ଷାମୂଳକ ଭାବେ ରେଳ ଚାଲିଲା

ସୋନପୁର/ତରଭା,୧୧।୧୧(ନି.ପ୍ର./ଡି.ଏନ.ଏ.): ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଅନ୍ତର୍ଗତ ବିଛୁପାଲିରୁ ଝାରତରଭା ଷ୍ଟେଶନ ମଧ୍ୟରେ ୧୦ କିଲୋମିଟର ନୂଆ ରେଳ ଲାଇନର ଗୁରୁବାର ସିଆର୍‌ଏସ୍‌ ଯାଞ୍ଚ ହୋଇଛି। ଦକ୍ଷିଣ ପୂର୍ବ ସର୍କଲର ରେଳ ନିରାପତ୍ତା ଆୟୁକ୍ତ(ସିଆର୍‌ଏସ୍‌) ଏ.ଏମ୍‌.ଚୌଧୁରୀ ଅପରାହ୍ନରେ ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ବିଛୁପାଲି-ଝାରତରଭା…

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା : ୨ ମୃତ, ୪ ଆହତ

ଖୋର୍ଦ୍ଧା ଅଫିସ,୯।୧୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଭୂଇଁପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଏବଂ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ…

ଶ୍ରୀମନ୍ଦିର ପ୍ରଶାସନକୁ ୧୨କୋଟି ଜରିମାନା

ଖୋର୍ଦ୍ଧା ଅଫିସ,୯ା୧୧: ଖୋର୍ଦ୍ଧାରେ ବେଆଇନ ଭାବେ ପଥର ଖଣିରୁ ଲଘୁ ଖଣିଜ ଉତ୍ତୋଳନ ଚାଲିଛି। ଶ୍ରୀଜଗନ୍ନାଥଙ୍କ ଜମିରେ ଥିବା ଏକାଧିକ ପଥର ଖଣିରୁ ବେଆଇନଭାବେ ବ୍ୟାପକ ପଥର ଉତ୍ତୋଳନ କରାଯାଉଛି, ଯାହାକି ପରିବେଶ ଉପରେ ଗଭୀର ପ୍ରଭାବ ପକାଇବା ସହ ସରକାର…

ବୋତଲରେ ୨.୫ ଇଞ୍ଚର ବୋଇତ

ଖୋର୍ଦ୍ଧା ଅଫିସ,୮ା୧୧: ଉତ୍କଳୀୟ ସଂସ୍କୃତିରେ ବୋଇତ ବନ୍ଦାଣ ଉତ୍ସବର ବିଶେଷ ମହତ୍ତ୍ୱ ରହିଛି। ସବୁଠି ଏହାକୁ ଆନନ୍ଦର ସହ ପାଳନ କରାଯାଏ। ଆ କା ମା ବୈ ମନ୍ତ୍ରଧ୍ୱନିରେ ଗଗନପବନ ମୁଖରିତ ହୋଇଥାଏ। ସକାଳେ ଶ୍ରଦ୍ଧାଳୁମାନେ ପରିବାର ସହ ନଦୀ, ପୋଖରୀ,…

୭ବର୍ଷ ହେଲା ଓଭରବ୍ରିଜ୍‌ କାମ ସରୁନି

ଜଟଣୀ,୪ା୧୧(ଡି.ଏନ୍‌.ଏ.): ଜଟଣୀର ବହୁପ୍ରତୀକ୍ଷିତ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଅସମ୍ପୂର୍ଣ୍ଣ ଓ ବିଳମ୍ବ ପ୍ରତିବାଦରେ ଗୁରୁବାର ଜଟଣୀ ନାଗରିକ କମିଟି ପକ୍ଷରୁ ସୀତାରାମ ଛକଠାରେ ଦୁଇଦିନିଆ ଗଣଧାରଣା ଓ ଅନଶନ କରାଯାଇଛି। ନାଗରିକ କମିଟିର ସଭାପତି ମନ୍ମଥ ରାଉତରାୟଙ୍କ ନେତୃତ୍ୱରେ ଉକ୍ତ କମିଟି…

ଓଲଟିଲା ଯାତ୍ରୀବାହୀ ବସ୍‌: ୧୨ ଆହତ, ୨ ଗୁରୁତର

ଖୋର୍ଦ୍ଧା ଅଫିସ,୪ା୧୧: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଘମାରୀ ନିକଟରେ ଶୁକ୍ରବାର ଭୋର୍‌ରୁ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରବଳ କୁହୁଡ଼ି ଯୋଗୁ ବସ୍‌ଟି ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା…

ଉପଦ୍ରବ କରୁଥିବା ହାତୀକୁ କରାଗଲା ଟ୍ରାଙ୍କୁଲାଇଜ

ଖୋର୍ଦ୍ଧା ଅଫିସ, ୨।୧୧: ଉପଦ୍ରବ କରୁଥିବା ଅମାନିଆ ହାତୀକୁ ବୁଧବାର ଟ୍ରାଙ୍କୁଲାଇଜ କରାଯାଇଛି। ପରେ ତାକୁ ଟାଙ୍ଗୀ ରେଞ୍ଜ ପଟିଆ ଜଙ୍ଗଲକୁ ବନ ବିଭାଗ ନେଇଛି। ହାତୀକୁ ଟ୍ରକ୍‌ ଯୋଗେ ୧୬ ନମର ଜାତୀୟ ରାଜପଥରେ ନିଆଯାଉଥିବା ବେଳେ ଦେଖିବା ପାଇଁ…

୨୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଖୋର୍ଦ୍ଧା ଅଫିସ,୩୦।୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ପାଇଁ ରବିବାର ମତଦାନ ଅନୁଷ୍ଠିତ ହେବ। ସ୍ଥାନୀୟ ବିଜେବି ହାଇସ୍କୁଲରେ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ମତଦାନ ହେବ। ଅପରାହ୍ନ ୪ଟା ପରେ ଭୋଟ ଗଣତି କରାଯାଇ ଫଳାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?