ଖୋର୍ଦ୍ଧା

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ...

ଖୋର୍ଦ୍ଧା ଜିଲାରେ ୧୬୪ଜଣଙ୍କ ନମୁନା ନେଗେଟିଭ

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଚେଷ୍ଟା ଜାରି ରହିଛି। ଶନିବାର ସୁଦ୍ଧା ଖୋର୍ଦ୍ଧା, ଟାଙ୍ଗୀ, ବୋଲଗଡ଼ ଏବଂ ବାଳକାଟୀ ସ୍ବାସ୍ଥ୍ୟ ପରୀକ୍ଷା କେନ୍ଦ୍ରରୁ ୧୬୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଯାଇଥିଲା।...

ଖୋର୍ଦ୍ଧାରୋଡ୍‌ ରେଲୱେ ପକ୍ଷରୁ ହାଓଡ଼ାକୁ ଅଣ୍ଡା ପରିବହନ

ଜଟଣୀ,୬ା୪(ଡି.ଏନ୍‌.ଏ.): ଦେଶସାରା ଲକ୍‌ଡାଉନ୍‌ ଘୋଷଣା ଯୋଗୁ ରେଲୱେର ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଛି। ହେଲେ ରେଲୱେ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପରିବାହନ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଯଶବନ୍ତପୁର-ହାୱଡ଼ା ସମୟ ସାରଣୀ ସ୍ବତନ୍ତ୍ର ପାର୍ସଲ କାରଗୋ ଟ୍ରେନ୍‌ରେ ଅତ୍ୟାବଶ୍ୟକ...

ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ...

ପୋଲିସ ଦେଖି ଦ୍ରୁତ ବାଇକ୍‌ ଚାଳନା, ସଚେତନ କଲେ ପ୍ରଶାସନ

ଜଟଣୀ,୫ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ଲକଡାଉନ ଘୋଷଣା ହୋଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହିଛି। ଏଥିରେ ମଧ୍ୟ ଭିଡ ଜମିବାରୁ ସହରର ପ୍ରାୟ ହାଟ, ବଜାରକୁ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ରହିଛି। ଏଥିପାଇଁ ଲୋକଙ୍କୁ...

ସଂକ୍ରମଣ ଭୟ ନ କରି କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୫ା୪ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି।...

ଗରିବ, ବୁଲା ଗୋରୁଙ୍କୁ ଖାଦ୍ୟ ଯୋଗଉଛନ୍ତି ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୪ା୪ : ବିଶ୍ୱରେ କରୋନା ଭୂତାଣୁ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବାବେଳେ ଅନେକ ଗରିବ, ନିରାଶ୍ରୟ, ଦିନମଜୁରିଆମାନେ ଖାଦ୍ୟ ନ ପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅସହାୟ,...

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଦଳ ରବିବାର ମଧ୍ୟାହ୍ନରେ ବିଭିନ୍ନ ସ୍ଥାନରେ ରନ୍ଧ୍ୟା...

୧୯ ଘଣ୍ଟିଆ ସଟ ଡାଉନ ଘୋଷଣା ପରେ ଗଞ୍ଜାମ ଖୋର୍ଦ୍ଧା ସୀମା ସିଲ

ବେଗୁନିଆପଡା, ୫ା୪- ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ଓଡିଶା ରେ ବଢିବା ରେ ଲାଗିଛି ଏହାର ଭୟାଭୟ କୁ ଆଖି ଆଗରେ ରଖି ଗତକାଲି ରାତି ରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ୧୯ ଘଣ୍ଟିଆ ସଟ ଡାଉନ...

ଶଟଡାଉନରେ ଭୋକିଲା ଷଣ୍ଢ ଓ କୁକୁରଙ୍କ ବିକଳ ଦୃଶ୍ୟ: ଖାଇବାକୁ ଦେଇ ହୃଦୟ ଜିଣିଲେ ପୋଲିସ ଆଉ ସ୍ଥାନୀୟ ବାସିନ୍ଦା

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ରାଜଧାନୀରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟଡାଉନରେ ପ୍ରଭାବିତ ସାଧାରଣ ମଣିଷଠାରୁ ଆରମ୍ଭ କରି ପଶୁ ଓ ପକ୍ଷୀକୂଳ। ରାସ୍ତା ଘାଟରେ ପୋଲିସର କଡା ତାଗିଦି ଯୋଗୁ ସବୁଠାରେ ଅଭୂତ ନିରାବତା । ପୋଲିସର ମାଡ...

ଶୁଆ ବିକ୍ରିକୁ ନେଇ ବରବରା ରେଞ୍ଜରେ ଲଙ୍କା କାଣ୍ଡ

ଭୁବନେଶ୍ୱର, ୫।୪(ବ୍ୟୁରୋ): ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରବରା ରେଞ୍ଜ ଅଧୀନରେ ଗତ ୧ ତାରିଖରେ ଘଟିଯାଇଛି ତୁମୁଳ ଲଙ୍କା କାଣ୍ଡ। ଶୁଆ ବିକାଳିଙ୍କୁ କାହିଁକି ବିକୁଛ ବୋଲି ପଚାରିବାରୁ ଆରମ୍ଭ ହେଇଥିଲା ଏହି କାଣ୍ଡ। ୧ତାରିଖରେ ସବୁ ଆଡ଼େ ଲକଡାଉନ...

ବାଇକରେ ଆସିଲେ, ଚାଲି କି ଫେରିଲେ

ଖୋର୍ଦ୍ଧା ଅଫିସ,୫।୪ : କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଲକଡାଉନ ଓ କୋଭିଡ 19 ଉଲଘଂନ କରି ବାଇକରେ ବୁଲୁଥିବା ବାଇକଚାଳକଙ୍କ ଉପରେ କଦା ଆଭିମୁଖ୍ଯ ଗ୍ରହଣ କରିଛି...

ପୁଣି 10 ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା

ଖୋର୍ଦ୍ଧା ଅଫିସ,୫।୪ : ଦିଲ୍ଲୀ ହଜରତ ନିଜାମୁଦ୍ଦିନ ଧର୍ମସଭା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲାଗି ଚିନ୍ତାର କାରଣ ପାଲଟିଛି। ଏହି ସମାବେଶରେ ଖୋର୍ଦ୍ଧା ଜିଲାର 13 ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ 9 ନିଜାମୁଦ୍ଦିନ ଓ ଜଣେ...

କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ

ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଜି ସୁଦ୍ଧା ରାଜ୍ୟର ୧୧୪ ଗୋଟି...

ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ଇଶ୍ୱର : କହିଲେ ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’

ଭୁବନେଶ୍ବର, ୪।୪(ବ୍ୟୁରୋ): ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’ l ଶିଳ୍ପୀ ଏଲ୍ ଇଶ୍ୱର ରାଓ ଏଭଳି କିଛି ବାର୍ତ୍ତା ଦେଇଛନ୍ତି ଓଡିଶାର ଜନସାଧାରଣଙ୍କୁ l ୭୫୦ ମିଲି ଲିଟର ବୋତଲ ଭିତରେ...

କଟକଣା ସତ୍ୱେ ହାଟରେ ଲୋକଙ୍କ ଭିଡ଼

ନିରାକାରପୁର, ୪ ।୪ (ଡ଼ି ଏ ନ ଏ ), ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ ସାପ୍ତାହିକ ହାଟରେ କଟକଣା ସତ୍ବେ ଶନିବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା. ଦୁଇହଜାରରୁ ଉର୍ଧ୍ୱ ଗ୍ରାହକ ଓ ବ୍ୟବସାୟୀ ରୁଣ୍ଡ...

ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ

ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ ।...

ଘରୁ ଗୋଡ କାଢିଲେ, କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୪ ।୪ : ରାଜ୍ୟରେ କୋଭିଡ19 ଆକ୍ରାନ୍ତଙ୍କ ସଂଖ୍ଯା 20ରେ ପହଞ୍ଚିଛି। ସରକାର ଟୁଇନ ସିଟି ସମେତ ଭଦ୍ରକକୁ 48ଘଣ୍ଟା ଲାଗି ସମ୍ପଣ୍ଣ ସଟଡାଉନ କରିଛନ୍ତି। ଏନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି ।...