ଖୋର୍ଦ୍ଧା

ଜଟଣୀ ଓଭରବ୍ରିଜ୍‌ କାର୍ଯ୍ୟ ମନ୍ଥର

ଖୋର୍ଦ୍ଧା ଅଫିସ, ୭।୮: ଖୋର୍ଦ୍ଧାରୁ ପିପିଲି ଏବଂ ପୁରୀ ଓ କୋଣାର୍କକୁ ସଂଯୋଗ କରୁଥିବା ଜଟଣୀ ମୁଖ୍ୟରାସ୍ତାର ସୀତାରାମ ଛକ ନିକଟରେ ରହିଛି ରେଳ ଓଭରବ୍ରିଜ ଅଣ୍ଡରପାସ୍‌। ପ୍ରବଳ ବର୍ଷା ଯୋଗୁ ଶନିବାର ଏହି ଅଣ୍ଡରପାସ୍‌ରେ ଜମି ରହିଥିବା ପାଣିରେ ମୋ…

ଜଟଣୀ ରାସ୍ତାରେ ବୁଡ଼ିଗଲା ‘ମୋ ବସ୍‌’: ପହଁରି ପହଁରି ଜୀବନ ବଞ୍ଚାଇଲେ ଯାତ୍ରୀ

ଖୋର୍ଦ୍ଧା ଅଫିସ,୬।୮: ସକ୍ରିୟ ଥିବା ମୌସୁମୀ ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହାକୁ ନେଇ ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସେଭଳି କିଛି ଦୃଶ୍ୟ ଜଟଣୀରେ ଦେଖିବାକୁ ମିଳିଛି। ବର୍ଷା ଯୋଗୁ…

ମଇଁଷି ଚରାଇବାକୁ ଯାଇଥିଲେ,ହେଲା ବଜ୍ରପାତ

ନିରାକାରପୁର,୬ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ କାଶୀପୁର ଗୋପୀନାଥପୁର ଗଁାରେ ବଜ୍ରପାତରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଦିବାକର ପରିଡ଼ା (୨୫)। ଲଘୁଚାପଜନିତ ବର୍ଷା ଯୋଗୁ ମଧ୍ୟାହ୍ନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା।…

ଦାନା ମୁଠେ ପାଇଁ ବାରଦୁଆର ୨ ଶିଶୁ

ଖୋର୍ଦ୍ଧା ଅଫିସ,୬ା୮: ଶିଶୁଙ୍କ ଉପଯୁକ୍ତ ସୁରକ୍ଷା, ଶିକ୍ଷା, ଥଇଥାନ ଲାଗି ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ଆୟୋଗ(ଓଏସ୍‌ସିପିସିଆର୍‌) ଶିଶୁଙ୍କ ବିକାଶ ଦିଗରେ ଡିଣ୍ଡିମ ପିଟୁଥିବା ବେଳେ ବାସ୍ତବ ଚିତ୍ର ଅଲଗା ରହିଛି। ମା’ଛେଉଣ୍ଡ ଦୁଇ ଶିଶୁ…

ସାଇକେଲ, ବାଇକ୍‌ ଚାଳକଙ୍କୁ ଧକ୍କାଦେଲା ମୋ ବସ୍‌

ବାରଙ୍ଗ,୬।୮(ଡି.ଏନ୍‌.ଏ.): ରଘୁନାଥପୁର ଗାଁ ମୁଣ୍ଡରେ ଗୁରୁବାର ସାଇକେଲ ନେଇ ଆସୁଥିବା ଜଣେ ବ୍ୟକ୍ତିଙ୍କ ସହ ଜଣେ ବାଇକ୍‌ ଚାଳକକୁ ଏକ ମୋ ବସ୍‌ ଧକ୍କା ଦେଇଛି। ସ୍ଥାନୀୟ ଲୋକେ ଦୁର୍ଘଟଣାଗ୍ରସ୍ତ ବସ୍‌କୁ ଅଟକ ରଖିଥିଲେ। କିନ୍ତୁ ବସ୍‌ ଚାଳକ ବସ୍‌ ଆଗରେ…

ଛାତ ଉପରେ ବ୍ୟକ୍ତିଙ୍କ ମୁଣ୍ଡକୁ ଛେଚି ବିଭତ୍ସ ଭାବେ ହତ୍ୟା

ନିରାକାରପୁର,୪।୮(ଡି.ଏନ୍‌.ଏ.): ନିଜ ଘରର ଛାତ ଉପରେ ଜଣେ ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡ଼ିପଡ଼ା ପଞ୍ଚାୟତ ତଳ ମୋଟା ଗ୍ରାମରେ। ମୃତକ ହେଲେ ରଘୁନାଥ ମହାରଣା (୪୫)।…

ଗଣଶିକ୍ଷା ବିଭାଗର ତଦନ୍ତ ନିର୍ଦ୍ଦେଶ

ଖୋର୍ଦ୍ଧା ଅଫିସ,୩ା୮: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର ତଳବୋରେଇ ସରକାରୀ ଆଶ୍ରମ ବିଦ୍ୟାଳୟରେ ମିଥ୍ୟା ବିଲ୍‌ ଦେଇ ମଧ୍ୟାହ୍ନ ଭୋଜନ ଯୋଜନା (ଏମ୍‌ଡିଏମ୍‌)ରେ ଅର୍ଥ ହେରଫେର କରାଯାଇଥିବା ସମ୍ପର୍କରେ ଗତ ୧ ତାରିଖରେ ‘ଧରିତ୍ରୀ’ ରେ ଏକ ଖବର ପ୍ରକାଶ ପାଇଥିଲା।…

ମୃତ୍ୟୁପ୍ରମାଣପତ୍ର ଦେବାକୁ ବି ଲାଞ୍ଚ ମାଗିଲେ କିରାଣୀ, ଏକାଥରେ ଥାନାରେ

ଖୋର୍ଦ୍ଧା ଅଫିସ,୨।୮: ଖୋର୍ଦ୍ଧା ଥାନା ଅନ୍ତର୍ଗତ ହଳଦିଆ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରର କିରାଣୀ ଅନୁପ ଶତପଥୀ ମଙ୍ଗଳବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମୃତ ବ୍ୟକ୍ତିଙ୍କ ପ୍ରମାଣପତ୍ର କରାଇଦେବାକୁ କହି ୫ହଜାର ଟଙ୍କା ଲାଞ୍ଚ ନେବାବେଳେସେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ସୂଚନା ଅନୁଯାୟୀ, ଚମ୍ପାଝର…

ମଧ୍ୟାହ୍ନଭୋଜନ ଅର୍ଥ ହେରଫେର

ଖୋର୍ଦ୍ଧା ଅଫିସ,୧ା୮: ସରକାରୀ ଆଶ୍ରମ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା, ସୁସ୍ଥ ପରିବେଶ, ଉତ୍ତମ ଖାଦ୍ୟପେୟ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ମଧ୍ୟ କରିଛନ୍ତି। ତେବେ କେତେକ ସ୍କୁଲରେ ପିଲାଙ୍କ ସାମଗ୍ରୀ ବାଟମାରଣା ହେଉଛି। ଖୋର୍ଦ୍ଧା ଜିଲା…

ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ଡିଆଇଇଟି

ଖୋର୍ଦ୍ଧା ଅଫିସ,୩୧।୭: ଶିକ୍ଷାର ବିକାଶ ଏବଂ ଭିତ୍ତିଭୂମି ଲାଗି ରାଜ୍ୟ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ୫-ଟି ଯୋଜନା ଅନ୍ତର୍ଗତ ସ୍କୁଲ ରୂପାନ୍ତରଣରେ ସ୍ମାର୍ଟ ସ୍କୁଲ ନିର୍ମାଣ ଚାଲିଛି। ତେବେ ଦୀପ ତଳ ଅନ୍ଧାର ଭଳି ଖୋର୍ଦ୍ଧା ଜିଲା ଶିକ୍ଷକ…

ମୋବାଇଲ ଫାଇନାନ୍ସ ଆଳରେ କୋଟିଏରୁ ଊର୍ଦ୍ଧ୍ୱ ଠକେଇ

ଖୋର୍ଦ୍ଧା ଅଫିସ,୨୯ା୭: ମୋବାଇଲ ଫୋନ ଫାଇନାନ୍ସରେ କରାଇ ଦେବାକୁ କହି କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ହୋଇଛି। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏଭଳି ଅଭିଯୋଗ ଆସିଛି। ଫାଇନାନ୍ସ କମ୍ପାନୀର କେତେଜଣ ଅସାଧୁ କର୍ମଚାରୀ ଏବଂ ମୋବାଇଲ ଦୋକାନୀ ମିଳିମିଶି ଏହି…

ଜାମିନରେ ମୁକୁଳିଲେ ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୨୭।୭: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନରେ ମୁକୁଳିଛନ୍ତି। ସୁପ୍ରିମକୋର୍ଟ ସୋମବାର ତାଙ୍କୁ ସର୍ତ୍ତମୂଳକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri