ଖୋର୍ଦ୍ଧା

ଚିଲିକାରେ ଫସିଛି ଯାତ୍ରାବାହୀ ଡଙ୍ଗା

ଖୋର୍ଦ୍ଧା ଅଫିସ,୨୯।୧୦: ଚିଲିକା ମଝିରେ ଯାତ୍ରାବାହୀ ଡଙ୍ଗା ଶନିବାର ଫସିଯାଇଛି। ଯାହାଫଳରେ ୪୦ରୁ ଅଧିକ ଯାତ୍ରୀ ଚିଲିକା ମଝିରେ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରାଯାଉଛି । ଖବର ଅନୁଯାୟୀ, ସାତପଡ଼ାରୁ ଜହ୍ନିକୁଦା ଘାଟକୁ ଆସୁଥିବା ଡଙ୍ଗାରେ ଅନେକ ଯାତ୍ରୀଙ୍କ…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୯ା୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷକ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ…

ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୮।୧୦(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ ହୋଇପାରି ନାହାନ୍ତି।…

ନନ୍ଦନକାନନରେ ହାତୀ ପ୍ରେମା ଅସୁସ୍ଥ , ଚାଲିଛି ଚିକିତ୍ସା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ହାତୀ ପ୍ରେମା ଅସୁସ୍ଥ ହୋଇପଡିଛି। ଏବେ ତାର ଚିକିତ୍ସା ଚାଲିଛି। ବାର୍ଦ୍ଧକ୍ୟ ଜନିତ କାରଣ ଯୋଗୁ ହାତୀଟି ଅସୁସ୍ଥ ହୋଇପଡିଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ତେବେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ପାଇଁ ହାତୀ ଖୁଆଡ଼…

ସୁଧୁରୁନି ଟ୍ରାଫିକ ସମସ୍ୟା, ଲୋକେ ହଇରାଣ

ଖୋର୍ଦ୍ଧା ଅଫିସ,୨୭ା୧୦: ଖୋର୍ଦ୍ଧା ସହରରେ ଟ୍ରାଫିକ ସମସ୍ୟା ସୁଧୁରୁନି। ସହରର ଜନସଂଖ୍ୟା ବୃଦ୍ଧି ସହ ଯାନବାହନ ସଂଖ୍ୟା ମଧ୍ୟ ବଢିଚାଲିଛି। ଉଠାଦୋକାନୀ, ଜବରଦଖଲ, ରାସ୍ତାକୁ ଲାଗିରହିଥିବା ବ୍ୟବସାୟିକ ପ୍ରତିଷ୍ଠାନ ଯୋଗୁ ରାସ୍ତା ସଙ୍କୁଚିତ ହେବାରେ ଲାଗିଛି। ପୁଣି ରାସ୍ତାର ଉଭୟ ପାର୍ଶ୍ୱରେ…

ପୋଲିସ ଚାପରେ ସ୍କୁଲ ଖୋଲିଲା, ପିଲା ଆସିଲେନି

ନିରାକାରପୁର,୨୭।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପୋଖରିଆ ପଞ୍ଚାୟତରେ ଥିବା ବୋଡଙ୍ଗରାପାଟଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ୨ ଦଫା ଦାବି ନେଇ ଅଭିଭାବକ ଓ ଗ୍ରାମବାସୀ ସ୍କୁଲ ଫାଟକରେ ୩ଥର ତାଲା ପକାଇଥିଲେ। ଏହାପରେ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ…

କୁକୁର ଏକାଦଶାହ ପାଳିଲେ ମାଲିକ

ଖୋର୍ଦ୍ଧା ଅଫିସ,୨୭ା୧୦: ସମାଜର ମଣିଷ ଜାତିରେ କେହି ମୃତ ହେଲେ ଦଶାହ, ଏକାଦଶାହ ହୋଇଥାଏ। ଏଥିରେ ପରିବାରର ସମସ୍ତ ସଦସ୍ୟ ଏକାଠି ହୋଇ ମୃତବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସ୍ମୃତି ଉଦ୍ଦେଶ୍ୟରେ ରନ୍ଧା ହୋଇ ଖାଦ୍ୟ ଅର୍ପଣ କରାଯାଇଥାଏ। ହେଲେ ଏକ…

ପଥରରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ଖୋର୍ଦ୍ଧା ଅଫିସ,୨୭ା୧୦: ଭକ୍ତର ଆରାଧନାରେ ଖୁସି ହୋଇ ଭଗବାନ ବିଭିନ୍ନ ରୂପରେ ପ୍ରକଟ ହୋଇଥାନ୍ତି। ଏଭଳି ଏକ ଅଲୌକିକ ଘଟଣା ବୋଲଗଡ଼ ବ୍ଲକର ବାଙ୍କେଇ ନିକଟ ହାଟବସ୍ତ ଗ୍ରାମରେ ଦେଖିବାକୁ ମିଳିଛି। ଏହି ଗ୍ରାମର ଶ୍ରୀସ୍ବପ୍ନେଶ୍ୱର ମନ୍ଦିର ପରିସର ଚଉଁରା ମୂଳେ…

ପଟିଆମାଳ ଜଙ୍ଗଲରୁ ଦନ୍ତାର ମୃତଦେହ ଠାବ

ଟାଙ୍ଗୀ(ଖୋର୍ଦ୍ଧା)/ନିରାକାରପୁର,: ୨୬ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ରେଞ୍ଜ୍‌ ଅଧୀନ ପଟିଆମାଳ ଜଙ୍ଗଲରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗର ଏକ ଟିମ୍‌ ଓ ପ୍ରାଣୀ ଚିକିତ୍ସକ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀର ବ୍ୟବଚ୍ଛେଦ ପରେ ଉକ୍ତ…

ଆସିଲେଣି ୬୫ ପ୍ରଜାତିର ୧୯,୧୫୭ ପକ୍ଷୀ

ବାଲୁଗଁା,୨୪ା୧୦(ଡି.ଏନ୍‌.ଏ.):କିଛିଦିନ ହେବ ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଶୀତ ଅନୁଭୂତ ହୋଇଛି। ଫଳରେ ଚିଲିକାକୁ ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ହେବାରେ ଲାଗିଛି। ରବିବାର ସୁଦ୍ଧା ଚିଲିକାକୁ ୬୫ ପ୍ରଜାତିର ୧୯,୧୫୭ ପକ୍ଷୀଙ୍କ ଆଗମନ ହୋଇଥିବା ବାଲୁଗଁା ବନ୍ୟପ୍ରାଣୀ…

୨୯.୯୧% ଶ୍ରମିକ ପାଇଛନ୍ତି କର୍ମନିଯୁକ୍ତି

ଖୋର୍ଦ୍ଧା ଅଫିସ,୨୨ା୧୦: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ରେ ଶ୍ରମିକଙ୍କୁ କାମ ଦେବା ପାଇଁ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ହେଲେ ପ୍ରଶାସନର ଅବହେଳା ଯୋଗୁ ୨୦୨୨-୨୩ ଆର୍ଥିକ ବର୍ଷରେ ଆଖିଦୃଶିଆ ସଫଳତା ମିଳି…

୪ ଭଉଣୀଭାଇଙ୍କ ସମେତ ୬ ଗିରଫ

ଖୋର୍ଦ୍ଧା ଅଫିସ,୨୨ା୧୦: ବ୍ରାଉନସୁଗାର କାରବାରର ହବ୍‌ ପାଲଟିଛି ଖୋର୍ଦ୍ଧା ସହର। କୋଲକାତା, ବାଲେଶ୍ୱର, ଜଳେଶ୍ୱର ଆଦି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଖୋର୍ଦ୍ଧାକୁ ଆସୁଛି। ଏଠାରୁ ପଡ଼ୋଶୀ ଜିଲା ସହିତ ବିଭିନ୍ନ ଗ୍ରାମାଞ୍ଚଳକୁ ପଠାଯାଉଛି। ଏସ୍‌ଟିଏଫ୍‌, ପୋଲିସ ଏବଂ ଅବକାରୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?