ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ହେଲପର ମୃତ, ୧୫ ଆହତ
ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରୁଣେଇ ଓଭର ବ୍ରିଜ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୮ଟାରେ ଏହି…
ବୋଲେରୋ-କାର ମୁହାଁମୁହିଁ ଧକ୍କା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି
ନିରାକାରପୁର,୧୧।୭(ଡି.ଏନ୍.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋକାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ…
ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ
ନିରାକାରପୁର,୧୧।୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ…
ବୋଲେରୋ-କାର ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ସଙ୍କଟାପନ୍ନ
ନିରାକାରପୁର,୧୧।୭(ଡି.ଏନ୍.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋ-କାର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୧୩ରୁ ଊର୍ଦ୍ଧ୍ୱ…
ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ
ନିରାକାରପୁର,୧୧ା୭(ଡି.ଏନ୍.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ ଯିବା…
ବିଦ୍ୟୁତ୍ତାର ଲାଗି ହାତୀର ଜୀବନ ଗଲା
ନିରାକାରପୁର,୧୧ା୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଲବାଇ ଛକ ନିକଟରେ ବିଦ୍ୟୁତ୍ ତାର ଲାଗି ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ରାସ୍ତା ପାର୍ ବେଳେ ହାତୀଟି ବିଦ୍ୟୁତ୍ ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ତା’ର ମୃତ୍ୟୁ ଘଟିଛି। ଏହି ମୃତ…
ପାଣି, ସେଲରୁ ବିଦ୍ୟୁତ୍ ଉତ୍ପାଦନ କଲେ ଅଜୟ
ଖୋର୍ଦ୍ଧା ଅଫିସ,୧୧ା୭: କିଛି ନୂଆ କରିବାର ନିଶା ହିଁ ଉଦ୍ଭାବନର ବାଟ ଦେଖାଇଥାଏ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ପେସାରେ ସେ ଜଣେ ଇଲେକ୍ଟ୍ରିସିଆନ ହୋଇଥିଲେ ବି ପୂର୍ବରୁ…
କାର୍ଡବୋର୍ଡରେ ନନ୍ଦିଘୋଷ ରଥ
ଖୋର୍ଦ୍ଧା ଅଫିସ,୬।୭: ଖୋର୍ଦ୍ଧା ପ୍ରାଣନାଥ ମହାବିଦ୍ୟାଳୟର ଯୁକ୍ତ-୨କଳା ଛାତ୍ର ସୁମିତ୍ କୁମାର ଦାଶ। କାର୍ଡବୋର୍ଡକୁ ବ୍ୟବହାର କରି ପ୍ରସ୍ତୁତ କରିଛନ୍ତି ୪ଫୁଟ ଉଚ୍ଚର ନନ୍ଦିଘୋଷ ରଥ। କଲେଜର ସହପାଠୀମାନେ ଏହି ରଥକୁ ଟାଣିଥିଲେ। ଶ୍ରୀକ୍ଷେତ୍ର ଘୋଷଯାତ୍ରା ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କର ସୁନାବେଶ,…
ବଢ଼ିଚାଲିଛି ଲଘୁ ଖଣିଜ ସମ୍ପଦ ଚାଲାଣ
ଖୋର୍ଦ୍ଧା ଅଫିସ,୪ା୭: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ବଢ଼ିଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା ପଥର, ମୋରମ, କଳାମୁଗୁନି ଓ ବଉଳମାଳା ପଥର ଜିଲା ତଥା ବାହାର ଜିଲାକୁ ଚାଲାଣ କରୁଛନ୍ତି। ଏପରି କି…
ଟ୍ରକ୍ ଚକ ତଳେ ପଡ଼ିଗଲେ ବାଇକ୍ ଆରୋହୀ
ଫୁଲନଖରା,୩।୭:(ଡି.ଏନ୍.ଏ.): କଟକ ସଦର ଥାନା ଅଧୀନ ଫୁଲନଖରା ନିଆଳି ରାସ୍ତା କୁରାଙ୍ଗ ଶାସନ ନିକଟରେ ରବିବାର ଏକ ସଡ଼କ ଦୁର୍ଘଣାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଓଲଟପୁର ଥାନା ଅନ୍ତର୍ଗତ କଅଁରପୁର ଗ୍ରାମର ମାନସ ମହାପାତ୍ର।…
ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଊର୍ଦ୍ଧ୍ୱ ଆହତ
ଖୋର୍ଦ୍ଧା ଅଫିସ,୩ା୭: ଖୋର୍ଦ୍ଧା ବାଘମାରୀ-ସିମୋର ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍। ଉକ୍ତ ବସ୍ଟି ବାଙ୍କୀରୁ ଭୁବନେଶ୍ୱର ଆସୁଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାନୁସାରେ, ଲିଙ୍ଗରାଜ ନାମକ ଘରୋଇ ବସ୍…
ବଚସାରୁ ଯୁବକଙ୍କୁ ଗୋଡ଼ାଇ ହାଣିଲେ
ଖୋର୍ଦ୍ଧା ଅଫିସ,୩।୭: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଚତରାଶଙ୍ଖ ନିକଟରେ ଶନିବାର ଅପରାହ୍ନରେ ସାମାନ୍ୟ ବଚସାରୁ ଦୁଇ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ କ୍ରୋଧାନ୍ବିତ ହୋଇ ଜଣେ ଅନ୍ୟ ଜଣେ ଯୁବକଙ୍କୁ କଟୁରିରେ ଗୋଡ଼ାଇ ହାଣିଥିଲେ। ତାଙ୍କ ଶରୀରର…
Archives


