ଖୋର୍ଦ୍ଧା

‘ଗଣପର୍ବରେ ପରିଣତ ହୋଇଛି ବାଙ୍କୀ ମହୋତ୍ସବ’

ବାଙ୍କୀ, ୧୨।୧୦ (ସ୍ବ.ପ୍ର): ବାଙ୍କୀ ମହୋତ୍ସବ ଏକ ଗଣପର୍ବରେ ପରିଣତ ହୋଇଛି। ଏହି ଅଞ୍ଚଳର ମହାପୁରୁଷମାନଙ୍କ ସ୍ମୃତିରେ ପୂଜ୍ୟପୂଜାର ଆୟୋଜନ ନିଶ୍ଚିତ ପ୍ରଶଂସନୀୟ। ଏହି ମହୋତ୍ସବ ଆମର ସଂସ୍କୃତି ଓ ଐତିହ୍ୟ ଧାରାକୁ ଅଧିକ ଗତିଶୀଳ କରିବା ସହ ଲୋକଙ୍କ ମଧ୍ୟରେ…

ଦୁର୍ନୀତି ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟ ଦୁର୍ନୀତିରେ ବୁଡିଛି। କାର୍ଯ୍ୟାଳୟରେ ଦଲାଲ ସକ୍ରିୟ ରହିଛନ୍ତି। କାର୍ଯ୍ୟାଳୟର କେତେଜଣ ଅସାଧୁ କର୍ମଚାରୀ ଏବଂ ଦଲାଲଙ୍କ ମଧୁଚନ୍ଦ୍ରିକାରେ ଚାଲିଛି କାର୍ଯ୍ୟ। ଫଳରେ ଜମିଜମା ପଟ୍ଟା, ଅନ୍ୟାନ୍ୟ କାମରେ ଆସୁଥିବା ଲୋକେ ନାହିଁ ନ ଥିବା…

ଭାଉଜଙ୍କୁ ହତ୍ୟା କଲେ ଦିଅର

ଖୋର୍ଦ୍ଧା ଅଫିସ,୧୦ା୧୦: ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଅଶାନ୍ତିରୁ ଦିଅର ହାତରେ ଭାଉଜଙ୍କ ଜୀବନ ଯାଇଛି। ତେବେ ଆକ୍ରମଣକାରୀ ଫେରାର ଅଛନ୍ତି। ମୃତକ ହେଲେ ମିନାକ୍ଷୀ ରାଉତରାୟ। ପୋଲିସ ଘଟଣାର ତଦନ୍ତ ଆରମ୍ଭ…

୭ ହାଇୱେ ଲୁଟେରା ଗିରଫ

ଖୋର୍ଦ୍ଧା ଅଫିସ,୧୦ା୧୦: ଦୀର୍ଘଦିନ ଧରି ପୋଲିସ ଆଖିରେ ଧୂଳି ଦେଇ ୧୬ନମ୍ବର ଜାତୀୟ ରାଜପଥରେ ଲୁଟପାଟ ଓ ଡକାୟତି କରୁଥିବା ଏକ ହାଇୱେ ଲୁଟେରା ଗ୍ୟାଙ୍ଗ ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି। ଶନିବାର ବିଳମ୍ବିତ ରାତିରେ ତୋଟାପଡ଼ା ଖୋର୍ଦ୍ଧା ଟାଉନ ଷ୍ଟେଶନ…

ଫାଇଲ ଖୋଲିବାକୁ ଅଧିକାରୀ ଅନିଚ୍ଛୁକ

ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଆଦର୍ଶ (ଟାଉନ) ଥାନା ଅଧୀନ ଗୁରୁଜଙ୍ଗରେ ୨୦୨୧ ଅକ୍ଟୋବର ୯ ତାରିଖ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ସ୍ବାମୀ ଫେରାର ହୋଇଯାଇଥିଲେ। ଏହି…

ହଜିଯାଉଛି ଶୈଶବ

ଖୋର୍ଦ୍ଧା ଅଫିସ,୧୦ା୧୦: ଶିଶୁଙ୍କ ବିକାଶରେ ଶିଶୁ ଶ୍ରମିକ ପ୍ରଥା ଏକ ବଡ ବାଧକ। ଯଦି ଶିଶୁ ଶିକ୍ଷାଲାଭ ସମୟରେ କୌଣସି କାର୍ଯ୍ୟରେ ନିଯୁକ୍ତ ରହିଥାଏ, ତାହାକୁ ଏକ ଅପରାଧ ଭାବେ ଧରି ନିଆଯିବ। ତେଣୁ ଶିଶୁ ଶ୍ରମିକ ପ୍ରଥାକୁ ବିଲୋପ ପାଇଁ…

ଠେଙ୍ଗାପାଳି କରି ଚୋର ଜଗୁଛନ୍ତି ଗ୍ରାମବାସୀ

ବୋଲଗଡ଼,୯।୧୦(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ବୋଲଗଡ଼ ଏବଂ ବେଗୁନିଆ ଥାନା ଅଞ୍ଚଳରେ ଚୋରି ବୃଦ୍ଧି ପାଇବାରେ ଲାଗିଛି। ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ଧଳାପଥର ଫାଣ୍ଡି ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମରେ ଚୋରି ବଢ଼ିଚାଲିଥିବାରୁ ଗ୍ରାମବାସୀ ଠେଙ୍ଗାପାଳି କରି ଗ୍ରାମ ଜଗୁଥିବା ଦେଖିବାକୁ…

ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦେବି: ପ୍ରସନ୍ନ

ଖୋର୍ଦ୍ଧା ଅଫିସ/ବାଣପୁର,୯।୧୦ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ଅଲାଇଢ଼ିହ ଗ୍ରାମର ଦୃଷ୍ଟିବାଧିତ ପ୍ରସନ୍ନ କୁମାର ପଣ୍ଡା ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ ପରୀକ୍ଷା(ଓସିଏସ୍‌)ରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।…

ହାତିଆସୁଣୀ ପୀଠର ଉନ୍ନତୀକରଣ କରାଯାଉ

ବୋଲଗଡ଼, ୯।୧୦(ଡି.ଏନ୍‌.ଏ.):ରା.େଜ୍ୟ ସରକାର ବିଭିନ୍ନ ପୀଠର ପୁନରୁଦ୍ଧାର ଏବଂ ଉନ୍ନତୀକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ ଅନ୍ତର୍ଗତ ସାଗରଗଁା ଗ୍ରାମରେ ଥିବା ହାତିଆସୁଣୀ ପୀଠ ଅବହେଳିତ ଅବସ୍ଥାରେ ରହିଛି,…

ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ

ରାୟପୁର,୮।୧୦: ବେଶ୍‌ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ ବିଶିଷ୍ଟ କୁଶ ପୁତ୍ତଳିକାରେ ଅଗ୍ନି ସଂଯୋଗ କରାଯାଏ। କିନ୍ତୁ ଚଳିତବର୍ଷ ଛତିଶଗଡ଼ର ଧାମତରିରେ ଏହି…

ସାର, କୀଟନାଶକ ଦରରେ ନିୟନ୍ତ୍ରଣ ନାହିଁ

ବେଗୁନିଆ,୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ରାସାୟନିକ ସାର ଓ କୀଟନାଶକ ଚଢ଼ା ଦରରେ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ସରକାରୀ ଧାର୍ଯ୍ୟ ଦର ଠାରୁ ରସାୟନିକ ସାର ବସ୍ତା ପ୍ରତି ୫୦ରୁ ୨୦୦ଟଙ୍କା ପର୍ଯ୍ୟନ୍ତ ଅଧିକ ମୂଲ୍ୟରେ ବିକ୍ରି…

ମାଲ୍‌ ପରିବହନରେ ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ଶୀର୍ଷରେ

ଜଟଣୀ,୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ୨୦୨୨ ସେପ୍ଟେମ୍ବରରେ ଭାରତୀୟ ରେଳ ମଧ୍ୟରେ ମାଲ୍‌ ପରିବହନରେ ଶୀର୍ଷ ସ୍ଥାନ ହାସଲ କରିଛି। ଚଳିତ ଆର୍ଥିକ ବର୍ଷରେ ଦ୍ୱିତୀୟ ଥର ପାଇଁ ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ଶୀର୍ଷ ସ୍ଥାନ ହାସଲ କରିଛି। ସେପ୍ଟେମ୍ବରରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?