ଖୋର୍ଦ୍ଧା

ଜକଲା ଜଙ୍ଗଲରେ ନିଆଁ

ବୋଲଗଡ଼,୨୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଜକଲା କାଜୁ ଜଙ୍ଗଲରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ଖବରପାଇ ବୋଲଗଡ଼ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ପହଞ୍ଚି ସ୍ଥାନୀୟ...

ଧାନ କିଣା ଦୁର୍ନୀତିର ତଦନ୍ତ ଦାବି

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅସରଳା ସେବା ସମବାୟ ସମିତି(ପ୍ୟାକ୍ସ)ରେ ନକଲି ଚାଷୀଙ୍କ ଠାରୁ ଧାନ କିଣାଯାଇଥିବା ଅଭିଯୋଗ ଆସିଛି। ଶୁକ୍ରବାର ଏନେଇ ଏହି ସମିତିର ପଞ୍ଜୀକୃତ ଶତାଧିକ ଚାଷୀ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି।...

କାରରୁ ନରକଙ୍କାଳ ମିଳିବା ଘଟଣା : ସାମ୍ନାକୁ ଆସିଲା ସ୍କେଚ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡିରେ ଜବତ କାରରୁ ମାସେ ତଳେ ଏକ ନରକଙ୍କାଳ ମିଳିଥିଲା। ଏହି ଘଟଣାରେ ମହିଳାଙ୍କ ମୁହଁର ସ୍କେଚ ଆସିଛି। ବେଙ୍ଗାଲୁରୁର ଏକ ବେସରକାରୀ ସଂସ୍ଥାର ଲ୍ୟାବକୁ ଏହି ଦାୟିତ୍ୱ ଦିଆଯାଇଥିଲା। ନରକଙ୍କାଳ ନମୁନାରୁ ସ୍କଲ...

ଚାଷରେ ଲାଗୁନିି ମନ୍ଦାକିନୀ ବ୍ୟାରେଜ୍‌

ନିରାକାରପୁର,୧୯।୩ (ଡି.ଏନ୍‌.ଏ.): ଚାଷୀଙ୍କ ଉନ୍ନତି ପାଇଁ ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତ ଗଡ଼ଠାରେ ମନ୍ଦାକିନୀ ନଦୀରେ ୧୯୮୧ ଡିସେମ୍ବର ୨୧ରେ ଏକ ବ୍ୟାରେଜ୍‌ ନିର୍ମାଣ କରାଯାଇଥିଲା। ଫଳରେ ଜିଲାର ଟାଙ୍ଗୀ ଓ ଖୋର୍ଦ୍ଧା ବ୍ଲକ ଏବଂ ପୁରୀ ଜିଲା କଣାସ...

ଓଡ଼ିଆରେ ଲେଖାଯିବ ନାମଫଳକ

ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ...

ବରୁଣେଇ ପୁରୁଣା ଡିଆରଡିଏ କୋଠା ଜବରଦଖଲ ମୁକ୍ତ ଦାବିରେ ଧାରଣା

ଖୋର୍ଦ୍ଧା ଅଫିସ,୧୫।୩: ରାଜ୍ୟ ସରକାର ୧୯୯୮ ମସିହାରେ ପ୍ରାୟ ୫୦ ଲକ୍ଷ ବ୍ୟୟ ଅଟକଳରେ ବରୁଣେଇ ପାହାଡ଼ ପାଦଦେଶରେ ୧.୮୩୨ ଏକର ଜାଗା ଉପରେ ଏକ ଡିଆରଡିଏ କୋଠା ନିର୍ମାଣ କରିଥିଲେ। ପରବର୍ତ୍ତୀ ସମୟରେ ନୂତନ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ...

ଜଳିଗଲା ଘାଗୁଡ଼ିିବନ୍ଧ ଜଙ୍ଗଲ

ଖୋର୍ଦ୍ଧା ଅଫିସ,୧୫ା୩:ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ ହରିପୁର ପଞ୍ଚାୟତର ପୋଡ଼ପଡ଼ା ଗ୍ରାମ ନିକଟ ଘାଗୁଡ଼ିିବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ଏକ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ନିମିଷକରେ ନିଆଁ କ୍ଷୀପ୍ର...

ଶିମିଳିପାଳ ପରେ ବରୁଣେଇରେ ନିଆଁ

ଖୋର୍ଦ୍ଧା ଅଫିସ,୧୫ା୩: ଶିମିଳିପାଳ ପରେ ନିଆଁ ଆଁରେ ଖୋର୍ଦ୍ଧା ଜିଲାର ବରୁଣେଇ ଜଙ୍ଗଲ। ରବିବାର ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ହେକ୍ଟର ପରିମିତ ଅଞ୍ଚଳରେ ନିଆଁ ଲାଗିିଛି। ତେବେ କୌଣସି ଗଛ ନଷ୍ଟ ହୋଇନାହିଁ,...

ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ୫ ଫୁଟ ଉପରେ ଜଳୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଖରା ଧାସ, ଏବଂ ପାଣିର...

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। କମିଶନରେଟ ପୋଲିସ ତଦନ୍ତ ମଧ୍ୟ କରିଥିଲା। ହେଲେ ଘଟଣାକୁ ପୂରା ଚପାଇ ଦିଆଯାଇଥିଲା।...

କଟକଣାରେ ପାଳନ ହେବ ମହାଶିବରାତ୍ରି

ଖୋର୍ଦ୍ଧା ଅଫିସ,୧୧ା୩:କୋଭିଡ୍‌ କଟକଣାରେ ପାଳନ ହେବ ଜାଗର ଯାତ୍ରା ତଥା ମହାଶିବରାତ୍ରି। ଏନେଇ ବୁଧବାର ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଉପଖଣ୍ଡ ଅଞ୍ଚଳରେ ଥିବା ମନ୍ଦିର କମିଟିକୁ ନୋଟିସ ଜାରି କରିଛନ୍ତି। ଜାଗର ପାଇଁ ଶୈବପୀଠଗୁଡିକରେ ଲକ୍ଷାଧିକ ଭକ୍ତଙ୍କ ସମାଗମ...

ହାତୀ ଆକ୍ରମଣରେ ଦମ୍ପତି ଗୁରୁତର

ନିରାକାରପୁର,୧୦।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁରରେ ବୁଧବାର ହାତୀ ଆକ୍ରମଣରେ ଏକ ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଲେଣ୍ଡୋ ପଞ୍ଚାୟତ ଆସେଲୀ ଗ୍ରାମର ବୀର ସାହୁ(୭୦) ଓ ତାଙ୍କ ସ୍ତ୍ରୀ ହୀରା ଦେଇ (୬୫)।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri