ଖୋର୍ଦ୍ଧା

କୁଆଖାଇ, କୁଶଭଦ୍ରା ଜଳ ସଂରକ୍ଷଣକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୦ା୩: ଖୋର୍ଦ୍ଧା ଜିଲା ପରିଷଦର ୭ମ ସାଧାରଣ ବୈଠକ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,...

ମିଳୁନି ପାଣି, ଲୋକେ ହନ୍ତସନ୍ତ

ବେଗୁନିଆ,୭ା୩(ଡି.ଏନ୍‌.ଏ.): ଗତ କିଛିଦିନ ଧରି ପ୍ରଚଣ୍ଡ ତାତି ଯୋଗୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଫଳରେ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେକ ଗ୍ରାମରେ ନଳକୂପ...

ହେଲମେଟ ଚେକିଂ ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଯାଁଳା,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡି ଅଧୀନ ତଳକ୍ଷେତା ନିକଟରେ ଶୁକ୍ରବାର ହେଲମେଟ ଚେକିଂ ବେଳେ ଜଣେ ମହିଳାଙ୍କ ଉପରେ ଟ୍ରକ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ବଳରାମ ପ୍ରସାଦ ଅଞ୍ଚଳର ଲକ୍ଷ୍ମୀଧର ରାଉତଙ୍କ...

ଅତିଷ୍ଠ କରୁଛି ଜଙ୍ଗଲ ନିଆଁ

ବେଗୁନିଆ,୫।୩(ଡି.ଏନ୍‌.ଏ.): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିବା ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଗ୍ରୀଷ୍ମଋତୁ ଆରମ୍ଭରୁ ଏପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପ୍ରାୟ ୩୦୦ ଏକର କାଜୁଜଙ୍ଗଲ ଜଳିଯାଇଥିବା...

ସୁଧୁରୁନି ଖୋର୍ଦ୍ଧା ସହର ଟ୍ରାଫିକ୍‌ ସମସ୍ୟା

ଖୋର୍ଦ୍ଧା ଅଫିସ,୪।୩: ଖୋର୍ଦ୍ଧା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚଣ୍ଡିଚୁଆଠାରୁ ମୁକୁନ୍ଦପ୍ରସାଦ, ଡାକ୍ତର୍ସ ଲେନ୍‌ଠାରୁ ଗୁରୁଜଙ୍ଗ ରାସ୍ତା, ଥାନାଛକ (ଟ୍ରାଫିକ ଛକ) ଠାରୁ ନୂଆ ବସ୍‌ଷ୍ଟାଣ୍ଡ, ବସ୍‌ଷ୍ଟାଣ୍ଡଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ, ବାଟମଙ୍ଗଳା ଠାରୁ ଚଣ୍ଡିଚୁଆ ଛକ ଭାୟା...

ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର

ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ, ୮ଗୁଳି, ମାରଣାସ୍ତ୍ର, ଖଣ୍ଡାକାତି, ବୋମା, ବାଇକ, କାର୍‌ ଜବତ କରିଛି। ଅପରାଧୀମାନେ...

ଜିଲାପାଳଙ୍କ ଅଫିସ୍‌ ଆଗରେ ଧାନବସ୍ତା ରଖି ଧାରଣା

ଖୋର୍ଦ୍ଧା ଅଫିସ,୩ା୩:  ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି। ଚଳିତ ବର୍ଷ ଲକ୍ଷ୍ୟଧାର୍ଯ୍ୟ ଠାରୁ ଅଧିକ ଧାନ କିଣାଯାଇଥିବା ସରକାର ଡିଣ୍ଡିମ...

ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଖୋର୍ଦ୍ଧା ଅଫିସ,୨।୩ : ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ସବୁ ମଣ୍ଡିରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଟାର୍ଗେଟ ନାହିଁ କହି ସମିତି ସମ୍ପାଦକ ଦିନ ଗଡାଇ ଚାଲିଛନ୍ତି। ଟୋକନ ଥାଇ ମଣ୍ଡିରେ ଧାନ ଉଠୁନାହିଁ। ଏଭଳି ପରିସ୍ଥିତିରେ...

ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା

ଖୋର୍ଦ୍ଧା ଅଫିସ୍‌,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିିତ୍ସାଳୟକୁ ପଠାଇଛି।...

ଗୁରୁଜଙ୍ଗ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୨୮।୨: ଗୁରୁଜଙ୍ଗ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ କୁମାରବସ୍ତ ଗ୍ରାମର ଦୀପୁ ଓରଫ ଦୀପକ କୁମାର ପ୍ରଧାନଙ୍କୁ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଶନିବାର ଗିରଫ କରିଛି। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ୨ଟି ଜୀବନ୍ତ ଗୁଳି ଜବତ ହୋଇଛି।...

ଆକର୍ଷଣ ପାଲଟିଛି ଅଲୋଡ଼ା କୁଞ୍ଜବନ ମଠ

ଖୋର୍ଦ୍ଧା ଅଫିସ,୨୮।୨: କୁହାଯାଏ ଇଚ୍ଛା ଓ ନିଷ୍ଠା ଥିଲେ ସବୁ କିଛି ସମ୍ଭବ। ସଫଳତା ଆପେ ଆପେ ମିଳିଥାଏ। ଏହାର ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଦୁଇ ଯୁବବନ୍ଧୁ ସନ୍ତୋଷ କୁମାର ମାନସିଂ ଓ ସୁମନ୍ତ କୁମାର ପ୍ରଧାନ। ଉଭୟଙ୍କ ଅକ୍ଳାନ୍ତ...

ବେଆଇନ ମାଙ୍କଡ଼ା ଖଣି ସିଲ୍‌

ନିରାକାରପୁର,୨୬।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ଦୈନିକ ବେଆଇନ ଭାବେ ଖଣି ଖନନ କରିବା ସହିତ ଶହ ଶହ ଟ୍ରକ୍‌ ଓ ଟ୍ରାକ୍ଟରରେ ମୋରମ, ମାଙ୍କଡ଼ା ପଥର ଚାଲାଣ କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri