ଖୋର୍ଦ୍ଧା

ମୋ’ ଭୁଲ୍‌ ପାଇଁ ଅନୁତପ୍ତ, ଲାଇଭ୍‌ ଭିଡିଓ କରି ଯୁବକଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨୦ା୫: ଧଉଳିମୁହଁ ଷ୍ଟେଶନ ଏବଂ ଅଣ୍ଡା ମଧ୍ୟବର୍ତ୍ତୀ ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଧଉଳିମୁହଁର ସୌମ୍ୟରଞ୍ଜନ ପରିଡ଼ା(୩୦)। ଗୁରୁବାର ରାତିରେ ମୋବାଇଲରେ ହାତ କାଟିବାର ଲାଇଭ୍‌ ଭିଡିଓ କରିଛନ୍ତି ସୌମ୍ୟ। ନିଜ…

ମିଳୁନି ଟୁଙ୍ଗି ପୁନରୁଦ୍ଧାର ସହାୟତା

ବେଗୁନିଆ,୨୦ା୫ (ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବହୁ ବିକାଶମୂଳକ ଯୋଜନା ମଧ୍ୟରୁ ଭାଗବତ ଟୁଙ୍ଗି ପୁନରୁଦ୍ଧାର ଯୋଜନା ଅନ୍ୟତମ। ଗଁା ଗହଳିରେ ରହିଥିବା ଝାଟିମାଟି ଟୁଙ୍ଗିର ପୁନରୁଦ୍ଧାର ପାଇଁ ୪ବର୍ଷ ପୂର୍ବେ ସରକାରଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଥିଲା। ଜିଲା ଓ ବ୍ଲକ…

ରାସ୍ତାରେ ଭାସୁଛି ନର୍ଦ୍ଦମାପାଣି

ଖୋର୍ଦ୍ଧା ଅଫିସ,୨୦ା୫: ଖୋର୍ଦ୍ଧା ପୌର ପରିଷଦରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷା ନାହିଁ, କିନ୍ତୁ ନାଳନର୍ଦ୍ଦମା ପାଣି ରାସ୍ତା ଉପରେ ଭାସୁଛି। ଖୋର୍ଦ୍ଧା- ନୟାଗଡ ୫୭ ନମ୍ବର ଜାତୀୟ ରାଜପଥରେ ଏହି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗତ ସପ୍ତାହ ହେଲାଣି…

ଚଢ଼ାଉ ସତ୍ତ୍ୱେ ଚାଲିଛି ଖଣିଜ ସମ୍ପଦ ଲୁଟ୍‌

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଦୈନିକ ଶହ ଶହ ଟ୍ରକରେ ମୋରମ, ବାଲି, କଳାମୁଗୁନି ପଥର, ବଉଳାମାଳା (ମନ୍ଦିର ନିର୍ମାଣରେ ବ୍ୟବହାର ହେଉଥିବା ମୂଲ୍ୟବାନ ପଥର) ଓ ମାଙ୍କଡ଼ା ପଥର ଚାଲାଣ କରାଯାଉଛି। ବେଆଇନ…

ପୋଲିସ ପଞ୍ଝାରେ ଡକାୟତ ଗ୍ୟାଙ୍ଗ୍‌

ଖୋର୍ଦ୍ଧା ଅଫିସ,୧୪ା୫: ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି ଡକାୟତ ଗ୍ୟାଙ୍ଗ୍‌। ଖୋର୍ଦ୍ଧା ଟାଉନ ଏବଂ ବାଘମାରୀ ପୋଲିସ ପୃଥକ୍‌ ଭାବେ ଦୁଇଟି ଡକାୟତ ଗ୍ୟାଙ୍ଗ୍‌ର ୧୦ ଜଣଙ୍କୁ ଗିରଫ କରିବା ସହ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି। ସୂଚନା ମୁତାବକ, ୫୭…

ତିଆରି ଚାଲିଛି ପହଣ୍ଡି, ଅଣସର ଗାମୁଛା

ଖୋର୍ଦ୍ଧା ଅଫିସ,୧୩ା୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଚାଲିଛି। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ତିନି ରଥ ନିର୍ମାଣରେ ଲାଗିଛନ୍ତି ରଥ ମହାରଣା। ରଥଯାତ୍ରାରେ ମହାପ୍ରଭୁଙ୍କ ଲାଗି ପାଟବସ୍ତ୍ର ଏବଂ ସୂତାଲୁଗା ପ୍ରସ୍ତୁତିରେ ଖୋର୍ଦ୍ଧା ଜିଲା ବେଗୁନିଆ…

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ ଭାଇ…

ଚିଲିକା ବିଧାୟକଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ରିପୋର୍ଟ ଯାଞ୍ଚ

ଖୋର୍ଦ୍ଧା ଅଫିସ,୯ା୫: ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ପରେ ଅନ୍ତରୀଣ ଜାମିନରେ ଆସିଛନ୍ତି। ରବିବାର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଧାୟକ…

ସମ୍ଭାବ୍ୟ ବାତ୍ୟା ନେଇ ଚିନ୍ତାରେ ଚାଷୀ

ଖୋର୍ଦ୍ଧା ଅଫିସ, ୭ା୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର କ୍ରମେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରମୁହଁା ହେଉଛି। ଏହା ଅବପାତରେ ପରିଣତ ହେବା ସହ ସାଇକ୍ଲୋନିକ୍‌ ଷ୍ଟର୍ମ (ଘୂର୍ଣ୍ଣିବାତ୍ୟା)ରେ ପରିଣତ ହୋଇପାରେ। ତେବେ ବାତ୍ୟାର ପ୍ରକୋପ କିପରି ରହିବ, କେଉଁଠି ସ୍ଥଳଭାଗ…

ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳ ବନ୍ଦ

ଖୋର୍ଦ୍ଧା,୬।୫(ଡି.ଏନ୍‌.ଏ.): ଚିଲିକାରେ ଗୁରୁବାର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ତତ୍ପର ହୋଇ ଉଠିଛି। ବାତ୍ୟା ଆଶଙ୍କା ନ ଟଳିବା ପର୍ଯ୍ୟନ୍ତ ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇଛି । ଏ ନେଇ…

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୬।୫: ଚିଲିକା ଡଙ୍ଗା ବୁଡି ଘଟଣାରେ ନିଖୋଜ ଥିବା ରାଜକିଶୋର ଖୁଣ୍ଟିଆଙ୍କ ମୃତଦେହ ଶୁକ୍ରବାର ଉଦ୍ଧାର କରାଯାଇଛି। ନାଭାଲ ବେସ୍‌ ନିକଟରେ ମୃତଦେହ ଭାସୁଥିବା ଅବସ୍ଥାରେ ଠାବ ହୋଇଛି। ସୂଚନାଯୋଗ୍ୟ, ଗୁରୁବାର ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ…

ଚିଲିକାରେ ଡଙ୍ଗା ବୁଡିବା ଘଟଣା: ନିଖୋଜ ବ୍ୟକ୍ତିଙ୍କ ଏଯାଏ ମିଳିନି ପତ୍ତା

ଖୋର୍ଦ୍ଧା ଅଫିସ,୬।୫: ଚିଲିକା ଡଙ୍ଗା ବୁଡି ଘଟଣାରେ ଜଣେ ନିଖୋଜ ଥିବା ବ୍ୟକ୍ତଙ୍କ ଏଯାଏ ପତ୍ତା ମିଳି ନଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସୂଚନାଯୋଗ୍ୟ, ଗୁରୁବାର ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ ୧୧ ଜଣ ଫେରୁଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri