ଖୋର୍ଦ୍ଧା

ପ୍ଲାଷ୍ଟିକ, ପଲିଥିନରୁ ତିଆରି ହେଉଛି ପେଟ୍ରୋଲ

ଖୋର୍ଦ୍ଧା ଅଫିସ,୬ା୫: ଦୃଢ଼ ମନୋବଳ ଓ ଇଚ୍ଛାଶକ୍ତି ଦ୍ୱାରା ସଫଳତା ମିଳିଥାଏ। ଏହାକୁ ପ୍ରମାଣିତ କରିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ମାତ୍ର ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା ଅଜୟ ପ୍ଲାଷ୍ଟିକ ଓ ପଲିଥିନରୁ…

କାଳବୈଶାଖୀ ଯୋଗୁ ଅଘଟଣ, ଚିଲିକାରେ ବୁଡ଼ିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚିଲିକାରୁ…

ମହାପ୍ରଭୁଙ୍କ ସେବାରେ ଆନନ୍ଦ ମିଳେ

ଖୋର୍ଦ୍ଧା ଅଫିସ,୪।୫: ପବିତ୍ର ଅକ୍ଷୟତୃତୀୟାରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତିନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗ୍ରାମରେ ଚାଲିଛି ସୂତାଲୁଗା ଓ ପାଟବସ୍ତ୍ର ପ୍ରସ୍ତୁତି।…

ମଲ ପାଇଁ ଚାଲିଥିଲା ଗଛ କଟା: ହଠାତ ପହଞ୍ଚିଗଲା ବନ ବିଭାଗ

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା କ୍ଲବ ନିକଟରେ ଏକ ନିର୍ମାଣାଧିନ ସପିଙ୍ଗମଲ୍‌ ଆଗ ରାସ୍ତାକଡରେ ଥିବା ବହୁ ପୁରୁଣା ବର ଓ ନିମ୍ବ ଗଛକୁ ସମ୍ପୃୃକ୍ତ ମଲ୍‌ ମାଲିକ କାଟି ସଫା କରି ଦେଇଛନ୍ତି। ଏ…

ମଲ୍‌ ପାଇଁ କାଟିଦେଲେ ବର, ନିମ୍ବ ଗଛ: ତିନି ଦିନ ପରେ ଖୋର୍ଦ୍ଧା ବନ ବିଭାଗର ଚେତା ପଶିଲା

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା- ନୟାଗଡ ୫୭ ନଂ ଜାତୀୟ ରାଜପଥ ଖୋର୍ଦ୍ଧା କ୍ଲବ ନିକଟରେ ଏକ ନିର୍ମାଣାଧିନ ଶପିଂ ମଲ ସମ୍ମୁଖ ରାସ୍ତାକଡରେ ଥିବା ବହୁ ପୁରୁଣା ବର ଓ ନିମ୍ବ ଗଛକୁ ସଂପୃକ୍ତ ମଲ ମାଲିକ କାଟି ସଫା କରି…

ନିର୍ଦ୍ଦେଶନାମା କାଗଜକଲମରେ ସୀମିତ

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା ସହରର ଦୈନିକ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ରହୁଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେ ନାହିଁ…

ମୁହଁ ଫରାଉଛନ୍ତି ଖେଳାଳି, ଅଚାନକ ଷ୍ଟାଡିୟମ ପରିଦର୍ଶନ କଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୩୦।୪: ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଅଚାନକ ଖୋର୍ଦ୍ଧା ଷ୍ଟାଡିୟମରେ ପହଞ୍ଚି ପରିଦର୍ଶନ କରିଥିଲେ। ଏହି ସମୟରେ ଜିଲାପାଳଙ୍କ ସହ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର, ଉପାଧ୍ୟକ୍ଷ ଶୌର୍ଯ୍ୟରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଷ୍ଟ୍ରାଡିୟମର ପୁନରୁଦ୍ଧାର…

କପି ଧରାପଡ଼ିବାରୁ ଜୀବନ ହାରିଲେ ଛାତ୍ର, ହଷ୍ଟେଲରୁ ମିଳିଲା ମୃତଦେହ

ଜଟଣୀ,୨୮।୪(ଡି.ଏନ୍‌.ଏ.): ରାଜ୍ୟରେ ଗତ କିଛିମାସ ମଧ୍ୟରେ କେତେକ କଲେଜ ପରିସରରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ନଜରକୁ ଆସିଛି। ଏହା ଉଭୟ କଲେଜ କର୍ତ୍ତୃପକ୍ଷ ଓ ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଗତ ମାସ ୧୪ତାରିଖରେ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ନାଇଜର…

ଜେଲ୍‌ରୁ ମୁକୁଳିଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ ସମସ୍ୟା…

ନନ୍ଦନକାନନରେ ଭାଲୁ ଆକାଶର ମୃତ୍ୟୁ

ବାରଙ୍ଗ,୨୬।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୬ ନମ୍ବର ଖୁଆଡରେ ରହୁଥିବା ଅଣ୍ଡିରା ଭାଲୁ ଆକାଶର ମଙ୍ଗଳବାର ସକାଳେ ମୃତ୍ୟୁ ହୋଇଛି। ଆକାଶ ଗତ ଏକ ସପ୍ତାହ ହେଲା ନିମୋନିଆ ରୋଗରେ ଅସୁସ୍ଥ ଥିଲା। ତେବେ ତାକୁ ଖୁଆଡ ଭିତରୁ କାଢି ଆଣି ଭେଟେନାରୀ ବିଭାଗର…

ପାଞ୍ଚଗଡ଼ ଜଙ୍ଗଲରେ ନିଆଁ

ବୋଲଗଡ଼,୨୪ା୪(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଖୋର୍ଦ୍ଧା ରେଞ୍ଜ୍‌ ବୋଲଗଡ଼ ବନପାଳ ଅଧୀନ ପାଞ୍ଚଗଡ଼ ସଂରକ୍ଷିତ ଜଙ୍ଗଲରେ ରବିବାର ନିଆଁ ଲାଗି ପ୍ରାୟ ଅଢ଼େଇ ଏକର ପରିମିତ ଅଞ୍ଚଳର ବୃକ୍ଷଲତା ଜଳିଯାଇଛି। ବୋଲଗଡ଼ ପଞ୍ଚାୟତ ମରଦାବାଡ଼ି ଗ୍ରାମ ନିକଟ ଜଙ୍ଗଲରେ ନିଆଁ…

୩ ବର୍ଷ ବିତିଲା, ସରୁନି ମେଗା ଜଳଯୋଗାଣ ପ୍ରକଳ୍ପ

ବୋଲଗଡ଼,୨୫ା୪(ଡି.ଏନ୍‌.ଏ.): ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚକରି ପ୍ରକଳ୍ପ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀ ଏବଂ ଠିକାସଂସ୍ଥାର ଅବହେଳା ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁନି। ଫଳରେ ଲୋକେ ପାଇପ୍‌ ଯୋଗେ ପାନୀୟଜଳ ପାଇବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri