ଖୋର୍ଦ୍ଧା

ବଢୁଛି ଲଘୁ ଖଣିଜ ଚୋରାଚାଲାଣ

ଜଟଣୀ/ଯାଁଳା/ବୋଲଗଡ଼,୧୭।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ତହସିଲ ଅଞ୍ଚଳରେ ମାଙ୍କଡ଼ା ପଥର ଓ ମୋରମ ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଏକ ସ୍କ୍ବାଡ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉକୁ ଜୋର୍‌ଦାର କରାଯାଇଛି। ଏହି…

ନନ୍ଦନକାନନର ନିର୍ମାଣାଧୀନ ପାଚେରି ଭୁଶୁଡ଼ିଲା

ବାରଙ୍ଗ,୧୬।୭ (ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ହେଉଥିବା ମାଙ୍କଡ଼ ଏନକ୍ଲୋଜରର ନିର୍ମାଣାଧୀନ ପ୍ରାଚୀର ଶୁକ୍ରବାର ଭୁଶୁଡି ପଡିଛି। ବର୍ଷାରେ ପ୍ରାୟ ୫୦ଫୁଟରୁ ଅଧିକ ଲମ୍ବ ଓ ୨୦ଫୁଟ ଉଚ୍ଚର ଏହି ପ୍ରାଚୀର ଭାଙ୍ଗିଯିବା ପରେ ଏନକ୍ଲୋଜର ପାଇଁ…

ନନ୍ଦନକାନନରେ ପ୍ରଥମଥର ହେବ ଇଣ୍ଟର୍ନଶିପ ପ୍ରୋଗ୍ରାମ

ବାରଙ୍ଗ,୧୬।୭(ଡି.ଏନ୍‌.ଏ): ଜୀବଜନ୍ତୁ, ବୃକ୍ଷଲତା, ଆର୍ଦ୍ରଭୂମି ଓ ପରିବେଶ ଉପରେ ଦେଶ-ବିଦେଶର ସ୍ବୀକୃତିପ୍ରାପ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଓ ପୋଷ୍ଟ ଗ୍ରାଜୁଏଟ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରମାନେ ସେମାନଙ୍କ ପୂର୍ବଜ୍ଞାନ ଆହରଣ ପାଇଁ ଓ ପ୍ରାଥମିକ ଶିକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ…

ଏନ୍‌ଜିଟି ନିର୍ଦ୍ଦେଶ କାର୍ଯ୍ୟକାରିତାରେ ପଛଘୁଞ୍ଚା

ଖୋର୍ଦ୍ଧା ଅଫିସ,୧୫ା୭: ଖୋର୍ଦ୍ଧା ଜିଲା ନିଜିଗଡ଼ ତାପଙ୍ଗ ପଞ୍ଚାୟତ ଅନ୍ତର୍ଗତ ତାପଙ୍ଗ, ଅଣ୍ଡା ଓ ଝିଙ୍କିଝାରୀ ପ୍ରଭୃତି ଗ୍ରାମରେ ଶତାଧିକ ଏକର ଜଗନ୍ନାଥ ଜମି ହରିଲୁଟ ହେଉଛି। ଏହି ଅଞ୍ଚଳରୁ ଦୈନିକ ଶହ ଶହ ଟ୍ରକ୍‌ରେ ମାଙ୍କଡ଼ା ପଥର ଚାଲାଣ କରାଯାଉଛି।…

ଖୋର୍ଦ୍ଧା ପୌର ପ୍ରଶାସନର ତରବରିଆ କାମ, ରାସ୍ତାରେ ପାଣି

ଖୋର୍ଦ୍ଧା ଅଫିସ,୧୪ା୭: ‘ବାହାଘର ସମୟରେ ବାଇଗଣ ରୁଆ’ ଭଳି ପଦାରେ ପଡ଼ିଛି ଖୋର୍ଦ୍ଧା ପୌର ପ୍ରଶାସନର ଡ୍ରେନ୍‌ ସଫେଇ କାର୍ଯ୍ୟ। ମୌସୁମୀ ପୂର୍ବରୁ ଡ୍ରେନ ସଫେଇ ପ୍ରତି ଗୁରୁତ୍ୱ ଦିଆଗଲା ନାହିଁ। କିଛିଦିନ ତଳେ ତରବରିଆ ଭାବେ ଟେଣ୍ଡର ପରେ ଠିକା…

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ହେଲପର ମୃତ, ୧୫ ଆହତ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବରୁଣେଇ ଓଭର ବ୍ରିଜ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୮ଟାରେ ଏହି…

ବୋଲେରୋ-କାର ମୁହାଁମୁହିଁ ଧକ୍କା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋକାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ…

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ ହେଲା ଉକ୍ତ ଅଞ୍ଚଳକୁ ଆସି ଆତଙ୍କ ଖେଳାଉଥିଲା। ହେଲେ ରବିବାର ରାତିରେ ହାତୀଟି ଗୋଲାବାଇ…

ବୋଲେରୋ-କାର ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ସଙ୍କଟାପନ୍ନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋ-କାର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୧୩ରୁ ଊର୍ଦ୍ଧ୍ୱ…

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ ଯିବା…

ବିଦ୍ୟୁତ୍‌ତାର ଲାଗି ହାତୀର ଜୀବନ ଗଲା

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଲବାଇ ଛକ ନିକଟରେ ବିଦ୍ୟୁତ୍‌ ତାର ଲାଗି ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ହାତୀଟି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ତା’ର ମୃତ୍ୟୁ ଘଟିଛି। ଏହି ମୃତ…

ପାଣି, ସେଲରୁ ବିଦ୍ୟୁତ୍‌ ଉତ୍ପାଦନ କଲେ ଅଜୟ

ଖୋର୍ଦ୍ଧା ଅଫିସ,୧୧ା୭: କିଛି ନୂଆ କରିବାର ନିଶା ହିଁ ଉଦ୍ଭାବନର ବାଟ ଦେଖାଇଥାଏ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ ରାଧାଚରଣପୁର ଗ୍ରାମର ଅଜୟ ବେହେରା। ପେସାରେ ସେ ଜଣେ ଇଲେକ୍ଟ୍ରିସିଆନ ହୋଇଥିଲେ ବି ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?