ଖରାଛୁଟିକୁ ନେଇ ବଢୁଛି ଅସନ୍ତୋଷ
ଖୋର୍ଦ୍ଧା ଅଫିସ,୨୨ା୪: ଚଳିତବର୍ଷ ଜୁନ ୧ରୁ ୧୬ ପର୍ଯ୍ୟନ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରାଛୁଟି ଘୋଷଣା ହୋଇଥିବା ବେଳେ ଜୁନ ୬ରୁ ୧୬ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟରେ ହେବ ଖରାଛୁଟି। ତେବେ ଜୁନରେ ଖରାଛୁଟିକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।…
ଖୋର୍ଦ୍ଧାରେ ଚାଲିଛି ଶତାଧିକ ବେଆଇନ ଖଣି, କ୍ରଶର
ଖୋର୍ଦ୍ଧା ଅଫିସ,୨୧ା୪: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚୋରା ଚାଲାଣ ବଢିବାରେ ଲାଗିଛି। ଏନ୍ଜିଟି ଛାଟ ପରେ ଜିଲା ପ୍ରଶାସନ ପକ୍ଷରୁ ଧରପଗଡ଼ ଜୋରଦାର ଆରମ୍ଭ ହୋଇଥିଲା। ବେଆଇନ ଭାବେ ଚାଲାଣ ହେଉଥିବା ଲଘୁ…
୧୧୪ ଅଙ୍ଗନଓ୍ବାଡି କେନ୍ଦ୍ରର ନାହିଁ ନିଜସ୍ବ କୋଠା
ଖୋର୍ଦ୍ଧା ଅଫିସ,୨୦।୪: ଗର୍ଭବତୀଙ୍କ ସ୍ବାସ୍ଥ୍ୟର ଯତ୍ନ ଏବଂ ପିଲାଙ୍କ ଶୈକ୍ଷିକ ବିକାଶ ନିମନ୍ତେ ରାଜ୍ୟରେ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାଯାଇଛି। ପ୍ରାକ୍ ବିଦ୍ୟାଳୟ ପୂର୍ବରୁ ବିଭିନ୍ନ ଉପକରଣ, ଗପ,…
ଆଜିଠୁ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି
ଖୋର୍ଦ୍ଧା ଅଫିସ,୧୮ା୪: ଦୁଇବର୍ଷ ପରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ସୋମବାରଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ହେବ। ଏଣିକି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ସରକାରୀ ଅଧିକାରୀ। ଏନେଇ ରାଜ୍ୟ ସାଧାରଣ…
ତଦନ୍ତ ଶିଥିଳ, ଜମାକାରୀ ଚିନ୍ତାରେ
ଖୋର୍ଦ୍ଧା ଅଫିସ,୧୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ବିରୋଧରେ ଅର୍ଥ ଆତ୍ମସାତ୍ ସମେତ ଦୁଇଟି ସାଂଘାତିକ ଅଭିଯୋଗ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ତଦନ୍ତରେ ଶିଥିଳତା ଯୋଗୁ ପ୍ରଶାସନର କାର୍ଯ୍ୟଦକ୍ଷତା ଓ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ…
ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର
ବୋଲଗଡ଼,୧୮ା୪(ଡି.ଏନ୍.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା ଠିକାସଂସ୍ଥାମାନେ ନିମ୍ନମାନର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଗ୍ରାମ…
ନନ୍ଦନକାନନରେ ସିଂହୀ ଶ୍ୟାମାର ମୃତ୍ୟୁ
ବାରଙ୍ଗ,୧୬।୪(ଡି.ଏନ୍.ଏ.): ନନ୍ଦନକାନନରେ ମାଈ ସିଂହୀ ଶ୍ୟାମାର ଶନିବାର ମୃତ୍ୟୁ ଘଟିଛି। ତାହାର ମୃତ୍ୟୁ ପରେ ସିଂହଙ୍କ ସଂଖ୍ୟା ୧୬କୁ ହ୍ରାସ ପାଇଛି । ଗତ ୩ ବର୍ଷ ହେଲା ସିଂହୀ ଶ୍ୟାମା ଅସୁସ୍ଥ ଥିଲା । ତାର କାନ ପାଖରେ ଏକ…
ଚିଲିକା ବୁଲିଲେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ
ଖୋର୍ଦ୍ଧା ଅଫିସ/ବାଲୁଗଁା/କୃଷ୍ଣପ୍ରସାଦ, ୧୬ା୪(ଡି.ଏନ୍.ଏ.): ଚିଲିକା ପରିଭ୍ରମଣ ସହ ମା’ କାଳିଜାଈଙ୍କ ଦର୍ଶନ କରିଛନ୍ତି ବିଧାନସଭାର ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଓ ମନ୍ତ୍ରୀ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କଡ଼ା ସୁରକ୍ଷା ବଳୟରେ ୪ଟି ବସ୍ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନେତୃତ୍ୱରେ…
ନନ୍ଦନକାନନରେ ମାଈ ଶାବକ ମୃତ
ବାରଙ୍ଗ,୧୪।୪(ଡି.ଏନ୍.ଏ.): ନନ୍ଦନକାନନରେ ଧଳା ବାଘୁଣି ରୁପାଠାରୁ ଜନ୍ମିତ ଆଉ ଏକ ମାଈ ଶାବକ ପ୍ରାଣ ହରାଇଛି । ଛୁଆଟି ବୁଧବାର ଅସୁସ୍ଥ ହୋଇ ପଡିଥିବା ବେଳେ ଗୁରୁବାର ସକାଳେ ମୃତ୍ୟୁ ହୋଇଛି। ଏନେଇ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷରୁ ସୂଚନା ଦେଇଛନ୍ତି। ମାର୍ଚ୍ଚ…
ଭାଙ୍ଗିଦେଲେ ଝାମୁଦଣ୍ଡ, ବନ୍ଦ ହେଲା ପରମ୍ପରା
ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହପ୍ରସାଦ ଗ୍ରାମରେ ବୁଧବାର ଝାମୁଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗାଁ ଦାଣ୍ଡରେ ଝାମୁଯାତ୍ରା ଚାଲିଥିବାବେଳେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକେ ଏହାକୁ ବିରୋଧ କରିବା ସହ ଦଣ୍ଡୁଆମାନଙ୍କୁ ଆକ୍ରମଣ କରିଛନ୍ତି।…
ନନ୍ଦନକାନନରେ ବାଘଛୁଆ ‘ବିବେକ’ର ମୃତ୍ୟୁ
ବାରଙ୍ଗ,୧୩।୪(ଡି.ଏନ୍.ଏ.): ନନ୍ଦନକାନନରେ ୧୪ ମାସର ବାଘଛୁଆ ‘ବିବେକ’ର ମଙ୍ଗଳବାର ଅପରାହ୍ନରେ ମୃତ୍ୟୁ ଘଟିଛି। ଗତ ୫ ଦିନ ହେବ ସେ ଅସୁସ୍ଥ ଥିଲା ବେଳେ ଠିକ୍ ଭାବରେ ଚଲାବୁଲା କରିପାରୁ ନ ଥିଲା । ତେଣୁ ତାକୁ ଖୁଆ ପଛପଟ ଫିଡିଂ…
ନିର୍ମାଣ ସରିନି, ତରବରିଆ ଉଦ୍ଘାଟନ
ନିରାକାରପୁର,୧୧ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟରେ ନୂତନ ଗୃହ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ଏହାର ଉଦ୍ଘାଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଏହି ମହାବିଦ୍ୟାଳୟ ପରିସରରେ ଓଡ଼ିଶା…
Archives


