ଖୋର୍ଦ୍ଧା

କାର୍ଡବୋର୍ଡରେ ନନ୍ଦିଘୋଷ ରଥ

ଖୋର୍ଦ୍ଧା ଅଫିସ,୬।୭: ଖୋର୍ଦ୍ଧା ପ୍ରାଣନାଥ ମହାବିଦ୍ୟାଳୟର ଯୁକ୍ତ-୨କଳା ଛାତ୍ର ସୁମିତ୍‌ କୁମାର ଦାଶ। କାର୍ଡବୋର୍ଡକୁ ବ୍ୟବହାର କରି ପ୍ରସ୍ତୁତ କରିଛନ୍ତି ୪ଫୁଟ ଉଚ୍ଚର ନନ୍ଦିଘୋଷ ରଥ। କଲେଜର ସହପାଠୀମାନେ ଏହି ରଥକୁ ଟାଣିଥିଲେ। ଶ୍ରୀକ୍ଷେତ୍ର ଘୋଷଯାତ୍ରା ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କର ସୁନାବେଶ,…

ବଢ଼ିଚାଲିଛି ଲଘୁ ଖଣିଜ ସମ୍ପଦ ଚାଲାଣ

ଖୋର୍ଦ୍ଧା ଅଫିସ,୪ା୭: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ବଢ଼ିଚାଲିଛି। ମାଫିଆମାନେ ଦୈନିକ ଶହ ଶହ ଟ୍ରକରେ ମାଙ୍କଡ଼ା ପଥର, ମୋରମ, କଳାମୁଗୁନି ଓ ବଉଳମାଳା ପଥର ଜିଲା ତଥା ବାହାର ଜିଲାକୁ ଚାଲାଣ କରୁଛନ୍ତି। ଏପରି କି…

ଟ୍ରକ୍‌ ଚକ ତଳେ ପଡ଼ିଗଲେ ବାଇକ୍‌ ଆରୋହୀ

ଫୁଲନଖରା,୩।୭:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଫୁଲନଖରା ନିଆଳି ରାସ୍ତା କୁରାଙ୍ଗ ଶାସନ ନିକଟରେ ରବିବାର ଏକ ସଡ଼କ ଦୁର୍ଘଣାରେ ଜଣେ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଓଲଟପୁର ଥାନା ଅନ୍ତର୍ଗତ କଅଁରପୁର ଗ୍ରାମର ମାନସ ମହାପାତ୍ର।…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଊର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା ଅଫିସ,୩ା୭: ଖୋର୍ଦ୍ଧା ବାଘମାରୀ-ସିମୋର ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଉକ୍ତ ବସ୍‌ଟି ବାଙ୍କୀରୁ ଭୁବନେଶ୍ୱର ଆସୁଥିଲା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାନୁସାରେ, ଲିଙ୍ଗରାଜ ନାମକ ଘରୋଇ ବସ୍‌…

ବଚସାରୁ ଯୁବକଙ୍କୁ ଗୋଡ଼ାଇ ହାଣିଲେ

ଖୋର୍ଦ୍ଧା ଅଫିସ,୩।୭: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଚତରାଶଙ୍ଖ ନିକଟରେ ଶନିବାର ଅପରାହ୍ନରେ ସାମାନ୍ୟ ବଚସାରୁ ଦୁଇ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ କ୍ରୋଧାନ୍ବିତ ହୋଇ ଜଣେ ଅନ୍ୟ ଜଣେ ଯୁବକଙ୍କୁ କଟୁରିରେ ଗୋଡ଼ାଇ ହାଣିଥିଲେ। ତାଙ୍କ ଶରୀରର…

ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ଜଟଣୀ,୨୮ା୬ (ଡି.ଏନ୍‌.ଏ.):ଜଟଣୀ ଥାନା ଅଧୀନ ବଡ଼ତୋଟା ବିଏସ୍‌ଏଫ୍‌ କ୍ୟାମ୍ପ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଥିବା ବାବା ସାହେବ ଆମ୍ବେଡ୍‌କରଙ୍କ ପ୍ରତିମୂର୍ତ୍ତିର ହାତକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏନେଇ ସୋମବାର ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଭୀମ ଆର୍ମି ଏକତା…

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୨୬ା୬: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ ସତ୍ତ୍ବେ କୌଣସି ଫରକ ପଡୁନି। କୋଲକାତା, ବାଲେଶ୍ବର, ଜଳେଶ୍ୱର ପ୍ରଭୃତି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାରେ ପହଞ୍ଚୁଛି। ଏଠାରୁ ପଡ଼ୋଶୀ ଜିଲା ସମେତ ଗ୍ରାମାଞ୍ଚଳକୁ ପଠାଯାଉଛି। ଗୁଇନ୍ଦା…

ଟଙ୍କା ଫେରିପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବେଗୁନିଆ ବ୍ଲକ ରାଉତପଡ଼ା ଶାଖାରୁ ଜମାକାରୀଙ୍କ ୧.୫୦ କୋଟି ଟଙ୍କା ଆତ୍ମସାତ୍‌ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହି ଘଟଣାର ତଦନ୍ତ ଲାଗି ମେ’…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲେ

ବାରଙ୍ଗ,୨୬।୬(ଡି.ଏନ୍‌.ଏ.): ପ୍ରେମ ପାଇଁ ନିଜ ମଥାର ସିନ୍ଦୂର ପୋଛିଲା ସ୍ତ୍ରୀ। ଭୁଲିଗଲା ସାତଜନ୍ମର ସମ୍ପର୍କକୁ। ପ୍ରେମିକ ସହ ମିଶି ଅଗ୍ନିକୁ ସାକ୍ଷୀ ରଖି ବିବାହ କରିଥିବା ସ୍ବାମୀକୁ ହତ୍ୟା କଲା। ବାରଙ୍ଗ ଥାନା ଅନ୍ତର୍ଗତ ନେତଲଗଁା ନିକଟ କାଜୁ ଜଙ୍ଗଲରୁ ବୁଧବାର…

ଚପିଯାଇଛି ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନ ହେଉନି

ଖୋର୍ଦ୍ଧା ଅଫିସ,୨୪ା୬: ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନେ ଚେୟାର ଟେବୁଲରେ ବସି ପାଠ ପଢ଼ିବା ସହ ସ୍ବଚ୍ଛ ପାଣି ପିଇବେ। ଏଥିଲାଗି ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୮୩ ଲକ୍ଷ ୪୭ ହଜାର ଟଙ୍କା ଅନୁଦାନ…

ଧାନକିଣାରେ ସ୍ବଚ୍ଛତା ଉପରେ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୨୨।୬: ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟିର ଏକ ଦୁଇ ଜଣିଆ ପ୍ରତିନିଧି ଦଳ ଖୋର୍ଦ୍ଧା ଗସ୍ତରେ ଆସି ଯୋଗାଣ, ସମବାୟ ସଂସ୍ଥା ଏବଂ ହସ୍ତଶିଳ୍ପ ଓ ହସ୍ତତନ୍ତ ବିଭାଗର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ମଙ୍ଗଳବାର ଜିଲା ପରିଷଦ…

ପ୍ରତିଶୋଧ ପାଇଁ ପ୍ରେମିକଙ୍କ ତଣ୍ଟି କାଟିଥିଲେ

ଖୋର୍ଦ୍ଧା ଅଫିସ,୨୦ା୬: ଖୋର୍ଦ୍ଧା ଟାଉନ ଥାନା ଅଧୀନ ମଲ୍ଲିପୁର ପଞ୍ଚାୟତ ନିଆଳ ଗ୍ରାମର ପଥରଖଣିରୁ ଅତାଉଲ୍ଲା ଖାଁଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପ୍ରେମରେ ପ୍ରତାରଣା ପରେ ପ୍ରତିଶୋଧ ପରାୟଣ ହୋଇ ଅତାଉଲ୍ଲାଙ୍କୁ ହତ୍ୟା କରାଯାଇଥିବା ଖୋର୍ଦ୍ଧା ଡିଏସ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?