ଜଗା ପ୍ରଧାନଙ୍କୁ ମିଳିଲା ଜାମିନ: ୩୦ ହଜାର ଟଙ୍କା ବଦଳରେ…
ଭୁବନେଶ୍ୱର,୯।୭: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଛି ଜାମିନ। ନିକଟରେ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ…
୪ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା
ଖୋର୍ଦ୍ଧା,୪।୭: ଖୋର୍ଦ୍ଧା ବଧାପୋଖରୀ ନିକଟରେ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପୋଲିସ ଶୁକ୍ରବାର ପର୍ଦ୍ଦାଫାଶ କରିଛି। ୪ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା କରାଯାଇଥିବା ଏସ୍ପି ସୂଚନା ଦେଇଛନ୍ତି। ହତ୍ୟା କାଣ୍ଡରେ ସଂଶି୍ଲଷ୍ଠ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବା…
ରଥଯାତ୍ରା ଦଳଚକଟା ଘଟଣା: ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଚେକ୍ ଦେଲେ ମନ୍ତ୍ରୀ
ଖୋର୍ଦ୍ଧା,୨ା୭(ପ୍ରଭାତ ପାଣିଗ୍ରାହୀ): ପୁରୀ ଶ୍ରାଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁଘଟିଛି। ଏହି ଘଟଣାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମର ବାସନ୍ତୀ ସାହୁଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବରଣ କରିଥିବା ପରିବାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ଲକ୍ଷ ଟଙ୍କା…
ସୋଲଫୁଲରେ ଝଲସିବ ୩ ରଥ: ସେବାରେ ଗୁରୁଜଙ୍ଗ ଭୋଇ ପରିବାର
ଖୋର୍ଦ୍ଧା,୨୩ା୬(ପ୍ରଭାତ ପାଣିଗ୍ରାହୀ)ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ରଥ। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ରତ୍ନବେଦି ଛାଡ଼ି ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚାକୁ ବିଜେ କରିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଅନ୍ୟପଟେ ତିନି ରଥରେ ଝଲସିବ ଖୋର୍ଦ୍ଧା ଗୁରୁଜଙ୍ଗ ଭୋଇସାହି ରାଜକିଶୋର ଓ…
ରାଜପଥରେ ଓଲଟିଲା ଯାତ୍ରୀବାହୀ ବସ୍
ଖୋର୍ଦ୍ଧା,୧୫ା୬(ପ୍ରଭାତ ପାଣିଗ୍ରାହୀ): ୧୬ନଂ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଡ୍ରାଇଭର ଭାରସାମ୍ୟ ହରାଇ ବସ୍ଟିକୁ ଡିଭାଇଡରରେ ପିଟି ଦେବାରୁ ଏହା ଓଲଟି ପଡ଼ିଥିଲା। ଫଳରେ ୭ ଜଣ ଗୁରୁତର ହୋଇଛନ୍ତି। ୧୫ରୁ ଊଦ୍ଧର୍ବ ଆହତ ହୋଇଛନ୍ତି। ଶିଳ୍ପାଞ୍ଚଳ…
ମା’ ହେଲା ଧଳାବାଘୁଣୀ ମୌସୁମୀ, ଦୁଇ ଛୁଆକୁ ଦେଲା ଜନ୍ମ, ହୋଇପାରିନି ଲିଙ୍ଗ ନିର୍ଣ୍ଣୟ
ବାରଙ୍ଗ,୮ା୬(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍କ୍ଲୋଜର ୨୮-ବି’ରେ ଜନ୍ମ ଦେଇଛି।…
ମହାପ୍ରଭୁଙ୍କ ପାଟବସ୍ତ୍ର ବୁଣୁଛନ୍ତି ଦିବ୍ୟାଙ୍ଗ କାର୍ତ୍ତିକେଶ୍ୱର
ଖୋର୍ଦ୍ଧା,୨ା୬(ପ୍ରଭାତ ପାଣିଗ୍ରାହୀ): ସେ ହେଉଛନ୍ତି ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟାଙ୍ଗ ସେବକ। ନା ସେ ଠିକ୍ଭାବେ ଚାଲିପାରୁଛନ୍ତି, ନା ଠିକ୍ ଭାବେ କାମ କରିପାରୁଛନ୍ତି, ତଥାପି ମହାପ୍ରଭୁଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। ଶ୍ରୀଜଗନ୍ନାଥଙ୍କ ସେବା ପାଇବା ଲାଗି ତାଙ୍କ ମନ…
ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିଥିଲେ ସ୍ବାମୀ: ଏବେ ମିଳିଲା ବଡ଼ ଦଣ୍ଡ
ଖୋର୍ଦ୍ଧା,୩୦।୫(ପ୍ରଭାତ ପାଣିଗ୍ରାହୀ): ପତ୍ନୀହନ୍ତା ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ। ଏହି ମାମଲାର ବିଚାର କରି ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ-୧) ରଞ୍ଜୁଲତା ଲେଙ୍କାଙ୍କ ଅଭିଯୁକ୍ତ ସ୍ବାମୀ ଦୀପ୍ତିମାନ ସାହୁଙ୍କୁ ଦଫା ୩୦୨ରେ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ୧୦ହଜାର ଟଙ୍କା…
ପରୀକ୍ଷା ଦେବାକୁ ଘରୁ ବାହାରି ଆସିଥିଲେ ପୁଅ: ରାସ୍ତାରେ ଯେମିତି ଚାହିଁ ବସିଥିଲା କାଳ….
ବାଣପୁର,୨୮।୫( ଦିଲ୍ଲୀପ କୁମାର ସ୍ବାଇଁ) ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପୋଲିସ ବିଟହାଉସ ନିକଟସ୍ଥ କଉଡ଼ିଆ ଛକ ପେଟ୍ରୋଲ ପମ୍ପ ଠାରେ ବୁଧବାର ଦୂର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବାଣପୁର ଥାନା…
ସୁଧୁରୁନି ସହରର ପରିମଳ ବ୍ୟବସ୍ଥା
ଖୋର୍ଦ୍ଧା,୨୫ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷାଦିନକୁ ଦୃଷ୍ଟିରେ ରଖି ପୌର ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇନାହିଁ। ଶନିବାର ବର୍ଷା ହେବାରୁ ଡ୍ରେନ୍ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଜମି ରହିବା…
ଅଧରାତିରେ ଲାଞ୍ଚ ନେଉଥିଲେ ଏଏସଆଇ, ହୋମଗାର୍ଡ: ମାଡ଼ିବସିଲା ଭିଜିଲାନ୍ସ
ଖୋର୍ଦ୍ଧା,୨୪।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଭିଜିଲାନ୍ସ ଜାଲରେ ବାଙ୍କୋଇ ଫାଣ୍ଡି ଏଏସଆଇ ଓ ହୋମଗାର୍ଡ। ଲାଞ୍ଚ ନେଇ ଧରାପଡିଲେ ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପିକେ ସୁନ୍ଦରାୟ। ଏକ କେସ ଡାଇରୀରୁ ନା ହଟାଇବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିଲେ।…
ଖୋର୍ଦ୍ଧା ଗସ୍ତରେ ରାଜ୍ୟପାଳ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା
ଖୋର୍ଦ୍ଧା,୨୨ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟପାଳ ହରିବାବୁ କମ୍ଭମ୍ପତି ଖୋର୍ଦ୍ଧା ଗସ୍ତ କରିଛନ୍ତି। ରାଜ୍ୟପାଳ ଏହି ସମୟରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା ଜିଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କିଭଳି…
Archives


