ଟଙ୍କା ପାଇବା ଆଶଙ୍କାରେ ଜମାକାରୀ
ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ରାଉତପଡ଼ା ଶାଖାରେ ଶତାଧିକ ଗ୍ରାମବାସୀଙ୍କ ୧କୋଟି ୫୦ଲକ୍ଷ ସ୍ଥାୟୀ ଜମା ଓ ସଞ୍ଜୟ ଟଙ୍କା ହେରଫେର ନେଇ ଅଭିଯୋଗ ହୋଇଥିଲା। ଏନେଇ ଜିଲାପାଳଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ଜିଲାପାଳ ସଂଗ୍ରାମ…
ନନ୍ଦନକାନନରେ ବାଘ ଛୁଆ ରକି ଅସୁସ୍ଥ
ବାରଙ୍ଗ,୧୦।୪(ଡି.ଏନ୍.ଏ.): ନନ୍ଦନକାନନରେ ୧୨ ମାସର ବାଘ ଛୁଆ ରକି ଅସୁସ୍ଥ ହୋଇପଡ଼ିଛି। ଗତ ଦୁଇଦିନ ହେଲା ତାକୁ ତରଳ ଝାଢ଼ା ହେଉଥିବା ଯୋଗୁ ବାଘ ଛୁଆଟି ଅତ୍ୟନ୍ତ ଦୂର୍ବଳ ହୋଇଯାଇଛି। ଅସୁସ୍ଥତା ଯୋଗୁ ରକିକୁ ଖିୁଆଡରୁ ବାହାର କରି ନନ୍ଦନକାନନ ଭେଟନାରୀରେ…
ଜାତୀୟ ରାଜପଥରେ ଦୁର୍ଘଟଣା: ଷ୍ଟିଅରିଂରେ ଫସିଗଲା ଡ୍ରାଇଭରଙ୍କ ଗୋଡ଼
ଖୋର୍ଦ୍ଧା ଅଫିସ,୧୦ା୪: ୧୬ ନଂ ଜାତୀୟ ରାଜପଥ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରବିବାର ସକାଳେ ଭୁବନେଶ୍ବର ପଟୁ ଆସୁଥିବା ୪୦୭ ଡ୍ରାଇଭର ଭାରସାମ୍ୟ ହରାଇ ଏକ ଅଜଣା ଗାଡ଼ିକୁ ପଛପଟୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ…
ଟ୍ରେନିଂ ବେଳେ ଯବାନଙ୍କୁ କଚାଡ଼ିଲା ହାତୀ
ବାରଙ୍ଗ,୯।୪(ଡି.ଏନ୍.ଏ.): ଟ୍ରେନିଂ ବେଳେ ଚନ୍ଦକା ଜଙ୍ଗଲରେ ଶନିବାର ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୪ରୁ ଅଧିକ ଏସ୍ଓଜି ଯବାନ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଚନ୍ଦକା ଜଙ୍ଗଲରେ ଏସ୍ଓଜି ଯବାନଙ୍କ ପକ୍ଷରୁ…
ଚିଲିକା ବିଧାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ: ତଥାପି ରହିବେ ଜେଲରେ
ଖେର୍ଦ୍ଧା ଅଫିସ,୮।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶୁକ୍ରବାର ସର୍ତ୍ତମୂଳକ ଜାମିନ ମିଳିଛି। ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ କିଛି ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଥିବା ଅଭିଯୋଗରେ ବିଧାୟକ ବାଣପୁର ସବ ଜେଲରେ ଅଛନ୍ତି। ତେବେ ବିଧାୟକଙ୍କୁ…
କେସିସିବିରେ ଅନିୟମିତତା
ଖୋର୍ଦ୍ଧା ଅଫିସ, ୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଙ୍କ ବିରୋଧରେ ଲକ୍ଷାଧିକ ଟଙ୍କାର ଆର୍ଥତ୍କ ଅନିୟମିତତା ଅଭିଯୋଗ ଆସିଛି। ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଏହି ଅଭିଯୋଗ ଆଣି ନିରପେକ୍ଷ ତଦନ୍ତ ଲାଗି ରାଜ୍ୟ ସମବାୟ…
ଉଇହୁଙ୍କା ରୂପେ ପୂଜା ପାଉଛନ୍ତି କୀର୍ତ୍ତନିଆ ଋଷି
ବେଗୁନିଆ, ୮।୪(ଡି.ଏନ୍.ଏ.): ପୁରୀ-ଶରଣକୂଳ ନୂଆ ଜଗନ୍ନାଥ ସଡ଼କ ପାଶର୍ବରେ ଛଣଗିରି ଓ ହଜ ମଧ୍ୟରେ କଳକଳ ନାଦ କରି ବହିଯାଉଛି ମଲାଗୁଣି ବା ମନ୍ଦାକିନୀ ନଦୀ। ଏହି ନଦୀକୂଳରେ ଅବସ୍ଥିତ ହଜ ଗ୍ରାମର ଉତ୍ତର ଦିଗକୁ ମାତ୍ର ୫୦୦ ମିଟର ଗଲେ…
ଭୋଟ ପାଇଁ ନକଲି ରାଶନକାର୍ଡ
ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ ବିଜୟ ହାସଲ କରିବା ପରେ ଭୋଟରଙ୍କୁ ଦେଇଥିବା କାର୍ଡକୁ ଜବରଦସ୍ତ ଛଡ଼ାଇ ନିଆଯାଇଛି। ଚିଲିକା…
ଦୌଡ଼ରେ ବିଜେଡିର ୪ କାଉନସିଲର
ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ପୌର ପରିଷଦ ଉପାଧ୍ୟକ୍ଷ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ୨୨ ଓ୍ବାର୍ଡ ବିଶିଷ୍ଟ ଖୋର୍ଦ୍ଧା ପୌରପାଳିକାରେ ବିଜେଡି ୧୩ଟି ଆସନରେ ବିଜୟ ଲାଭ କରିଥିବା ବେଳେ ଭାଜପା ୪ଟି ଏବଂ ସ୍ବାଧୀନ ପ୍ରାର୍ଥୀ ୫ଟିରେ…
ରାସ୍ତା କାମରେ ମିଥ୍ୟା ବିଲ୍, ଦେଢ଼ମାସ ପରେ ବି କାର୍ଯ୍ୟାନୁଷ୍ଠାନ ହେଉନି
ବୋଲଗଡ଼,୭ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଏକ ରାସ୍ତା କାମରେ ମିଥ୍ୟା ବିଲ୍ କରି ଅର୍ଥ ତୋସରପାତ କରାଯାଇଥିବା ନେଇ ନାରାୟଣୀପଡ଼ା ଗ୍ରାମବାସୀଙ୍କ ପକ୍ଷରୁ ଗତ ଫେବୃୟାରୀ ୧୨ରେ ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ପ୍ରାୟ ଦେଢ଼…
ବିଜେଡିରେ ମିଶିଲେ ଜଟଣୀର ୩ କାଉନ୍ସିଲର
ଭୁବନେଶ୍ୱର,୪।୪(ବ୍ୟୁରୋ): ଜଟଣୀ ପୌର ପରିଷଦର ୩ ଜଣ ନବନିର୍ବାଚିତ ସ୍ବାଧୀନ କାଉନ୍ସିଲର ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ୬୦ ନମ୍ବର ୱାର୍ଡର କର୍ପୋରେଟର ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଦଳ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଜଟଣୀର ୧୨ ନମ୍ବର…
ଫିଲ୍ମ ଷ୍ଟାଇଲ୍ରେ ଲୁଟିନେଲ ଏଲ୍ଇଡି ବୋଝେଇ ଟ୍ରକ୍
ଖୋର୍ଦ୍ଧା ଅଫିସ,୩ା୪: ଫିଲ୍ମ ଷ୍ଟାଇଲରେ ଦୁର୍ବୃତ୍ତ ଲୁଟି ନେଇଛନ୍ତି ଏଲ୍ଇଡି ଟିଭି ବୋଝେଇ ଟ୍ରକ୍। ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏଲ୍ଇଡି ଟିଭି ବୋଝେଇ ଟ୍ରକ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଛାନ୍ଭିନ୍ ଆରମ୍ଭ କରିଛି ପୋଲିସ ।…
Archives


