ଖୋର୍ଦ୍ଧା

୭ ବର୍ଷ ପରେ ଖୁସିକୁ ମିଳିବ ସାଥୀ

ବାରଙ୍ଗ,୧୯।୬(ଡି.ଏନ୍‌.ଏ.): ନନ୍ଦନକାନନରେ ରହୁଥିବା ଜିରାଫ ‘ଖୁସି’ପାଇଁ ଏକ ସାଥୀ ଆସିବ। ୭ ବର୍ଷ ଧରି ଖୁସି ନିଃସଙ୍ଗ ଜୀବନ ବିତାଉଥିଲା। ଅଲିପୁର ଚଡ଼ିଆଖାନାରୁ ଖୁସି ପାଇଁ ସାଥୀ ଆଣିବା ନେଇ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏବେ ଖୁସି ଓ ତାର…

ଚିଲିକାରେ ବୁଡ଼ିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୧୯।୬: ଚିଲିକାରୁ ମାଛ ଧରି କୂଳକୁ ଫେରୁଥିବା ଏକ ଡଙ୍ଗା ଶନିବାର କାଳବୈଶାଖୀ ଯୋଗୁ ବୁଡ଼ିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କାର ମାଛ ଓ ଜାଲ ପାଣିରେ ଭାସିଯାଇଥିବା ବେଳେ ମତ୍ସ୍ୟଜୀବୀମାନେ ପହଁରି ନିଜ ଜୀବନ ବଞ୍ଚାଇଛନ୍ତି। ସୂଚନା ଅନୁଯାୟୀ, ଦୁଇଦିନ…

ନନ୍ଦନକାନରେ ପ୍ରେମା ହାତୀ ଅସୁସ୍ଥ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ପ୍ରେମା ହାତୀର ନଖରେ ଆଘାତ ଲାଗି ହାତୀଟି ଅସୁସ୍ଥ ହୋଇପଡ଼ିଛି। ଏହା ସହିତ ହାତୀରର ବୟସ ମଧ୍ୟ ହୋଇଥିବାରୁ ଅସୁସ୍ଥ ରହୁଛି। ବର୍ତ୍ତମାନ ସାମାନ୍ୟ ଅସୁସ୍ଥ ଥିବା ନନ୍ଦନକାନନ କର୍ତ୍ତୃପକ୍ଷ କହିଥିବା ବେଳେ ହାତୀର ଚିକିତ୍ସା କରାଯାଉଛି…

ପୁଣି ମଝି ଚିଲିକାରେ ଫସିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୧୭।୬: ପୁଣି ମଝି ଚିଲିକା ଜହ୍ନିକୁଦା ନିକଟରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ରହିଛି। ଡଙ୍ଗାଟି ଜହ୍ନିକୁଦା ଘାଟଠାରୁ ସାତପଡ଼ା ଅଭିମୁଖେ ବାହାରିଥିଲା ଡଙ୍ଗାରେ ୨୦ରୁ ଊର୍ଦ୍ଧ୍ୱ ବାଇକ ଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିବା ସୂଚନା ମିଳିଛି…

ଚିଲିକାରୁ ୫ ଫୁଟର ମୃତ ଡଲଫିନ୍‌ ଜବତ

ବାଲୁଗଁା,୧୫।୬(ଡି.ଏନ୍‌.ଏ.): ଚିଲିକାରେ ‘ଇରାୱାଡ଼ି’ ପ୍ରଜାତିର ଡଲଫିନ୍‌ ଏବେ ଅସୁରକ୍ଷିତ। ଗତ କିଛି ବର୍ଷ ହେବ ବିଭିନ୍ନ କାରଣ ଯୋଗୁ ଏହି ଡଲଫିନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଅଧୀନ ଚିଲିକାର କଳିଯୁଗେଶ୍ୱର ପାହାଡ଼…

ରାଜଧାନୀରେ ବୁଲୁଛି ଚୋରି ବାଇକ୍‌

ଖୋର୍ଦ୍ଧା ଅଫିସ,୧୩ା୬: ଜଟଣୀ ଥାନା ଅଧୀନ ବଡ଼ତୋଟା ଭୋଇସାହିର ଅଶୋକ ଭଣ୍ଡଙ୍କ ବାଇକ୍‌ ମେ ମାସରେ ଚୋରି ହୋଇଯାଇଥିଲା। ଏନେଇ ସେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏଯାବତ ତାଙ୍କ ଚୋରି ବାଇକ୍‌ ମିଳି ନ ଥିବାବେଳେ ଗତ ୭ତାରିଖରେ ଟ୍ରାଫିକ…

ପୁଣି ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ରବିବାର ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ବର୍ଷା ପୂର୍ବରୁ ସରିବ ଡ୍ରେନ୍‌ ସଫେଇ

ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରରେ ରହିଥିବା ଡ୍ରେନ୍‌ ସଫା ନ ହେବାରୁ ତାହା ପୋତି ହୋଇଗଲାଣି। ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ସଫା ନ ହେଲେ କୃତ୍ରିମ ବନ୍ୟା ସୃଷ୍ଟିହେବା ସମ୍ଭାବନା ରହିଥିବା ନେଇ ଖବର…

‘ଗୁଣାତ୍ମକ ଶିକ୍ଷାରେ ଦେଶର ବିକାଶ’

ଜଟଣୀ,୧୨।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଆଇଆଇଟି ପରିସରରେ ଶନିବାର ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି କେନ୍ଦ୍ରୀୟ ବିଦ୍ୟାଳୟ ଏବେ ଅସ୍ଥାୟୀ କ୍ୟାମ୍ପସରେ ଚାଲିବ। ଏହାସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହି କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ…

ମାମଲାରେ କୋହଳ ଦଫା ଲଗାଇବାକୁ ନେଉଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ

ଖୋର୍ଦ୍ଧା ଅଫିସ,୧୦।୬: ଏକ ମାମଲାରେ କୋହଳ ଦଫା ଲଗାଇବା ପାଇଁ ଜଣେ ମହିଳାଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୋଲଗଡ ଥାନା ଏଏସ୍‌ଆଇ ଭଗବାନ ସ୍ବାଇଁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ଲାଞ୍ଚ ଟଙ୍କା…

ଶେଷ ରଜରେ ଖୋର୍ଦ୍ଧା ଜିଲା ଛୁଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରଜ ଉପଲକ୍ଷେ ରାଜ୍ୟ ସରକାର ଜୁନ୍‌ ୧୪ ଓ ୧୫ ତାରିଖକୁ ସରକାରୀ ଛୁଟି ଦିବସ ଭାବେ ଘୋଷଣା କରିଛନ୍ତି। ତେବେ ଶେଷ ରଜ ଜୁନ୍‌ ୧୬ ତାରିଖକୁ ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ପାଇଁ ସ୍ଥାନୀୟ ଛୁଟି…

ରଜ ପାଇଁ ସଜେଇ ହେଉଛି ମା’ ଉଗ୍ରତାରା ପୀଠ

ନିରାକାରପୁର,୯।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ମୂଳୀଝର ହାତୀଆ ପାହାଡ଼ ପାଦ ଦେଶରେ ଅବସ୍ଥିତ ଓଡ଼ିଶା ପ୍ରସିଦ୍ଧ ମା’ ଉଗ୍ରତାରାଙ୍କ ପୀଠରେ ଚଳିତବର୍ଷ ରଜ ମହୋତ୍ସବ ପର୍ବ ପାଳନ କରାଯିବ। ଏଥିପାଇଁ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ସଫା କରାଯିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?