ଖୋର୍ଦ୍ଧା

ଜଳହସ୍ତୀ ଦେହରେ ଲାଗିଛି ସିରିଞ୍ଜ

ବାରଙ୍ଗ,୨୩।୫(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଚିକିତ୍ସକଙ୍କ ଦାୟିତ୍ୱହୀନତା ଯୋଗୁ ୬୩ ନମ୍ବର ଏନକ୍ଲୋଜରରେ ଥିବା ଏକ ମାଈ ଜଳହସ୍ତୀକୁ ଦୁର୍ଦ୍ଦଶା ଭୋଗିବାକୁ ପଡିଛି। ୪ବର୍ଷର ଏହି ଜଳହସ୍ତୀଟି ଅସୁସ୍ଥ ଥିବା କର୍ମଚାରୀମାନେ ଦେଖିଥିଲେ। ଖବରପାଇ ରବିବାର ସକାଳେ ତା’ର ଚିକିତ୍ସା ପାଇଁ…

ପର୍ଯ୍ୟଟକଙ୍କୁ ପିଟିଲେ ସଫାରି କର୍ମଚାରୀ

ବାରଙ୍ଗ,୨୩।୫(ଡି.ଏନ୍‌.ଏ.): ନନ୍ଦନକାନନରେ ଘରୋଇକରଣରେ ଦିଆଯାଇଥିବା ସଫାରିକୁ ନେଇ ଏବେ ବିବାଦ ଛାଡୁ ନାହିଁ। ଟେଣ୍ଡର ସମୟରେ ହୋଇଥିବା ସର୍ତ୍ତକୁ ଖିଲାପ କରି ବିନା କାଗଜପତ୍ରରେ ବିପଦସଙ୍କୁଳ ଅବସ୍ଥାରେ ଚାଲୁଥିବା ବସ୍‌କୁ ନେଇ ବିବାଦରେ ଛନ୍ଦି ହୋଇଥିବାବେଳେ ରବିବାର ସଫାରି ବସ୍‌ର କର୍ମଚାରୀ…

ସ୍ପେଶାଲ ସ୍କ୍ବାଡ୍‌ଙ୍କୁ ଆକ୍ରମଣ ଘଟଣା: ୨୪ ଜଣ କୋର୍ଟ ଚାଲାଣ

ବାଲିପାଟଣା,୨୫।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି। ଅଟକ ଥିବା ୨୭ ଜଣଙ୍କ ମଧ୍ୟରୁ ୨୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଆଗକୁ ଗିରଫଙ୍କ ସଂଖ୍ୟା…

ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସକୁ ପିଟିଲେ

ବାଲିପାଟଣା,୨୨।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ କୃଷ୍ଣପୁର ମେଳଣ ପଡ଼ିଆରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ ବେଳେ ଆକ୍ରମଣର ଶିକାର ହୋଇଛି। ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଭୟଭୀତ ହୋଇ ପୋଲିସ କର୍ମଚାରୀ ଗାଡ଼ି ଛାଡି ପଳାଇଥିଲେ।…

ଲାଇଭ ଭିଡିଓ କରି ଜୀବନ ହାରିଲେ ଯୁବକ

ଖୋର୍ଦ୍ଧା ଅଫିସ,୨୧ା୫: ପୁଣି ପ୍ରେମ ନେଲା ଏକ ଜୀବନ। ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଟ୍ରେନ ଲାଇନକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଲାଇଭ ଭିଡିଓ କରି ଧାରୁଆ ଅସ୍ତ୍ରରେ ନିଜ ହାତକୁ କାଟିଛନ୍ତି। ଏହି ଭିଡିଓ…

ମୋ’ ଭୁଲ୍‌ ପାଇଁ ଅନୁତପ୍ତ, ଲାଇଭ୍‌ ଭିଡିଓ କରି ଯୁବକଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨୦ା୫: ଧଉଳିମୁହଁ ଷ୍ଟେଶନ ଏବଂ ଅଣ୍ଡା ମଧ୍ୟବର୍ତ୍ତୀ ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଧଉଳିମୁହଁର ସୌମ୍ୟରଞ୍ଜନ ପରିଡ଼ା(୩୦)। ଗୁରୁବାର ରାତିରେ ମୋବାଇଲରେ ହାତ କାଟିବାର ଲାଇଭ୍‌ ଭିଡିଓ କରିଛନ୍ତି ସୌମ୍ୟ। ନିଜ…

ମିଳୁନି ଟୁଙ୍ଗି ପୁନରୁଦ୍ଧାର ସହାୟତା

ବେଗୁନିଆ,୨୦ା୫ (ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବହୁ ବିକାଶମୂଳକ ଯୋଜନା ମଧ୍ୟରୁ ଭାଗବତ ଟୁଙ୍ଗି ପୁନରୁଦ୍ଧାର ଯୋଜନା ଅନ୍ୟତମ। ଗଁା ଗହଳିରେ ରହିଥିବା ଝାଟିମାଟି ଟୁଙ୍ଗିର ପୁନରୁଦ୍ଧାର ପାଇଁ ୪ବର୍ଷ ପୂର୍ବେ ସରକାରଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଥିଲା। ଜିଲା ଓ ବ୍ଲକ…

ରାସ୍ତାରେ ଭାସୁଛି ନର୍ଦ୍ଦମାପାଣି

ଖୋର୍ଦ୍ଧା ଅଫିସ,୨୦ା୫: ଖୋର୍ଦ୍ଧା ପୌର ପରିଷଦରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷା ନାହିଁ, କିନ୍ତୁ ନାଳନର୍ଦ୍ଦମା ପାଣି ରାସ୍ତା ଉପରେ ଭାସୁଛି। ଖୋର୍ଦ୍ଧା- ନୟାଗଡ ୫୭ ନମ୍ବର ଜାତୀୟ ରାଜପଥରେ ଏହି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗତ ସପ୍ତାହ ହେଲାଣି…

ଚଢ଼ାଉ ସତ୍ତ୍ୱେ ଚାଲିଛି ଖଣିଜ ସମ୍ପଦ ଲୁଟ୍‌

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଦୈନିକ ଶହ ଶହ ଟ୍ରକରେ ମୋରମ, ବାଲି, କଳାମୁଗୁନି ପଥର, ବଉଳାମାଳା (ମନ୍ଦିର ନିର୍ମାଣରେ ବ୍ୟବହାର ହେଉଥିବା ମୂଲ୍ୟବାନ ପଥର) ଓ ମାଙ୍କଡ଼ା ପଥର ଚାଲାଣ କରାଯାଉଛି। ବେଆଇନ…

ପୋଲିସ ପଞ୍ଝାରେ ଡକାୟତ ଗ୍ୟାଙ୍ଗ୍‌

ଖୋର୍ଦ୍ଧା ଅଫିସ,୧୪ା୫: ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି ଡକାୟତ ଗ୍ୟାଙ୍ଗ୍‌। ଖୋର୍ଦ୍ଧା ଟାଉନ ଏବଂ ବାଘମାରୀ ପୋଲିସ ପୃଥକ୍‌ ଭାବେ ଦୁଇଟି ଡକାୟତ ଗ୍ୟାଙ୍ଗ୍‌ର ୧୦ ଜଣଙ୍କୁ ଗିରଫ କରିବା ସହ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି। ସୂଚନା ମୁତାବକ, ୫୭…

ତିଆରି ଚାଲିଛି ପହଣ୍ଡି, ଅଣସର ଗାମୁଛା

ଖୋର୍ଦ୍ଧା ଅଫିସ,୧୩ା୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଚାଲିଛି। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ତିନି ରଥ ନିର୍ମାଣରେ ଲାଗିଛନ୍ତି ରଥ ମହାରଣା। ରଥଯାତ୍ରାରେ ମହାପ୍ରଭୁଙ୍କ ଲାଗି ପାଟବସ୍ତ୍ର ଏବଂ ସୂତାଲୁଗା ପ୍ରସ୍ତୁତିରେ ଖୋର୍ଦ୍ଧା ଜିଲା ବେଗୁନିଆ…

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ ଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?