ଉଇହୁଙ୍କା ରୂପେ ପୂଜା ପାଉଛନ୍ତି କୀର୍ତ୍ତନିଆ ଋଷି
ବେଗୁନିଆ, ୮।୪(ଡି.ଏନ୍.ଏ.): ପୁରୀ-ଶରଣକୂଳ ନୂଆ ଜଗନ୍ନାଥ ସଡ଼କ ପାଶର୍ବରେ ଛଣଗିରି ଓ ହଜ ମଧ୍ୟରେ କଳକଳ ନାଦ କରି ବହିଯାଉଛି ମଲାଗୁଣି ବା ମନ୍ଦାକିନୀ ନଦୀ। ଏହି ନଦୀକୂଳରେ ଅବସ୍ଥିତ ହଜ ଗ୍ରାମର ଉତ୍ତର ଦିଗକୁ ମାତ୍ର ୫୦୦ ମିଟର ଗଲେ…
ଭୋଟ ପାଇଁ ନକଲି ରାଶନକାର୍ଡ
ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ ବିଜୟ ହାସଲ କରିବା ପରେ ଭୋଟରଙ୍କୁ ଦେଇଥିବା କାର୍ଡକୁ ଜବରଦସ୍ତ ଛଡ଼ାଇ ନିଆଯାଇଛି। ଚିଲିକା…
ଦୌଡ଼ରେ ବିଜେଡିର ୪ କାଉନସିଲର
ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ପୌର ପରିଷଦ ଉପାଧ୍ୟକ୍ଷ ପାଇଁ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ୨୨ ଓ୍ବାର୍ଡ ବିଶିଷ୍ଟ ଖୋର୍ଦ୍ଧା ପୌରପାଳିକାରେ ବିଜେଡି ୧୩ଟି ଆସନରେ ବିଜୟ ଲାଭ କରିଥିବା ବେଳେ ଭାଜପା ୪ଟି ଏବଂ ସ୍ବାଧୀନ ପ୍ରାର୍ଥୀ ୫ଟିରେ…
ରାସ୍ତା କାମରେ ମିଥ୍ୟା ବିଲ୍, ଦେଢ଼ମାସ ପରେ ବି କାର୍ଯ୍ୟାନୁଷ୍ଠାନ ହେଉନି
ବୋଲଗଡ଼,୭ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଏକ ରାସ୍ତା କାମରେ ମିଥ୍ୟା ବିଲ୍ କରି ଅର୍ଥ ତୋସରପାତ କରାଯାଇଥିବା ନେଇ ନାରାୟଣୀପଡ଼ା ଗ୍ରାମବାସୀଙ୍କ ପକ୍ଷରୁ ଗତ ଫେବୃୟାରୀ ୧୨ରେ ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ପ୍ରାୟ ଦେଢ଼…
ବିଜେଡିରେ ମିଶିଲେ ଜଟଣୀର ୩ କାଉନ୍ସିଲର
ଭୁବନେଶ୍ୱର,୪।୪(ବ୍ୟୁରୋ): ଜଟଣୀ ପୌର ପରିଷଦର ୩ ଜଣ ନବନିର୍ବାଚିତ ସ୍ବାଧୀନ କାଉନ୍ସିଲର ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ୬୦ ନମ୍ବର ୱାର୍ଡର କର୍ପୋରେଟର ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଦଳ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଜଟଣୀର ୧୨ ନମ୍ବର…
ଫିଲ୍ମ ଷ୍ଟାଇଲ୍ରେ ଲୁଟିନେଲ ଏଲ୍ଇଡି ବୋଝେଇ ଟ୍ରକ୍
ଖୋର୍ଦ୍ଧା ଅଫିସ,୩ା୪: ଫିଲ୍ମ ଷ୍ଟାଇଲରେ ଦୁର୍ବୃତ୍ତ ଲୁଟି ନେଇଛନ୍ତି ଏଲ୍ଇଡି ଟିଭି ବୋଝେଇ ଟ୍ରକ୍। ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏଲ୍ଇଡି ଟିଭି ବୋଝେଇ ଟ୍ରକ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଛାନ୍ଭିନ୍ ଆରମ୍ଭ କରିଛି ପୋଲିସ ।…
ଗଛ ତଳେ, ବାରଣ୍ଡାରେ ପଢ଼ିଲେ ପିଲା
ଖୋର୍ଦ୍ଧା ଅଫିସ/ନିରାକାରପୁର, ୩।୪(ଡି.ଏନ୍.ଏ.)କରୋନା ସଂକ୍ରମଣ ନିୟନ୍ତ୍ରଣ ପରେ ବିଦ୍ୟାଳୟ ଖୋଲିଥିବା ବେଳେ ଅବ୍ୟବସ୍ଥା ଦେଖାଦେଇଛି। ସ୍କୁଲ ମିଶ୍ରଣକୁ ବିରୋଧ କରି ଗୋଟିଏ ସ୍କୁଲର ଛାତ୍ରୀଛାତ୍ର ଏକ ମନ୍ଦିର ପରିସର ଗଛତଳେ ପାଠ ପଢୁଥିବା ବେଳେ ଅନ୍ୟ ଏକ ସ୍କୁଲର ପିଲାମାନେ ବିଦ୍ୟାଳୟ…
ମାନ୍ୟତା ସତ୍ତ୍ୱେ ବିକାଶ ହୋଇପାରିନି
ଖୋର୍ଦ୍ଧା ଅଫିସ,୧ା୪: ଖୋର୍ଦ୍ଧା ଜିଲା ଗଠନ ହେବାର ଇତି ମଧ୍ୟରେ ୨୯ବର୍ଷ ପୂର୍ତ୍ତିହେଲାଣି। ଏହାର ଭୌଗୋଳିକ, ଐତିହାସିକ, ରାଜନୈତିକ ଏବଂ ସାଂସ୍କୃତିକ ପୃଷ୍ଠଭୂମିକୁ ପର୍ଯ୍ୟାଲୋଚନା କଲେ ଏହା ଗୌରବମୟ ଗାଥାର ପରିଚୟ ବହନ କରିଥାଏ। ମୁକ୍ତି ସଂଗ୍ରାମରେ ଖୋର୍ଦ୍ଧା ମାଟିର ଅବଦାନ…
୭ବର୍ଷ ହେବ ସରୁନି ଓଭରବ୍ରିଜ୍ କାମ
ଜଟଣୀ,୧ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ସହରର ସୀତାରାମ ଛକ ଆନ୍ଧ୍ର ବ୍ୟାଙ୍କ ଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ୨୦୧୫ ମସିହାରେ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟକୁ ପ୍ରାୟ ୭ବର୍ଷ ଚାଲିଥିବା ବେଳେ କାର୍ଯ୍ୟ ଶେଷ…
ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ
ଖୋର୍ଦ୍ଧା ଅଫିସ,୩୧ା୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନକୁ ଖାରଜ ହୋଇଯାଇଛି। ଏହି ଆବେଦନକୁ ବାଣପୁର ଆସିଷ୍ଟାଣ୍ଟ ସେସନ ଜଜ୍ ଖାରଜ କରିଦେଇଛନ୍ତି। ଲୋକ ଏବଂ ପୋଲିସ ଉପରେ ଗାଡ଼ି ଚଢ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ।
ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଜବତ
ଜଟଣୀ,୩୦।୩(ଡି.ଏନ୍.ଏ.): ଜଟଣୀ ପୌରାଞ୍ଚଳ ୧୪ ନମ୍ବର ୱାର୍ଡରେ ରହୁଥିବା ଜଣେ ଭାଜପା ନେତାଙ୍କ ଝୁଲନ୍ତା ମୃତଦେହକୁ ମଙ୍ଗଳବାର ତାଙ୍କୁ ଘରୁ ଜଟଣୀ ଥାନା ପୋଲିସ ଜବତ କରିଛି। ସେ ହେଲେ ଜଟଣୀର ପୂର୍ବତନ ନଗର ସଭାପତି ଡ. ଅରବିନ୍ଦ ନାୟକ। ଏ…
ବନ୍ଧୁକ ଦେଖାଇ ସମବାୟ କର୍ମଚାରୀଙ୍କଠାରୁ ୭.୫ ଲକ୍ଷ ଲୁଟ୍
ବାଲୁଗାଁ,୩୦।୩(ଡି.ଏନ୍.ଏ.): ବାଲୁଗାଁ ଥାନା ଅଧୀନ ବାବାଲୁଗାଁ ବସଷ୍ଟାଣ୍ଡର ଅନତି ଦୂରରେ ମଙ୍ଗଳବାର ଅପରାହ୍ନ ସ୍ପଷ୍ଟ ଦିବାଲୋକରେ ଏକ ଲୁଟ୍ ହୋଇଛି। ଜଣେ ସମବାୟ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ନଗଦ ୭ଲକ୍ଷ ୫୦ହଜାର ୫୬୦ଟଙ୍କା ଓ ମୋବାଇଲ ଫୋନ୍…
Archives


