ଖୋର୍ଦ୍ଧା

ଚିଲିକା ବୁଲିଲେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ

ଖୋର୍ଦ୍ଧା ଅଫିସ/ବାଲୁଗଁା/କୃଷ୍ଣପ୍ରସାଦ, ୧୬ା୪(ଡି.ଏନ୍‌.ଏ.): ଚିଲିକା ପରିଭ୍ରମଣ ସହ ମା’ କାଳିଜାଈଙ୍କ ଦର୍ଶନ କରିଛନ୍ତି ବିଧାନସଭାର ବାଚସ୍ପତିଙ୍କ ସମେତ ବହୁ ବିଧାୟକ ଓ ମନ୍ତ୍ରୀ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କଡ଼ା ସୁରକ୍ଷା ବଳୟରେ ୪ଟି ବସ୍‌ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନେତୃତ୍ୱରେ…

ନନ୍ଦନକାନନରେ ମାଈ ଶାବକ ମୃତ

ବାରଙ୍ଗ,୧୪।୪(ଡି.ଏନ୍‌.ଏ.): ନନ୍ଦନକାନନରେ ଧଳା ବାଘୁଣି ରୁପାଠାରୁ ଜନ୍ମିତ ଆଉ ଏକ ମାଈ ଶାବକ ପ୍ରାଣ ହରାଇଛି । ଛୁଆଟି ବୁଧବାର ଅସୁସ୍ଥ ହୋଇ ପଡିଥିବା ବେଳେ ଗୁରୁବାର ସକାଳେ ମୃତ୍ୟୁ ହୋଇଛି। ଏନେଇ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷରୁ ସୂଚନା ଦେଇଛନ୍ତି। ମାର୍ଚ୍ଚ…

ଭାଙ୍ଗିଦେଲେ ଝାମୁଦଣ୍ଡ, ବନ୍ଦ ହେଲା ପରମ୍ପରା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହପ୍ରସାଦ ଗ୍ରାମରେ ବୁଧବାର ଝାମୁଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗାଁ ଦାଣ୍ଡରେ ଝାମୁଯାତ୍ରା ଚାଲିଥିବାବେଳେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକେ ଏହାକୁ ବିରୋଧ କରିବା ସହ ଦଣ୍ଡୁଆମାନଙ୍କୁ ଆକ୍ରମଣ କରିଛନ୍ତି।…

ନନ୍ଦନକାନନରେ ବାଘଛୁଆ ‘ବିବେକ’ର ମୃତ୍ୟୁ

ବାରଙ୍ଗ,୧୩।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୪ ମାସର ବାଘଛୁଆ ‘ବିବେକ’ର ମଙ୍ଗଳବାର ଅପରାହ୍ନରେ ମୃତ୍ୟୁ ଘଟିଛି। ଗତ ୫ ଦିନ ହେବ ସେ ଅସୁସ୍ଥ ଥିଲା ବେଳେ ଠିକ୍‌ ଭାବରେ ଚଲାବୁଲା କରିପାରୁ ନ ଥିଲା । ତେଣୁ ତାକୁ ଖୁଆ ପଛପଟ ଫିଡିଂ…

ନିର୍ମାଣ ସରିନି, ତରବରିଆ ଉଦ୍‌ଘାଟନ

ନିରାକାରପୁର,୧୧ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟରେ ନୂତନ ଗୃହ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ଏହାର ଉଦ୍‌ଘାଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଏହି ମହାବିଦ୍ୟାଳୟ ପରିସରରେ ଓଡ଼ିଶା…

ଟଙ୍କା ପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ରାଉତପଡ଼ା ଶାଖାରେ ଶତାଧିକ ଗ୍ରାମବାସୀଙ୍କ ୧କୋଟି ୫୦ଲକ୍ଷ ସ୍ଥାୟୀ ଜମା ଓ ସଞ୍ଜୟ ଟଙ୍କା ହେରଫେର ନେଇ ଅଭିଯୋଗ ହୋଇଥିଲା। ଏନେଇ ଜିଲାପାଳଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ଜିଲାପାଳ ସଂଗ୍ରାମ…

ନନ୍ଦନକାନନରେ ବାଘ ଛୁଆ ରକି ଅସୁସ୍ଥ

ବାରଙ୍ଗ,୧୦।୪(ଡି.ଏନ୍‌.ଏ.): ନନ୍ଦନକାନନରେ ୧୨ ମାସର ବାଘ ଛୁଆ ରକି ଅସୁସ୍ଥ ହୋଇପଡ଼ିଛି। ଗତ ଦୁଇଦିନ ହେଲା ତାକୁ ତରଳ ଝାଢ଼ା ହେଉଥିବା ଯୋଗୁ ବାଘ ଛୁଆଟି ଅତ୍ୟନ୍ତ ଦୂର୍ବଳ ହୋଇଯାଇଛି। ଅସୁସ୍ଥତା ଯୋଗୁ ରକିକୁ ଖିୁଆଡରୁ ବାହାର କରି ନନ୍ଦନକାନନ ଭେଟନାରୀରେ…

ଜାତୀୟ ରାଜପଥରେ ଦୁର୍ଘଟଣା: ଷ୍ଟିଅରିଂରେ ଫସିଗଲା ଡ୍ରାଇଭରଙ୍କ ଗୋଡ଼

ଖୋର୍ଦ୍ଧା ଅଫିସ,୧୦ା୪: ୧୬ ନଂ ଜାତୀୟ ରାଜପଥ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରବିବାର ସକାଳେ ଭୁବନେଶ୍ବର ପଟୁ ଆସୁଥିବା ୪୦୭ ଡ୍ରାଇଭର ଭାରସାମ୍ୟ ହରାଇ ଏକ ଅଜଣା ଗାଡ଼ିକୁ ପଛପଟୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ…

ଟ୍ରେନିଂ ବେଳେ ଯବାନଙ୍କୁ କଚାଡ଼ିଲା ହାତୀ

ବାରଙ୍ଗ,୯।୪(ଡି.ଏନ୍‌.ଏ.): ଟ୍ରେନିଂ ବେଳେ ଚନ୍ଦକା ଜଙ୍ଗଲରେ ଶନିବାର ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୪ରୁ ଅଧିକ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଚନ୍ଦକା ଜଙ୍ଗଲରେ ଏସ୍‌ଓଜି ଯବାନଙ୍କ ପକ୍ଷରୁ…

ଚିଲିକା ବିଧାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ: ତଥାପି ରହିବେ ଜେଲରେ

ଖେର୍ଦ୍ଧା ଅଫିସ,୮।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶୁକ୍ରବାର ସର୍ତ୍ତମୂଳକ ଜାମିନ ମିଳିଛି। ବାଣପୁର ବ୍ଲକ ସମ୍ମୁଖରେ ଜନସାଧାରଣ ଓ କିଛି ପୋଲିସ କର୍ମଚାରୀଙ୍କ ଉପରେ ଗାଡ଼ି ଚଢାଇ ଦେଇଥିବା ଅଭିଯୋଗରେ ବିଧାୟକ ବାଣପୁର ସବ ଜେଲରେ ଅଛନ୍ତି। ତେବେ ବିଧାୟକଙ୍କୁ…

କେସିସିବିରେ ଅନିୟମିତତା

ଖୋର୍ଦ୍ଧା ଅଫିସ, ୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଙ୍କ ବିରୋଧରେ ଲକ୍ଷାଧିକ ଟଙ୍କାର ଆର୍ଥତ୍କ ଅନିୟମିତତା ଅଭିଯୋଗ ଆସିଛି। ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଏହି ଅଭିଯୋଗ ଆଣି ନିରପେକ୍ଷ ତଦନ୍ତ ଲାଗି ରାଜ୍ୟ ସମବାୟ…

ଉଇହୁଙ୍କା ରୂପେ ପୂଜା ପାଉଛନ୍ତି କୀର୍ତ୍ତନିଆ ଋଷି

ବେଗୁନିଆ, ୮।୪(ଡି.ଏନ୍‌.ଏ.): ପୁରୀ-ଶରଣକୂଳ ନୂଆ ଜଗନ୍ନାଥ ସଡ଼କ ପାଶର୍‌ବରେ ଛଣଗିରି ଓ ହଜ ମଧ୍ୟରେ କଳକଳ ନାଦ କରି ବହିଯାଉଛି ମଲାଗୁଣି ବା ମନ୍ଦାକିନୀ ନଦୀ। ଏହି ନଦୀକୂଳରେ ଅବସ୍ଥିତ ହଜ ଗ୍ରାମର ଉତ୍ତର ଦିଗକୁ ମାତ୍ର ୫୦୦ ମିଟର ଗଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?