ଖୋର୍ଦ୍ଧା

ଥାନା ଆଗରେ ଧାରଣା ଦେଲେ ଗଣମାଧ୍ୟମ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ଜିଲା ଜଟଣୀ ସହରରେ ରବିବାର ସନ୍ଧ୍ୟାରେ ‘ଧରିତ୍ରୀ’ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରାଯିବା ଘଟଣାକୁ ନେଇ ବିଭିନ୍ନ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଏକାଧିକ ଗଣମାଧ୍ୟମ ପ୍ରତିନିଧି ଜଟଣୀ…

ପାଣି ସମସ୍ୟା ଦୂର ନ ହେଲେ ଭୋଟ ବର୍ଜନ

ଖୋର୍ଦ୍ଧା ଅଫିସ,୩୧ା୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ପ୍ରତ୍ୟେକ ଗ୍ରାମକୁ ପାଇପ୍‌ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ପଦକ୍ଷେପ ନେଉଛନ୍ତି। ସବୁ ଗ୍ରାମର ଲୋକଙ୍କୁ ପାନୀୟଜଳ ସୁବିଧା ମିଳିବ ବୋଲି ଘୋଷଣା କରିଛନ୍ତି। ତେବେ…

ଭୋଟର ତାଲିକାରେ ଚଞ୍ଚକତା

ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଇଥାଏ। ନିର୍ବାଚନ ପୂର୍ବରୁ ଭୋଟର ସଂଶୋଧନ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ…

୨୭୧୧ ବୁଥ୍‌ରୁ ୫ଶହ ଅତି ସମ୍ବେଦନଶୀଳ

ଖୋର୍ଦ୍ଧା ଅଫିସ,୩୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରି ରହିଛି। ଜିଲାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୬ରେ ଟାଙ୍ଗୀ ଏବଂ ବୋଲଗଡ଼ ବ୍ଲକରେ ମତଦାନ କରାଯିବ। ୧୮ରେ ବାଣପୁର…

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ…

ପଥର ଖଣିରେ ଭାସୁଛି ଯୁବକଙ୍କ ମୃତଦେହ

ଖୋର୍ଦ୍ଧା ଅଫିସ, ୨୬।୧: ଖୋର୍ଦ୍ଧା ଜିଲା ଜଟଣୀ ପାତ୍ରପଡା ନିକଟ ପଥର ଖଣିରୁ ଡେଲାଙ୍ଗ ପୋଲିସ ବୁଧବାର ସକାଳେ ଏକ ମୃତ ଦେହ ଜବତ କରିଛି। ମୃତଦେହ ପାଣିରେ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ଡେଲାଙ୍ଗ ପୋଲିସକୁ ଖବର ଦେଇଥିଲେ। ଡେଲାଙ୍ଗ…

ଖବରକାଗଜ ବିତରଣ ସଂଘ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଖୋର୍ଦ୍ଧା ଅଫିସ,୨୬।୧ : ମା’ ବରୁଣେଇ ଖବରକାଗଜ ବିତରଣ ସଂଘ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ଖୋର୍ଦ୍ଧା କ୍ଲବ ନିକଟ ପେପର ପଏଣ୍ଟ ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ବିତରକ ଘନଶ୍ୟାମ ମୁଦୁଲି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୫।୧: ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ରାଜ୍ୟ ଅବକାରୀ ଫ୍ଲାଇଂସ୍କ୍ବାଡ୍‌ କଟକ ଅଧ୍ୟୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ। ସାମନ୍ତରାପୁରର ରାଜେନ୍ଦ୍ର ପୃଷ୍ଟିଙ୍କ ଘର ଓ…

ପ୍ରମୁଖ ଦଳ ମଧ୍ୟରେ ହେବ ଲଢ଼େଇ

ଖୋର୍ଦ୍ଧା ଅଫିସ,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ପରେ ରବିବାର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲା ପରିଷଦ ଜୋନରେ ଦଳୀୟ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୯୨ଜଣ ପ୍ରାର୍ଥିପତ୍ର ଦାଖଲ କରିଥିଲେ।…

‘ଗଡ଼ ଜଗ, କର୍ମୀଙ୍କୁ ଏକାଠି କର’

ଖୋର୍ଦ୍ଧା ଅଫିସ,୨୩ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ସରିଛି। ପ୍ରାର୍ଥୀପତ୍ର ଯାଞ୍ଚ, ପ୍ରତ୍ୟାହାର ପରେ ଚଡ଼ାନ୍ତ ତାଲିକା ପ୍ରକାଶ ପାଇବ। କରୋନା କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟ ନିର୍ବାଚନ କମିଶନର ପ୍ରଚାର, ରାଲି, ରାଜନୈତିକ ସମାବେଶ ଉପରେ…

ସେତୁ ନ ହେଲେ ଭୋଟ୍‌ ବର୍ଜନ

ଖୋର୍ଦ୍ଧା ଅଫିସ,୨୩ା୧: ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେବେ ସ୍ବାଧୀନତାର ୭୫ବର୍ଷ ପରେ ବି ଏମିତି ଗାଁ ଅଛି, ଯେଉଁଠି ଲୋକେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ସ୍ଥାନୀୟ ପ୍ରଶାସନଠାରୁ ଜିଲା ପ୍ରଶାସନ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି…

ହଟାଯାଉନି ବ୍ୟାନର, ହୋର୍ଡିଂ

ଖୋର୍ଦ୍ଧା ଅଫିସ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୌଣସି ଜନକଲ୍ୟାଣ ଯୋଜନା ସମ୍ପର୍କରେ ପ୍ରଚାର କରାଯାଇପାରିବ ନାହିଁ। ବିଭିନ୍ନ ସ୍ଥାନରେ ଲାଗିଥିବା ଦଳୀୟ ନେତା, ମନ୍ତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri