୨୪ ଟନ୍ ଗୋମାଂସ ଜବତ: ଡ୍ରାଇଭର ଅଟକ
ଖୋର୍ଦ୍ଧା ଅଫିସ, ୧୫।୧: ଗୋଚାଲାଣ ପରେ ଗୋମାଂସ ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ଭୋର ସମୟରେ କୋଲକାତାରୁ ଆନ୍ଧ୍ର ଅଭିମୁଖେ ଏକ କଣ୍ଟେନରରେ ଗୋମାଂସ ଚାଲାଣ ହେଉଥିବା ଖବରପାଇ ସ୍ଥାନୀୟ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ୧୬ନଂ.…
ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା
ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଉପଜିଲାପାଳ ଆଇ.ଗୌରବ ଶିବାଜୀ ଏହି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଦେବାଳୟରେ ୧୪୪ଧାରା ଜାରି…
ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା
ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍ସ୍ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୁରୁତ୍ୱ ଦେଇଥିଲେ।…
ଭକ୍ତଙ୍କ ପାଇଁ କାଳିଜାଇ ବନ୍ଦ
ଖୋର୍ଦ୍ଧା ଅଫିସ, ୧୩।୧: ଭକ୍ତଙ୍କ ପାଇଁ ମା’ କାଳିଜାଇ ମନ୍ଦିର ଶୁକ୍ରବାର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। କାଲି ସକାଳ ୫ଟାରୁ କଟକଣା ଲାଗୁ ହେବ। ସୂଚନାଯୋଗ୍ୟ,…
ମଣ୍ଡି ଖୋଲିଲା, ଧାନ ଉଠିଲାନି
ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲାରେ ବହୁ ବିଳମ୍ବରେ ବୁଧବାର ଧାନମଣ୍ଡିର ଶୁଭାରମ୍ଭ ହୋଇଛି। ତେବେ ଆରମ୍ଭରୁ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମଣ୍ଡି ଖୋଲିଲା, କିନ୍ତୁ ଧାନ ଉଠି ପାରିଲା ନାହିଁ। ଧାନର ମାନକୁ ନେଇ ପ୍ରଶ୍ନ ଉଠାଇଥିଲେ ମିଲର୍ସ। ଫଳରେ ଚାଷୀ…
ଚିଲିକାରେ ଡଲ୍ଫିନ୍ ଗଣନା ସରିଲା
ବ୍ରହ୍ମଗିରି,୧୦ା୧(ଡି.ଏନ୍.ଏ): ଚିଲିକାରେ ରବିବାର ଡଲ୍ଫିନ୍ ଗଣନା ଶେଷ ହୋଇଛି। ଚିଲିକାରେ ଥିବା ଇରାୱାଡ଼ି ଡଲ୍ଫିନ୍ଙ୍କ ସ୍ଥିତି ଜାଣିବା ପାଇଁ ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ସହଯୋଗରେ ସକାଳ ୬ଟାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ…
ନନ୍ଦନକାନନ: ଅନ୍ଲାଇନ ଟିକେଟ କଳାବଜାର
ବାରଙ୍ଗ,୮।୧(ଡି.ଏନ୍.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ବହୁ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ ମଧ୍ୟ ନନ୍ଦନକାନନ ପକ୍ଷରୁ ହୋଇଥିବା…
ଚାଷୀଙ୍କ କାମରେ ଲାଗୁନି ମନ୍ଦାକିନୀ ବ୍ୟାରେଜ
ନିରାକାରପୁର,୭ା୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ୯ହଜାର ୮୫୩ ହେକ୍ଟର ଚାଷଜମି ରହିଥିବା ବେଳେ ୯ ହଜାର ୫୦୦ ହେକ୍ଟର ଜମି ଚାଷ ଉପଯୋଗୀ ରହିଛି। ବ୍ଲକର ପ୍ରାୟ ୬୦ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। ଏଠାରେ ଧାନଚାଷ ପରେ…
ଆଜିଠୁ ନନ୍ଦନକାନନ ପାଇଁ ଅନ୍ଲାଇନ ଟିକେଟ
ବାରଙ୍ଗ,୭ା୧(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମିତ ଓ ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାରଠାରୁ ଅଫଲାଇନ ଟିକେଟକୁ ବନ୍ଦ କରିଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏଣିକି ନନ୍ଦନକାନନ ଓ ବଟାନିକାଲ ଗାର୍ଡେନକୁ ବୁଲିବାକୁ ଆସୁଥିବା…
ଚିଲିକାରେ ପକ୍ଷୀ ସଂଖ୍ୟା ୧୬% କମିଲା
ବାଲୁଗାଁ ,୫ା୧(ଡି.ଏନ୍.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କତ୍ତୃର୍ର୍ପକ୍ଷ (ସିଡିଏ) ପକ୍ଷରୁ ମଙ୍ଗଳବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ମୋଟ ୧୦ଲକ୍ଷ ୭୪ହଜାର ୧୭୩ଟି ପକ୍ଷୀଙ୍କ ସମାଗମ ହୋଇଛି। ତେବେ ଗତବର୍ଷ ୧୨ଲକ୍ଷ ୪୨ହଜାର…
୧୧ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ
ବାରଙ୍ଗ,୫ା୧(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ମଙ୍ଗଳବାର ଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ପର୍ଯ୍ୟଟକମାନେ ପ୍ରାଣୀ ଉଦ୍ୟାନର ବାଘ, ସିଂହ, ଭାଲୁ ଓ ତୃଣଭୋଜି ପ୍ରାଣୀଙ୍କୁ ଦେଖିବାର ମଜା ଉଠାଇଥିଲେ। ବଟାନିକାଲ ଗାର୍ଡେନରେ ବିଭିନ୍ନ କିସମର ଗଛଲତା,…
ନାଇଜରର ଗୋଟିଏ ହଷ୍ଟେଲ ସପ୍ତାହେ କଣ୍ଟେନମେଣ୍ଟ
ଖୋର୍ଦ୍ଧା ଅଫିସ,୪।୧ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭୁବନେଶ୍ବରସ୍ଥିତ ଡିସିପି ଅଫିସରେ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍ସି ପକ୍ଷରୁ ସିଲ କରାଯାଇଥିବା ବେଳେ ଏବେ ଜଟଣୀ ସ୍ଥିତ ନାଇଜର ଇନଷ୍ଟିଚ୍ୟୁଟରେ ଗୋଟିଏ ବ୍ଲକରୁ ୩୧…
Archives


