କୋରାପୁଟ

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର ଓ ସେମିଳିଗୁଡ଼ାରେ ୭ଟି ଦାମୀ ପ୍ଲଟ୍ ରହିଛି। ଫରେଷ୍ଟରଙ୍କର ପ୍ରାୟ କେଜିଏ ସୁନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ ଧକ୍କା ଦେଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର।...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର ଓଲଟି ପଡି ୫୦ରୁ ଉର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ହେଇଛନ୍ତି l ଖବର ପାଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ କରିଛନ୍ତି। ମନ୍ତ୍ରୀ ପୂଜାରୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ ଯୋଗଦେଇ କୋଟିଆ...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦ ବାଇକ୍‌ ନଷ୍ଟ ହୋଇଥିବାବେଳେ ଏକ ବିଦ୍ୟୁତ ଖୁଣ୍ଟରେ ବାଜି ଅଟକି ରହିଥିବା ଜଣାଯାଇଛି।...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ମଣ୍ଡପରେ ଆଦିବାସୀ ସଂସ୍କୃତି ଓ ଚାଲିଚଳଣିର ଝଲକ ଦେଖିବାକୁ...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି କୋର୍ଟରେ ମାମଲା ଡାଏରୀ ଦାଖଲ କରିବା ପାଇଁ ଉକ୍ତ...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁକମା ହାଁସଦା କୌଣସି ଏକ ମାମଲାର...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩ ଫୁଟ ଉଚ୍ଚର ଏକ ସାଇନ୍‌ବୋର୍ଡ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ହେଇଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri