ଖସିଲା ମାଟି ଅତଡ଼ା: ୨ ମୃତ, ୨ ଗୁରୁତର
କୋରାପୁଟ,୨୮।୩(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ଥାନା ଅନ୍ତର୍ଗତ ହିକିମପୁଟ ଗ୍ରାମନିକଟସ୍ଥ ଲେଞ୍ଜିପୁଟ ନାଳରେ ମଙ୍ଗଳବାର ମାଟି ଅତଡ଼ା ଖସିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଘାଗଡ଼ାପଣ୍ଡି ଗ୍ରାମର ଶଶି...
ବଦଳି ହୋଇ ନ ଥିବା ଅଧିକାରୀଙ୍କ ସ୍ଥାନକୁ ପଟ୍ଟାଙ୍ଗି ବିଡିଓଙ୍କ ବଦଳି
ପଟ୍ଟାଙ୍ଗି,୨୭ା୩(ଡି.ଏନ.ଏ.):ରାଜ୍ୟ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ମାର୍ଚ୍ଚ ୨ରେ ପ୍ରକାଶ ପାଇଥିବା ବଦଳି ତାଲିକାରେ କୋରାପୁଟ ଜିଲା ପଟ୍ଟାଙ୍ଗି ବିଡିଓଙ୍କ ନାମ ରହିଥିଲା। ତେବେ ତାଙ୍କ ସ୍ଥାନକୁ ବଦଳି ହୋଇଥିବା ବିଡିଓ ସେ କାର୍ଯ୍ୟ କରୁଥିବା ସ୍ଥାନରୁ ଆସୁ ନ ଥିବାରୁ...
ପାଣିକୁ ଆୟୁଧ କରି ଆନ୍ଧ୍ରର ଅନୁପ୍ରବେଶ ଉଦ୍ୟମ
ନନ୍ଦପୁର,୨୭ା୩ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ପରେ ନନ୍ଦପୁର ବ୍ଲକ ଉପରେ ଏବେ ଆନ୍ଧ୍ରପ୍ରଦେଶ ନଜର ପକାଇଛି। ଏଠାରେ ପାଣିକୁ ଆୟୁଧ କରି ଆନ୍ଧ୍ର ଉକ୍ତ ବ୍ଲକରେ ଅନୁପ୍ରବେଶ ଉଦ୍ୟମ ଚଳାଇଛି। କିଛିଦିନ ତଳେ ବ୍ଲକର...
ଶିକ୍ଷକ ନ ଆସିବାରୁ ୩୦ ଛାତ୍ରୀଛାତ୍ର ପରୀକ୍ଷାରୁ ବଞ୍ଚିତ
କୋରାପୁଟ/ ନାରାୟଣପାଟଣା, ୨୬।୩(ସ୍ବ.ପ୍ର./ ଡି.ଏନ.ଏ.) ଛାତ୍ରୀଛାତ୍ରଙ୍କୁ ସରକାରୀ ସ୍କୁଲମୁହାଁ କରିବାକୁ ୫-ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ବିଦ୍ୟାଳୟଗୁଡିକୁ ବହୁ ଅର୍ଥ ଯୋଗାଇ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ, ଖାଇବା ଏବଂ ବହିପତ୍ର ସରକାର ଯୋଗାଇ ଦେଉଛନ୍ତି। ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ...
ସବୁ ବର୍ଗକୁ ସାମିଲକରି ପାଳନ ହେବ ଓଡ଼ିଶା ଦିବସ
କୋରାପୁଟ,୨୫।୩(ସ୍ବ.ପ୍ର.): ସବୁ ବର୍ଗକୁ ସାମିଲକରି ଆସନ୍ତା ଓଡ଼ିଶା ଦିବସକୁ କିପରି ମହାଆଡ଼ମ୍ବରରେ ପାଳନ କରାଯିବ ସେ ନେଇ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ପ୍ରଶାସନ ଓ ଜିଲା ସ୍ମାରକୀ କମିଟିର...
ଠିକା ସଂସ୍ଥାର ମନମୁଖୀ କାମରେ ଲୋକେ ଅତିଷ୍ଠ
ସୁନାବେଡ଼ା/ସେମିଳିଗୁଡ଼ା, ୨୪।୩ (ସ୍ବ.ପ୍ର.): ସୁନାବେଡ଼ା ପୌର ପରିଷଦ ଅଧୀନରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ତଥା ପୌର ପ୍ରଶାସନର ଅବହେଳା ଯୋଗୁ ହଇରାଣ ହେଉଛନ୍ତି ସାଧାରଣ ଜନତା। ପୌରାଞ୍ଚଳରେ ଲୋକମାନଙ୍କୁ ପାଣି ଯୋଗାଇବା ପାଇଁ ବିଭାଗ ପକ୍ଷରୁ ୨୬ ନଂ. ଜାତୀୟ...
ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଅଙ୍ଗନୱାଡି କେନ୍ଦ୍ର
ନନ୍ଦପୁର,୨୪l୩(ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ଅଞ୍ଚଳ ପାଡୁଆ ପଞ୍ଚାୟତର ଗୁମିଗୁଡା ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଏହି କେନ୍ଦ୍ରଟି ଏବେ ଗ୍ରାମରେ ଥିବା ବନ ସୁରକ୍ଷା ସମିତି ଗୃହ ବାରଣ୍ଡାରେ ଚାଲିଛି। ଏଠାରେ ଗୁମିଗୁଡ଼ା...
ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ମାଡ ମାରି ଲୁଟିନେଲେ ଟଙ୍କା
ଜୟପୁର, ୨୩।୩ (ନି.ପ୍ର.): କୋରାପୁଟ ଜିଲା କୁନ୍ଦୁରା ଥାନା ଅଧୀନ ପ୍ରଧାନିପୁଟସ୍ଥିତ ଭବାନୀ ଭଗବତୀ ପେଟ୍ରୋଲ ପମ୍ପ ମ୍ୟାନେଜର ଅରବିନ୍ଦ ମଣ୍ଡଳଙ୍କୁ ମାଡ଼ମାରି ତାଙ୍କଠାରୁ ଟଙ୍କା ଲୁଟ୍ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ତଥ୍ୟ...
ଗୁହାରି ଶୁଣିଲାନି ପ୍ରଶାସନ: ଶ୍ରମଦାନ କରି ଗ୍ରାମବାସୀ ଗାଁରେ ପହଞ୍ଚାଇଲେ ଝରଣା ପାଣି
କୋରାପୁଟ,୨୨ା୩(ସ୍ବ.ପ୍ର.): ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ବହୁ ସମୟରେ ବ୍ଲକ ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଗୁହାରି କରି ଆସୁଥିଲେ। ହେଲେ କେହି ତାଙ୍କ କଥାକୁ ଗୁରୁତ୍ୱ ନ ଦେବାରୁ ଗାଁଠାରୁ ଦୁଇ କିମି ଦୂର ପର୍ଯ୍ୟନ୍ତ...
ଚାଷୀଙ୍କୁ ଦେଖି ଦୌଡ଼ିଲେ କୁନ୍ଦୁରା ଲାମ୍ପସ କର୍ମଚାରୀ
ଜୟପୁର, ୨୧ା୩(ନି.ପ୍ର.):କୋରାପୁଟ ଜିଲା କୁନ୍ଦୁରା ଲାମ୍ପରେ ଜାଲ ଦସ୍ତଖତ କରି ଚାଷୀଙ୍କ ବହୁ ପରିମାଣର ଟଙ୍କା ଲୁଟ୍ ହୋଇଛି। ଏହା ଜାଣିବା ପରେ ଚାଷୀ ଚିନ୍ତାରେ ପଡିଛନ୍ତି। ଏ ସମ୍ପର୍କରେ ଜାଣିବାକୁ ଚାଷୀମାନେ କୁନ୍ଦୁରା ଲାମ୍ପସକୁ ଯିବାରୁ ଚାଷୀଙ୍କୁ ଦେଖି...
ଆମେରିକା ଜାଣିଲା କୋରାପୁଟ ଦେଓମାଳିର ଔଷଧୀୟ ଗଛ ଉପାଦେୟତା
କୋରାପୁଟ, ୨୧ା୩(ସ୍ବ.ପ୍ର.):ଆମେରିକା ଜାଣିଲା କୋରାପୁଟ ଦେଓମାଳିର ଔଷଧୀୟ ଗଛର ଉପାଦେୟତା ା ଏନେଇ ସେଠାରେ ଇଣ୍ଟର ନ୍ୟାଶସନାଲ ଭିଜିଟର୍ସ ଲିଡରଶିପ ଟ୍ରେନିଂ ପୋଗ୍ରାମ (ଆଇଭିଏଲ ଟିପି) କାର୍ଯ୍ୟକ୍ରମରେ ଯୋଗଦେଇ କୋରାପୁଟର ଗବେଷକ ହରି ପାଙ୍ଗି ସମସ୍ତ ସୂଚନା ଦେଇଥିଲେ। ଜଳବାୟୁ...
ପ୍ରାଥମିକ ବିଦ୍ୟାଳୟରେ ୨୧୫ ଶିକ୍ଷକ ପଦ ଖାଲି
ନନ୍ଦପୁର,୨୦ା୩ (ଡିଏନଏ): ନନ୍ଦପୁର ବ୍ଲକ ସମେତ ପଟାଙ୍ଗି ନିର୍ବାଚନ ମଣ୍ଡଳୀରେ ଥିବା ୪ବ୍ଲକ ନନ୍ଦପୁର ପଟ୍ଟାଙ୍ଗି, ସେମିଳିଗୁଡା ଓ କୋରାପୁଟ ବ୍ଲକଗୁଡିକରେ ଥିବା ସ୍କୁଲ ଓ ଗଣଶିକ୍ଷା ବିଭାଗର ୪୭୧ ପ୍ରାଥମିକ ବିଦ୍ୟାଳୟରେ ୨୧୫ ଶିକ୍ଷକ ପଦବୀ ଖାଲି ପଡିଛି।...