କୋରାପୁଟ

ମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟା

ପଟ୍ଟାଙ୍ଗି,୧୯ା୫(ଡି.ଏନ.ଏ)-ବାପା ମୋବାଇଲ୍‌ କିଣି ନ ଦେବାରୁ ପୁଅ(୧୪) ଆତ୍ମହତ୍ୟା କରିବା ପରି ଘଟଣା କୋରାପୁଟ ଜିଲା ପଟାଙ୍ଗି ଥାନା ତଥା ସେମିଳିଗୁଡା ବ୍ଲକ ଅଞ୍ଚଳରେ ଘଟିଛି। ଖବରରୁ…

4 years ago

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟିତ

ଜୟପୁର, ୧୮ା୫ (ନି.ପ୍ର.): କୋରାପୁଟ ମହିଳା ମହାବିଦ୍ୟାଳୟରେ କୋଭିଡ୍‌ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଯାଇଛି। ୨ଶହ ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରକୁ ଜିଲାପାଳ ମଧୁସୂଦନ ମିଶ୍ର…

4 years ago

ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ମିଳିବନି ନବମ, ଦଶମ ବହି

ଜୟପୁର, ୧୬ା୫ (ଡି.ଏନ୍‌.ଏ.)- କୋରାପୁଟ ଜିଲା ଜୟପୁରସ୍ଥିତ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ଆଞ୍ଚଳିକ କାର୍ଯ୍ୟାଳୟରେ ଚଳିତବର୍ଷ ନବମ ଏବଂ ଦଶମ ଶ୍ରେଣୀର ବହି ମିଳିବନି। ଏଠାରେ…

4 years ago

ସିଲ୍‌ ପଡିଛି, ମଦ କାରବାର ଚାଲିଛି

ଜୟପୁର,୧୪ା୫(ଡି.ଏନ.ଏ )-କୋରାପୁଟ ଜିଲା ଜୟପୁର ସହର ଏବଂ ଆଖପାଖ ଅଞ୍ଚଳରେ ୧୮ଟି ବିଦେଶୀ ମଦ ଦୋକାନ ରହଛି। ସେଥିରୁ ୧୨ଟି ଠିପିବନ୍ଦ ଦୋକାନ ଏବଂ ୬ଟି ବାର।…

4 years ago

କୁଆପଥର ମାଡ଼ରେ ଫସଲ ନଷ୍ଟ: କ୍ଷୟକ୍ଷତି ଆକଳନ କଲା ପ୍ରଶାସନ

ଦଶମନ୍ତପୁର,୧୪ା୫( ଡି.ଏନ୍‌.ଏ. ) -କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ଗତ କୁଆପଥର ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ନିକଟରେ ପ୍ରଶାସନ ପହଞ୍ଚତ୍ଛି। ଏଥିରେ ଚାଷୀଙ୍କ ଖାଦ୍ୟଶସ୍ୟ ସହ ବହୁ…

4 years ago

ଉପାନ୍ତ ଅଞ୍ଚଳରେ କରୋନା ଯୋଦ୍ଧା: ୩ବର୍ଷର ପିଲାକୁ ଧରି ଗ୍ରାମରେ ଲୋକଙ୍କୁ କରୁଛନ୍ତି ସଚେତନ

ଜୟପୁର,୧୨ା୫ (ନି.ପ୍ର.)-କରୋନା ପାଇଁ ଏବେ ସାରା ଦେଶ ଲକ୍‌ଡାଉନରେ ରହିଛି। ତେବେ ଏନେଇ ରହିଥିବା ସଚେତନତା ବାର୍ତ୍ତା ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏଭଳି ସ୍ଥିତିରେ କାଖରେ…

4 years ago

ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ

ରାୟଗଡା ଅଫିସ,୧୨।୫-ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ନେଇ ତାଙ୍କ ସ୍ବାମୀ ଗତ ୭ ତାରିଖରେ ମାଲକାନଗିରି…

4 years ago

କରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କର

ଜୟପୁର,୧୦ା୫(ଡି.ଏନ୍‌.ଏ.)- କାରୋନା ଭୂତାଣୁ ଯେତେ ଭୟ ସୃଷ୍ଟି କରି ନ ଥିଲା ନିର୍ଗତ ବିଷାକ୍ତ ଗ୍ୟାସ୍‌ ତା’ଠାରୁ ଅଧିକ ଭୟଙ୍କର ଥିଲା। ଚାରିଆଡ଼େ ଲୋକଙ୍କ ମୃତ୍ୟୁ ଏବଂ…

4 years ago

ଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲା

ଜୟପୁର,୯ା୫(ନି.ପ୍ର.): ଜୟପୁର ଉପଖଣ୍ଡ କାରାଗାରରେ ବିଚାରାଧୀନ ମାମଲାର ଜଣେ ମହିଳା କଏଦୀ ଫିନାଇଲ ପିଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହିଳା କଏଦୀ ଜଣକ ଦୀର୍ଘଦିନ ହେଲା ଗଞ୍ଜେଇ…

4 years ago

ଆଧାରକାର୍ଡ ସଂଯୋଗ ଆଳରେ ଠକେଇ: ୫୦ ଗ୍ରାମବାସୀଙ୍କ ଜମାଖାତାରୁ ଅର୍ଥ ହଡ଼ପ

ବୈପାରିଗଡ଼ା,୭ା୫ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗଡ଼ା ବ୍ଲକ ସଦର ପଞ୍ଚାୟତ ସନ୍ତେଇପଟ ଓ ଅମଳାଭଟ୍ଟା ଗ୍ରାମବାସୀ ଠକେଇର ଶିକାର ହୋଇଛନ୍ତି। ନିଜକୁ ବ୍ୟାଙ୍କ କର୍ମଚାରୀ ବୋଲି ପରିଚୟ…

4 years ago