କୋରାପୁଟ

ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ଅଭିଯୁକ୍ତ

ଜୟପୁର,୨୩ା୭(ପବନ ପାଣିଗ୍ରାହୀ): ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ କୋରାପୁଟ ଜିଲା ଜୟପୁର ମହିଳା ପୋଲିସ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ସମ୍ବାର ତୋଟା ଏମ୍‌.ସିମାଦ୍ରି(୨୨)।…

4 months ago

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

4 months ago

ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ ପାଇଁ ଛାତ୍ରୀ କୀର୍ତ୍ତନା ମନୋନୀତ, ଅଞ୍ଚଳରେ ଖୁସିର ଲହରି

ପଟାଙ୍ଗି,୧୯ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ କୀର୍ତ୍ତନା ସାହୁ ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ କାର୍ଯ୍ୟକ୍ରମକୁ ମନୋନୀତ…

4 months ago

ଲାଞ୍ଚ ନେଇ ଶିରିଝୋଲି ଆର୍‌ଆଇ ଗିରଫ 

ଜୟପୁର,୧୮।୭(ପବନ ପାଣିଗ୍ରାହୀ)-ଜଣେ ଜମିପଟ୍ଟା ଆବେଦନକାରୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ରାୟଗଡ଼ା ଜିଲା ଗୁଣପୁର ତହସିଲର ଶିରିଝୋଲି ଆର୍‌ଆଇ ସୁଶାନ୍ତ ମଲ୍ଲିକଙ୍କୁ ଜୟପୁର ଭିଜିଲାନ୍ସ…

4 months ago

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା):  ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

4 months ago

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

4 months ago

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

4 months ago

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

4 months ago

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

4 months ago

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

4 months ago