କୋରାପୁଟ

କୋରାପୁଟ: ଯାଞ୍ଚ ବେଳେ ୪୭୬ ପ୍ରାର୍ଥିପତ୍ର ନାକଚ

କୋରାପୁଟ,୨୪।୧(ସ୍ବ.ପ୍ର.) କୋରାପୁଟ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଦାଖଲ ହୋଇଥିବା ନାମାଙ୍କନପତ୍ରଗୁଡିକର ଯାଞ୍ଚ ପ୍ରକ୍ରିୟା ରବିବାର ଶେଷ ହୋଇଛି। ୪୭୬ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ନାକଚ…

4 years ago

ବିଭାଗ ନୀରବ, ନିମ୍ନମାନର କାର୍ଯ୍ୟ କରୁଛନ୍ତି ଠିକାଦାର

ଦଶମନ୍ତପୁର, ୨୩ା୧ ( ଡି.ଏନ୍‌.ଏ. ) ଆରମ୍ଭରୁ ନିମ୍ନମାନର ରାସ୍ତା ନିର୍ମାଣ କରୁଛନ୍ତି ଠିକାଦାର। ସରକାରୀ ନିୟମ ଅନୁସାରେ କାମ କରିବାକୁ କହିଲେ ଶୁଣୁନାହାନ୍ତି। ଏଭଳି ଅଭିଯୋଗ…

4 years ago

ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା…

4 years ago

ଉଲ୍ଲଂଘନ ହେଉଛି ନିର୍ବାଚନ ଆଦର୍ଶ ଆଚରଣ ବିଧି

ସେମିଳିଗୁଡା/ସୁନାବେଡ଼ା, ୨୩|୧ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଏବଂ ସୁନାବେଡ଼ା ମ୍ୟୁନିସିପାଲିଟିର କେତେକ ସ୍ଥାନରେ ହୋର୍ଡ଼ିଂ ଲାଗିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟରେ ଆଦର୍ଶ…

4 years ago

କୋଟିଆରେ ଆନ୍ଧ୍ରର ସାଲୁର ବିଧାୟକ କଲେ ନିର୍ମାଣାଧିନ କାର୍ଯ୍ୟର ତଦାରଖ

ପଟ୍ଟାଙ୍ଗୀ,୨୧ା୧(ଡି.ଏନ.ଏ.): କୋଟିଆ ପଞ୍ଚାୟତରେ ସର୍ବସମ୍ମତି ଭିତ୍ତିରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ଦେବାକୁ କୋରାପୁଟରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏପଟେ ଆନ୍ଧ୍ରର ସାଲୁର ବିଧାୟକ ପିଡିକା…

4 years ago

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ…

4 years ago

ନିର୍ବାଚନ ନୁହେଁ, ସହମତିରେ ଚୟନ

କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା…

4 years ago

ବ୍ୟାଙ୍କ ଶାଖା ପରିଚାଳକ ନିଲମ୍ବିତ

କୋରାପୁଟ,୨୦।୧(ସ୍ବ.ପ୍ର.) ଲକ୍ଷ୍ମୀପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ସୁନା ଚୋରି ଘଟଣାରେ ଅଧିକ ପଚରାଉଚରା ପାଇଁ ଅଭିଯୁକ୍ତ ଶେଖର କୁଲଦିପିଆଙ୍କୁ ପୋଲିସ ରିମାଣ୍ଡରରେ ଆଣିଥିବା ବେଳେ ବୁଧବାର ଶାଖା…

4 years ago

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆଦିବାସୀ ମାନ୍ୟତା

ପଟ୍ଟାଙ୍ଗୀ,୨୦।୧(ଡି.ଏନ୍‌.ଏ.) ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୁଧବାର ଆଦିବାସୀ ମାନ୍ୟତା ଦାବି ଉଠାଇଛି ଦୋରା ମହାସଂଘ। ମହାସଂଘ ଜିଲା ସଭାପତି ବୈଦ୍ୟନାଥ ଗେମେଲ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

4 years ago

ଭୋଟର ତାଲିକାରୁ ପୂର୍ବତନ ସରପଞ୍ଚଙ୍କ ନାମ ଗାଏବ; ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସି ଫେରିଲେ

ଦଶମନ୍ତପୁର,୨୦।୧ ( ଡ଼ି.ଏନ୍‌.ଏ. )  କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡା ପଞ୍ଚାୟତ ଭିତରବାଗ୍ରି ଗ୍ରାମର ପୂର୍ବତନ ସରପଞ୍ଚଙ୍କ ନାମ ଭୋଟର ତାଲିକାରେ ନାହିଁ। ଫଳରେ ସେ…

4 years ago